-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ମାହେଶ୍ୱରୀ ସଂଗଠନ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ଶିବିର

23-Dec-2024



ବଲାଙ୍ଗିର(ପ୍ରେରଣା ଖବର)- ବଲାଙ୍ଗିର ଜିଲ୍ଲାର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ମାହେଶ୍ୱରୀ ସଂଗଠନର ଲୋଇସିଂହା ଶାଖା ତରଫରୁ ଏକ ବିଶାଳ ସ୍ୱାସ୍ଥ୍ୟ ଶିବିର ଡିସେମ୍ବର ୨୨ ତାରିଖରେ ସ୍ଥାନୀୟ ସରସ୍ୱତୀ ଶିଶୁ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି । ମାନ୍ୟର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତଥା ସଂସଦୀୟ ବ୍ୟାପାର, ବୈଦ୍ୟୁତିକ ଓ ସୁଚନା ବୈଷୟିକ ବିଭାଗ ମନ୍ତ୍ରୀ ଡା.ମୁକେଶ ମହାଲିଙ୍ଗ ଏହି ଶିବିରକୁ ଉଦ୍‌ଘାଟନ କରିବା ସହ ଉପସ୍ଥିତ ଆୟୋଜକ ଏବଂ ହିତାଧିକାରୀଙ୍କ ସହ ମତ ବିନିମୟ କରିଥିଲେ। ଛତିଶଗଡ ରାୟପୁୁରର ପ୍ରତିଷ୍ଠିତ ରାମକୃଷ୍ଣ କେୟାର ହସପିଟାଲ ସହ ଭାଗିତାରେ ହୋଇଥିବା ଏହି ଶିବିରରେ ଭେଷଜ ବିଶେଷଜ୍ଞ ଡା. ରୁପାଲି ପଣ୍ଡା, କ୍ୟାନସର ବିଶେଷଜ୍ଞ ଡା. ଅଭିଷେକ ସିଂ, ହୃଦରୋଗ ବିଶେଷଜ୍ଞ ଡା. ସଂଜୟ କୁମାର, ଅସ୍ଥି ବିଶେଷଜ୍ଞ ଡା. ରୋହିତ ଯାତ୍ରା, ଶଲ୍ୟ ବିଶେଷଜ୍ଞ ଡା. ସୁବର୍ଣ୍ଣି ଜେନା, ଡା. ସ୍ୱାଭିମାନ ସାହୁ ପ୍ରମୁଖ ପ୍ରାୟ ୫୦୦ରୁ ଉର୍ଦ୍ଧ୍ୱ ରୋଗୀ ପରିକ୍ଷା କରି ଚିକିତ୍ସା ସେବା ପ୍ରଦାନ କରିଥିଲେ । ମାହେଶ୍ୱରୀ

ସଂଗଠନର ପରିଚାଳନା ନିର୍ଦ୍ଧେଶକ ଅଙ୍କୁଶ ପାଣ୍ଡିଆ ସ୍ୱାଗତ ଭାଷଣ ଦେଇଥିବା ବେଳେ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର କୋଷାଧ୍ୟକ୍ଷ ପ୍ରଶାନ୍ତ କୁମାର ବେହେରା ଧନ୍ୟବାଦ ଅର୍ପଣ କରିଛନ୍ତି । ଶିବିରକୁ ସଫଳ କରିବାରେ ସଦର ବ୍ଲକ ସଭାପତି ଦେବାଶିଷ ପାଣ୍ଡିଆ, ମାହେଶ୍ୱରୀ ସଂଗଠନର ଲୋଇସିଂହା ବ୍ଲକ ସଭାପତି ଦେବାଶିଷ ବିଶୋଇ, ସରପଂଚ ନବକିଶୋର ନାଏକ, ଜିଲ୍ଲା ସଭାପତି ଶୋଭନ ଅଗ୍ରୱାଲ, ସଂଯୋଜକ ସମୀର ପ୍ରଧାନ, ଆଗଲପୁର ବ୍ଲକ ସଭାପତି ପ୍ରମୋଦ ସାହୁ ଏବଂ ସଦସ୍ୟ ମାଧବ ଭୋଇ, ମନୋଜ ମାହାଣା, ଆକାଶ ପ୍ରଧାନ, ସିଲୁ ନାଏକ, ନରେଶ ତ୍ରିପାଠି, ଫକିର ନାଏକ, ମାନସ ମେହେର, କରୁଣା କିର୍ତ୍ତି, ଆଶୁତୋଷ ବାଗ, ତୁଷାର ରଂଜନ କୁଅଁର, ସୋମେଶ ମିଶ୍ର, ଓମ୍ ସୁନା, ଫାଲଗୁନି ତ୍ରିପାଠି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like