-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ବାପୁଜୀ ସ୍ୱତନ୍ତ୍ର ବିଦ୍ୟାଳୟ ବରଗଡ଼ ଠାରେ --- ଜନତା ସଂଘର୍ଷ ସମିତିର ବାର୍ଷିକୋତ୍ସବ ଅନୁଷ୍ଠିତ

24-Dec-2024



ବରଗଡ:(ନିରଞ୍ଜନ ତ୍ରିପାଠୀ)-ଓଡିଶା ଜନତା ସଂଘର୍ଷ ସମିତି ବରଗଡ଼ର ବାର୍ଷିକୋତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ବରଗଡ଼ ଲୋକସଭା ସାଂସଦ ଶ୍ରୀଯୁକ୍ତ ପ୍ରଦୀପ ପୁରୋହିତ ଯୋଗଦାନ କରିଥିଲେ। ସମ୍ମାନୀତ ଅତିଥି ଭାବେ ଇଥାନଲ୍ ପ୍ଲାୱାର୍ ପ୍ଲାଣ୍ଟର ମେନେଜର ରଶ୍ମି ରଞ୍ଜନ ରାଉତ, ବିଜେପିର ଜିଲ୍ଲା ସଭାପତି ଅରୁପା ସାହୁ,ପାୱାର ଅଫ ଦିବ୍ୟାଙ୍ଗର ଜିଲ୍ଲା ସଭାପତି ଶ୍ୟାମ ସୁନ୍ଦର ଅଗ୍ରୱାଲ, ବିଶିଷ୍ଟ ସମାଜ ସେବୀ ପ୍ରୀତମ ସିଂ ଯୋଗଦାନ କରିଥିଲେ। ସମିତିର ସଭାପତି ଶ୍ରୀଯୁକ୍ତ କିଶୋର ଚନ୍ଦ୍ର ସାହୁଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଦିର୍ଘ ୩୬ ବର୍ଷରୁ ବହୁ ଘାତ ପ୍ରତିଘାତ ମଧ୍ୟରେ ସଂଘର୍ଷ ରତ ଥିବା ଏହି ଅନୁଷ୍ଠାନର ଆଭିମୁଖ୍ୟ ଉପରେ ଆଲୋକପାତ କରିଥିଲେ । ସମିତି ପକ୍ଷରୁ ୧୯୯୧ ମସିହାରୁ ଆରମ୍ଭ ହୋଇଥିବା ଭିନ୍ନକ୍ଷମ ବାପୁଜୀ ସ୍ୱତନ୍ତ୍ର ବିଦ୍ୟାଳୟ ସ୍ଥାପନ ହୋଇ ଆଜି ଅଞ୍ଚଳ ତଥା ଓଡ଼ିଶାର ବିଭିନ୍ନ ପ୍ରାନ୍ତରୁ ଅନେକ ଭିନ୍ନକ୍ଷମ ଛାତ୍ରଛାତ୍ରୀମାନଙ୍କୁ  ଶିକ୍ଷା ବିକାଶରେ  ଏକ ଉଦାହରଣ ସୃଷ୍ଟି କରିପାରିଛି। ଆଜିର ଅନୁଷ୍ଠିତ କାର୍ଯ୍ୟକ୍ରମରେ ବରଗଡ଼ ଜିଲ୍ଲା ବିଜେପୁର ସ୍ଥିତ ଅମୃତଧାରା ନର୍ସିଂ ହୋମର ପରିଚାଳକ ଶ୍ରୀଯୁକ୍ତ ଯଶୋବନ୍ତ ମେହେରଙ୍କ ପକ୍ଷରୁ ଗରିବ ବୃଦ୍ଧବୃଦ୍ଧା ଙ୍କୁ ଶୀତବସ୍ତ୍ର ଭାବେ କମଳ ବଣ୍ଟନ କରାଯାଇଥିଲା। ଏପରିପ୍ରେକ୍ଷୀରେ ଜିଲ୍ଲାରେ କାର୍ଯ୍ୟରତ ସମାଜସେବୀ ସଂଗଠନ ଯଥା-ଆନନ୍ଦ ସେବା ସଦନ, ଭେଡେନ,କୋଶଲ ଡିଫେନ୍ସ ଏକାଡେମି ବରଗଡ଼, ଜୟହିନ୍ଦ୍ ଯୁବକ ସଂଘ,ରୁଣିପାଲି-ଅତାବିରା,ଗ୍ରାମ୍ୟ ଉନ୍ନୟନ କମିଟି ଗୁରଖାପାଲି-ଅତାବିରା ବ୍ଲକ, ଭୀମଭୋଇ ଦିବ୍ୟାଙ୍ଗ ସଂଘ ଝାରବନ୍ଧ,ରାଜବୋଡାସମ୍ବର ଦିବ୍ୟାଙ୍ଗ ବିକାଶ ମଞ୍ଚ, ପଦ୍ମପୁର, ଆଞ୍ଚଳିକ ଭିନ୍ନକ୍ଷମ ସଂଘ ଭେଡେନ, ନବ ଜ୍ୟୋତି ଦିବ୍ୟାଙ୍ଗ ସଂଘ ଅମ୍ବାଭୋନା, ଜୀବନ ସଂଯୋଗ ରକ୍ତଦାନ ସଂସ୍ଥା,ତାଲସିର୍ଗିଡା, ଉତ୍କଳ ଗୋପବନ୍ଧୁ ଦିବ୍ୟାଙ୍ଗ ସଂଘ ବରଗଡ଼ ପ୍ରମୁଖଙ୍କ ସମେତ ଅମୃତ ଧାରା ନର୍ସିଂ ହୋମର ପରିଚାଳକ ଶ୍ରୀମାନ ଯଶୋବନ୍ତ ମେହେର,ଆନନ୍ଦ ସେଠ, ଶ୍ରୀମତୀ ମାମି ମିଶ୍ର, ଶ୍ରୀଯୁକ୍ତ ପ୍ରଦୀପ ଥପା, ପ୍ରଦ୍ୟୁମ୍ନ ତ୍ରିପାଠୀ ସ୍ୱେଚ୍ଛାସେବୀ ମାନଙ୍କୁ ମୁଖ୍ୟ ଅତିଥି ଶ୍ରୀମାନ ପୁରୋହିତ ମାନପତ୍ର ସହ ଉପଢୌକନ ଦେଇ ଭବ୍ୟ କାର୍ଯ୍ୟକ୍ରମରେ ସମ୍ମାନୀତ କରିଥିଲେ। ବାପୁଜୀ ସ୍ୱତନ୍ତ୍ର ବିଦ୍ୟାଳୟର ପ୍ରଧାନ ଶିକ୍ଷକ କିଶୋର ସାହୁ, ମେଘନାଦ ସାହୁ,ଶିବାୟନୀ ପଣ୍ଡା,ସୁଶିଳା ପଶାୟତ, ବରଗଡ଼ ମହିଳା ସମିତିର ସଭ୍ୟା ତଥା ଏଅଞ୍ଚଳର ଜଣାଶୁଣା ଏଚ୍ୟୁଭର ଫାଉଣ୍ଡେସନ ବରଗଡ଼ର ସଭାପତି ଦିବାକର ମାଝୀଙ୍କ ସହଯୋଗରେ କାର୍ଯ୍ୟକ୍ରମ ସୁରୁଖୁରୁରେ ସମାପନ ହୋଇଥିଲା।ଶେଷରେ ସମିତିର ସମ୍ପାଦକ ଅଭୟ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like