-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

କଣ୍ଟାବାଞ୍ଜି ରେ ରେଳ ବିଭାଗ ର ଉଛେଦ ,,,,,, ଧାରଣା ରେ ଦୋକାନୀ ଙ୍କ ସହ ପୂର୍ବତନ ବିଧାୟକ।,,,,,, ମାଜିଷ୍ଟ୍ରେଟ ଙ୍କ ଉପସ୍ଥିତ ରେ ଦୋକାନ ଭାଙ୍ଗିଲା ରେଲ ବିଭାଗ

24-Dec-2024



କଣ୍ଟାବାଞ୍ଜି(ମୋହନ ସୁନା): ବହୁ ବର୍ଷ ଧରି କଣ୍ଟାବାଞ୍ଜି ରେଳବାଇ ଷ୍ଟେସନ ସମ୍ମୁଖୀନ ରେ ସହର ଅନେକ ଗରିବ ଶ୍ରେଣୀ ପରିବାର ଦୋକାନ କରି ତାଙ୍କ ପରିବାର ପ୍ରତିପୋଷଣ କରି ଆସୁଥିଲେ। ବର୍ତ୍ତମାନ କଣ୍ଟାବାଞ୍ଜି ରେଲବାଇ ଷ୍ଟେସନ ଉନ୍ନତୀକରଣ କାମ ଚାଳିଥିବା ବେଳେ ସୋମବାର କଣ୍ଟାବାଞ୍ଜି ଷ୍ଟେସନ ପରିସର ରେ ଥିବା ୩୦ ଦୋକାନୀ ଙ୍କୁ ଉଛେଦ କରିଛି ରେଲ ବିଭାଗ। ଏକା କୁ ବିରୋଧ କରି ଦୋକାନୀ ମାନଙ୍କ ପକ୍ଷରୁ ଥଇଥାନ ସହ ଉପଯୁକ୍ତ କ୍ଷତି ପୁରଣ ଦାବୀ କରାଯାଇଥିଲା। ଦୋକାନୀ ଙ୍କ ସମର୍ଥନର ରେ କଣ୍ଟାବାଞ୍ଜି ର ପୂର୍ବତନ ବିଧାୟକ ସନ୍ତୋଷ ସିଂ ସାଲୁଜ ଧାରଣା ବସିଥିଲେ। କଣ୍ଟାବାଞ୍ଜି ରେ ରେଳ ବିଭାଗ ର ପ୍ରାୟ ୭ ଶହ ଏକଡ ଜମି ରହିଛି ଏବଂ ସେହି ଜମି ମଧ୍ଯ ରେ ଏହି ଦୋକାନୀ ଙ୍କୁ ଥଇଥାନ କରାଯାଉ ଓ ଆଇନ ଅନୁଯାଏ କ୍ଷତିପୂରଣ ଦିଆଯାଉ। ଲୋକେ ତାଙ୍କ ସମସ୍ୟାର ସମାଧାନ ପାଇଁ ଜନ ପ୍ରତିନିଧିଙ୍କୁ ଭୋଟ ଦେଇ ନିର୍ବାଚିତ କରୁଛନ୍ତି। ସେମାନେ ସମାଧାନ ନ କରିବା ଅଫିସ ଅଣ ଦେଖା କରିବା ରାଜ୍ଯ ପାଇଁ ଦୁର୍ଭାଗ୍ୟ ଜନକ କଥା ବୋଲି ପୂର୍ବତନ ବିଧାୟକ ଶ୍ରୀଯୁକ୍ତ ସାଲୁଜା କହିଥିଲେ। ଏଠାରେ ପ୍ରକାଶ ଥାଉ କି ଯେ ପୂର୍ବ ମଧ୍ଯ ୩୦ ଜଣ ଦୋକାନୀ ମାନେ ଜମି ଯୋଗାଇ ଦେବାକୁ ସ୍ଥାନୀୟ ବିଧାୟକ ଓ ସାଂସଦ ଙ୍କ ଦ୍ବାରସ୍ଥ ହୋଇଥିଲେ। କିନ୍ତୁ ସେତେବେଳ କୌଣସି ସୁଫଳ ମିଳିନଥିଳା। ଉଛେଦ ପୂର୍ବ ରୁ ଦୋକାନୀଙ୍କୁ ରେଳ ବିଭାଗ ଜମି ଯୋଗାଇ ନ ଥିବାରୁ ଏବେ ପରିବାର ପ୍ରତିପୋଷଣ କୁ ନେଇ ଚିନ୍ତା ରେ ଉଛେଦ ହୋଇଥିବା ୩୦ ଜଣ ଦୋକାନୀ। ତେବେ ଦୋକାନୀ ସହ ପୂର୍ବତନ ବିଧାୟକ ଧାରଣା ଦେବା ପରେ ରେଲ ବିଭାଗ ପକ୍ଷରୁ କିଛି ମାସ ମଧ୍ଯ ରେ ଉଛେଦ ଦୋକାନୀ ଙ୍କୁ ଜମି ଯୋଗାଇ ଦେବା ପ୍ରତିଶୃତି ଦେବା ପରେ ସେମାନେ ଧାରଣା ରୁ ଉଠିଥିଲେ। ମାଜିଷ୍ଟ୍ରେଟ ଦାଇତ୍ବ ରେ କଣ୍ଟାବାଞ୍ଜି ତହସିଲ ଅଞ୍ଜଳୀ ମାଝୀ ଉପସ୍ଥିତ ଥିବା ବେଳେ ଜେସିବି ମେସିନ ସାହାଯ୍ଯ ରେ ସମସ୍ତ ଦୋକାନ ଭାଙ୍ଗିଥିଲା ରେଲ ବିଭାଗ। ଆଇନ ଶୃଙ୍ଖଳା କୁ ନଜର ରେ ରଖି ବ୍ୟାପକ ପୋଲିସ ଫୋର୍ସ ମୃତ୍ୟନ ହୋଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like