-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ବିଶ୍ୱାତ୍ମ ବିଦ୍ୟା ମନ୍ଦିର, ବଲାଙ୍ଗୀରର ୨୬ତମ ବାର୍ଷିକକ୍ରୀଡ଼ା ଉତ୍ସଵ ଉଦଯାପିତ

23-Dec-2024



ବିଶ୍ୱାତ୍ମ ବିଦ୍ୟା ମନ୍ଦିର, ବଲାଙ୍ଗୀରର ୨୬ତମ ବିଦ୍ୟାଳୟ ସ୍ତରୀୟ ଏବଂ ଆନ୍ତଃବିଦ୍ୟାଳୟସ୍ତରୀୟ ବାର୍ଷିକ କ୍ରୀଡ଼ା ଉତ୍ସଵ ଗତ ୨୧ ରୁ ୨୩ ଡିସେମ୍ବର ତିନିଦିନ ଧରି ହର୍ଷୋଲ୍ଲାସପୂର୍ବକ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ବିଦ୍ୟାମନ୍ଦିରର ପ୍ରତିଷ୍ଠାତା ପୂଜ୍ୟ ସ୍ୱାମୀ ଶ୍ରୀ ସତ୍ୟପ୍ରଜ୍ଞାନନ୍ଦ ସରସ୍ୱତୀଜୀ ମହାରାଜଙ୍କ ଦିବ୍ୟ ଉପସ୍ଥିତିରେ ଦୀପ ପ୍ରଜ୍ଜ୍ୱଳନପୂର୍ବକ କାର୍ଯ୍ୟକ୍ରମ ପ୍ରାରମ୍ଭ ହୋଇଥିଲା। ଉଦ୍ଘାଟନୀ ଉତ୍ସଵ ଉପଲକ୍ଷେ

ବିଦ୍ୟାମନ୍ଦିରର ଛାତ୍ର-ଛାତ୍ରୀମାନଙ୍କ ଦ୍ୱାରା ସମଲେଶ୍ୱରୀ ମନ୍ଦିର ଠାରୁ ବିଶ୍ୱାତ୍ମ ବିଦ୍ୟାମନ୍ଦିର, ଖୁଜେନପାଲି ପର୍ଯ୍ୟନ୍ତ ମଶାଲ ଶୋଭାଯାତ୍ରା ଏବଂ ମାରାଥନ ଦୌଡ ସମସ୍ତଙ୍କୁ ଆକୃଷ୍ଟ କରିଥିଲା । ଏହି ଅବସରରେ ବିଦ୍ୟାମନ୍ଦିରର ପ୍ରତିଷ୍ଠାତା ପୂଜ୍ୟପାଦ ଶ୍ରୀ ସ୍ୱାମୀଜୀ ମହାରାଜ ଛାତ୍ର-ଛାତ୍ରୀମାନଙ୍କ ଶାରୀରିକ, ମାନସିକ ତଥା ବୌଦ୍ଧିକ ବିକାଶ ପାଇଁ କ୍ରୀଡ଼ା ଅତିବ ମହତ୍ତ୍ୱପୂର୍ଣ୍ଣ ବୋଲି କହିଥିଲେ । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ତଥା ଆନ୍ତଃବିଦ୍ୟାଳୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗୀତା ବାଳକ ବିଭାଗରେ ସଙ୍କେତ ରାଜପୁତ ଗ୍ରୁପ ଚ୍ୟାମ୍ପିୟାନ ହୋଇଥିବା ବେଳେ ବାଳିକା ବିଭାଗରେ କୁସୁମ ନେଗି ଗ୍ରୁପ୍ ଚ୍ୟାମ୍ପିୟାନ ହୋଇଥିଲେ । ଉଦଯାପନୀ ସମାରୋହରେ ବିଶ୍ୱାତ୍ମ ଚେତନା ପରିଷଦର ସାଧାରଣ ସଂପାଦକ ତଥା ବିଦ୍ୟାମନ୍ଦିରର ଚେୟାରମ୍ୟାନସ୍ୱାମୀ ସତ୍ୟବେଦାନନ୍ଦ ସରସ୍ୱତୀଜୀ, ବଲାଙ୍ଗୀର ଜିଲ୍ଲା ଆଇ.ପି.ଇ ଶ୍ରୀ ପ୍ରଦୀପ କୁମାର ପାତ୍ର, ବିଦ୍ୟା ମନ୍ଦିର, ସମ୍ପାଦକ ନବୀନ କୁମାର ବେଦବାକ୍, ବିଦ୍ୟା ମନ୍ଦିର, ଡୁଙ୍ଗୁରିପାଲି ସମ୍ପାଦକ ସୁଦାମ ଡନସେନା,  ନିର୍ଦେଶିକା ମାଁ

ଶ୍ରଦ୍ଧାମୂର୍ତ୍ତି, ପ୍ରଧାନ ଆଚାର୍ଯ୍ୟ ତରୁଣ କୁମାର ତ୍ରିପାଠୀ, ମୁଖ୍ୟ ଆଚାର୍ଯ୍ୟ କଳାକାହ୍ନୁ ସାହୁ ପ୍ରମୁଖ ଉପସ୍ଥିତ ହୋଇ ଛାତ୍ର-ଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ । 

              ସମସ୍ତ କାର୍ଯ୍ୟକ୍ରମକୁ ବିଦ୍ୟାଳୟର ସଂଯୋଜକ ସମ୍ବିତ୍ କୁମାର ସଂଯୋଜନା କରିଥିଲେ । ଏହି କାର୍ଯ୍ୟକ୍ରମରେ ବିଶିଷ୍ଟ କ୍ରୀଡ଼ାବିତ୍ ଶ୍ରୀ ଭୁପିନ୍ଦର ସିଂ,  ସଂଗ୍ରାମ ବହିଦାର, ବରିଷ୍ଠ ଖେଳ ଶିକ୍ଷକ ରାମନାରାୟଣ ଯୋଶୀ,  ମନୋରଞ୍ଜନ ହୋତା, ଶ୍ରୀମତି ପ୍ରଣତି ପାଣିଗ୍ରାହି, ବିଦ୍ୟାମନ୍ଦିରର ଖେଳ ଶିକ୍ଷକ ବିମଳ ସ୍ୱାଇଁ ଏବଂ ଶ୍ରୀ ଅଭିଜିତ ମିଶ୍ର ପ୍ରମୁଖ କ୍ରୀଡ଼ା ପରିଚାଳନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like