-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗୀର,- ଜିଲ୍ଲା ଯୁବ କୁଲୁତା ସମାଜ ପକ୍ଷରୁ କମ୍ବଳ ବଣ୍ଟନ

10-Jan-2021



ବଲାଙ୍ଗୀର,(ସନ୍ତୋଷ କୁମାର ଠାକୁର)- ଆଜି ମହିମୁଣ୍ଡା ଗ୍ରାମର ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ବଲାଙ୍ଗିର ଜିଲ୍ଲା ଯୁବ କୁଲୁତା ସମାଜ ସଭାପତି ଅସୀମ କୁମାର ଭୋଇଙ୍କ ନେତୃତ୍ୱରେ କମ୍ବଳ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମହିମୁଣ୍ଡା, ସିରାବାହାଲ ଓ ଡାର୍ହମାଲର ୫୦ ଜଣ ଅସହାୟ ଗରିବ ବୁଢ ବୁଢିମାନଙ୍କୁ କମ୍ବଳ ବଣ୍ଟନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୁପେ ମହିମୁଣ୍ଡା ଶିଶୁ ମନ୍ଦିର ସଭାପତି ରାମ ବିଶ୍ୱାଲ ଉପସ୍ଥିତ ଥିଲେ । ସଂଯୋଗ ସାହୁ କାର୍ଯ୍ୟକ୍ରମକୁ ପରିଚାଳନା କରିଥିବା ବେଳେ ସଦସ୍ୟା ଅଲିଭା ସାହୁ ଧନ୍ୟବାଦ ଜ୍ଞାପନ କରିଥିଲେ । ଏହି କାର୍ଯ୍ୟକ୍ରମକୁ ସୁବୋଧ ବିଶ୍ୱାଲ, ମହେନ୍ଦ୍ର ପ୍ରକାଶ ପଧାନ, ଗୋପବନ୍ଧୁ ସାହୁ, କଂସାରି ବିଶ୍ୱାଲ, ଶ୍ରୀମନ୍ତ ଗଡତ୍ୟା, କୌସ୍ତବମନି ପଧାନ, ଶ୍ରୀମନ୍ତ ବାରିକ, ଦିଲିପ ନାଏକ, ତୁଷାର ପଧାନ, ଜିତେନ୍ଦ୍ର ବିଶ୍ୱାଲ, ମଳୟ ଗଡତ୍ୟା, ଜ୍ୟୋସ୍ନାମୟୀ ପଧାନ, କେଶବ ପଧାନ, ସୁରଥ ପଧାନ, ସଚିଦାନନ୍ଦ ସାହୁ, ରାଜୁ ବେହେରା, ଦୈତାରି ସାହୁ, ଦିବ୍ୟା ପଧାନ ପ୍ରମୁଖ ସହଯୋଗ କରିଥିବା ବେଳେ ଦେବାଶିଷ ପଧାନ, ନରେନ୍ଦ୍ର ସାହୁ, ବାସୁଦେବ ସାହୁ, ସନ୍ତୋଷ ପଧାନ, ଉପେନ୍ଦ୍ର ପଧାନ, ବଣ୍ଟି ଭୋଇ, ଆକାଶ ପଧାନ, ଜଗନ୍ନାଥ ବିଶ୍ୱାଲ ଓ ପ୍ରଶାନ୍ତ ବିଶ୍ୱାଲ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026

You Might Also Like