-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ଘଣ୍ଟାପଡ଼ା ହାଇସ୍କୁଲର ୪୭ତମ ବାର୍ଷିକ ଉତ୍ସବ

24-Dec-2024



କଣ୍ଟାମାଳ(ଜୟ କୁମାର ମହାରଣା): ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଘଣ୍ଟାପଡ଼ାସ୍ଥିତ ସମଲେଶ୍ଵରୀ ସରକାରୀ ଉଚ୍ଚବିଦ୍ୟାଳୟ ରେ ପ୍ରଧାନଶିକ୍ଷକ ପିତବାସ ପଣ୍ଡାଙ୍କ ସଭାପତିତ୍ଵରେ ୪୭ତମ ବାର୍ଷିକୋତ୍ସବ ସାଂସ୍କୃତିକ କାର୍ଯ୍ୟକ୍ରମ ସହ ଉଦଯାପିତ ହୋଇଯାଇଛି। ଉକ୍ତ ଉତ୍ସବରେ ମୁଖ୍ୟ ଅତିଥିଭାବେ ସ୍ଥାନୀୟ ୧ନଂଜୋନର ଜିଲ୍ଲା ପରିଷଦ ସଦସ୍ୟା ଶ୍ରୀମତୀ ସୁମିତ୍ରା ସାହୁ ଯୋଗଦେଇ ବିଦ୍ୟାଳୟର ପରିବେଶ ଓ ଶିକ୍ଷାର ଉନ୍ନତି ଦେଖି ବହୁ ପ୍ରଶଂସା କରିଥିଲେ ।ନିଜ ବକ୍ତବ୍ୟରେ ଛାତ୍ରଛାତ୍ରୀଙ୍କୁ ଏକାଗ୍ରତା ରହି 

ପାଠ ପଢ଼ିବାକୁ ଉପଦେଶ ଦେଇଥିଲେ। ସେହିପରି ବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ଦିଗାମ୍ବର ସାହୁ ମୁଖ୍ୟବକ୍ତା ଭାବେ ଯୋଗଦେଇ ବିଦ୍ୟାଳୟରେ ଶିକ୍ଷକତା ଅନୁଭୂତି ବଖାଣିଥିଲେ। ସେହିପରି ସମ୍ମାନୀତ ଅତିଥି ଭାବେ ଘଣ୍ଟାପଡ଼ା ସରପଞ୍ଚ ରୀତା କହଁର, ଜିଲ୍ଲା ମିଳିତ ଶିକ୍ଷକ ସଂଘର ସଭାପତି ନିଳାଚଳ ଭୋଇ, ଆଲୁମିନି କମିଟିର ସଭାପତି ସୁଶାନ୍ତ ମାଝୀ, ବରିଷ୍ଠ ଆଲୁମିନି ସଦସ୍ୟ ତଥା ବରିଷ୍ଠ ସାମ୍ବାଦିକ ପ୍ରଭାତ କୁମାର ସାହୁ ପ୍ରମୁଖ ଯୋଗ ଦେଇ ଉତ୍ତମ ଶିକ୍ଷାର୍ଥୀ ହେବାକୁ ହେଲେ ବିଦ୍ୟାଳୟର ଉତ୍ତମ ପରିବେଶର ଆବଶ୍ୟକତା ରହିଛି।ସହକାରୀ ଶିକ୍ଷକ ସନ୍ତୋଷ ସାହୁ ଅତିଥି ପରିଚୟ କରିଥିବା ସ୍ଥଳେ ସହକାରୀ ଶିକ୍ଷକ ଆକାଶ ମେହେର

ମଞ୍ଚ ପରିଚାଳନା କରିଥିଲେ। ସଭା ପୂର୍ବରୁ ପ୍ରଧାନଶିକ୍ଷକ ଶ୍ରୀପଣ୍ଡା ବିଦ୍ୟାଳୟର ବାର୍ଷିକ ବିବରଣୀ ପାଠ କରିଥିଲେ। ଶିକ୍ଷକ ଦୁର୍ଗାଶଙ୍କର ପଣ୍ଡା ଧନ୍ୟବାଦ ଦେଇଥିଲେ। ସଭାରେ ବାର୍ଷିକ କ୍ରୀଡ଼ା ଉତ୍ସବରେ କୃତି ଅର୍ଜନ କରିଥିବା ଛାତ୍ର ଛାତ୍ରୀଙ୍କୁ ପ୍ରମାଣପତ୍ର ସହ ଟ୍ରଫି ଅତିଥିଙ୍କ ଦ୍ୱାରା ପ୍ରଦାନ କରାଯାଇଥିଲା। ସଭାପରେ ଶିକ୍ଷକ ଶାନ୍ତନୁ ସେଠୀ ଓ ସୁବାଷ ସାହୁଙ୍କ ସଂଯୋଜନାରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ନାଚଗୀତ ଆଦି ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଅଭିଭାବକ ଅଭିଭାବିକାଙ୍କୁ ବିଳମ୍ବିତ ସମୟ ପର୍ଯ୍ୟନ୍ତ ବାନ୍ଧି ରଖିଥିଲା। ସମସ୍ତ କାର୍ଯ୍ୟକ୍ରମରେ ସହକାରୀ ଶିକ୍ଷକ ଲିପୁନ ପ୍ରଧାନ, ଚନ୍ଦ୍ରକାନ୍ତ ବେହେରା, ବିଭୁତିଭୂଷଣ ଦୁର୍ଗ,ମୁକେଶ ମଲିକ,ଶିକ୍ଷୟତ୍ରୀ ରଶ୍ମିତା ସାହୁ, ସୁପ୍ରଭା ଦେହୁରୀ, ଖେଳ ଶିକ୍ଷୟତ୍ରୀ ମନ୍ଦାକିନୀ ବଗର୍ତ୍ତୀ, ବନମାଳି ମଲିକ, ଅନନ୍ତ ରାଉତ ଓ କୃଷ୍ଣାମୟୀ ମହାକୂଳ ପ୍ରମୁଖ ସହଯୋଗ କରିଥିଲେ। ଉକ୍ତ ଉତ୍ସବରେ ପରିଚାଳନା କମିଟି ଓ ଆଲୁମିନି ସଦସ୍ୟ ସଦସ୍ୟାଙ୍କ ସହ ଅଭିଭାବକ ଅଭିଭାବିକାମାନେ ଉପସ୍ଥିତ ରହିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like