-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ଦୁଇ କର୍ମଚାରୀ ଙ୍କ କବଜାରେ ତୁରେକେଲା ଥାନା।

24-Dec-2024



କଣ୍ଟାବାଞ୍ଜି,(ମୋହନ ସୁନା): ବଲାଙ୍ଗିର ଜିଲ୍ଲା ର ଉପାନ୍ତ ଅଞ୍ଚଳ ରେ ଥିବା ତୁରେକେଲା ଥାନା କୁ ନେଇ ସ୍ଥାନୀୟ ଅଞ୍ଚଳ ରେ ଏବେ ଅଧିକାରୀ ବଦଳେ କର୍ମଚାରୀ ରାଜ ବୋଲି ଚର୍ଚ୍ଚା ଯୋର ଧରିଛି। ସରକାରୀ ନିୟମ ଅନୁସାରେ ପ୍ରତୋକ ଥାନା ରେ ଜଣେ ଲେଖାଏ ଅଧିକାରୀ ନିଯୁକ୍ତି ହୋଇଛନ୍ତି ଏବଂ ଅଞ୍ଚଳ ର ଆଇନଶୃଙ୍ଖଳା କୁ ସେମାନେ ନିଅତ୍ରଣ କରୁଛନ୍ତି। ଅନେକ ସମୟରେ ଥାନା ଅଧିକାରୀ ମାନଙ୍କ କଡା କାର୍ଯାନୁଷ୍ଠାନ କୁ ଦେଖି ବେଆଇନ କାର୍ଯ୍ଯ କଳାପ ରେ ଲିପ୍ତତ ଥିବା ଲୋକେ ଭୟ କରନ୍ତି। ହେଲେ ତୁରେକେଲା ଥାନା ରେ ଏକ ଭିନ୍ନ ଚିତ୍ର ଦେଖିବାକୁ ମିଳୁଛି ଏଠାରେ ଅଧିକାରୀ ଙ୍କ ବଦଳ ରେ ଦୁଇ ଜଣ କର୍ମଚାରୀଙ୍କୁ ଲୋକେ ଭୟ କରୁଛନ୍ତି। ତୁରେକେଲା ଥାନା ରେ କାର୍ଯ୍ଯରତ ଜଣେ କନଷ୍ଟେବଲ ଓ ଜଣେ ହୋମଗାର୍ଡ ଥାନା କୁ ତାଙ୍କ କବଜା ରେ ରଖି ଅଞ୍ଚଳ ରେ ନିଅତ୍ରଣ କରୁଥିବା ବେଳେ ବିଭିନ୍ନ ବେଆଇନ କାର୍ଯ୍ଯ କଳାପ ରେ ଲିପ୍ତତ ଥିବା ବ୍ୟକ୍ତି ଙ୍କ ଠାରୁ ମୋଟା ଅଙ୍କର ହାତଗୁଞ୍ଜ ଆଣି ସେମାନଙ୍କୁ ସୁରକ୍ଷା ଦେଉ ଥିବା ଅଭିଯୋଗ ହେଉଛି। ସେମାନେ ଦୁହେଁ ସାଧାରଣ କର୍ମଚାରୀ ହେଳେ ମଧ୍ଯ ଥାନାରେ କାର୍ଯ୍ୟରତ ଅନ୍ୟ ଅଧିକାରୀ କରିବାକୁ କାମ କୁ ସେମାନେ କରୁଥିବା ଚର୍ଚ୍ଚା ହେଉଛି। ଅନ୍ୟପକ୍ଷ ରେ ଦୁଇ ଜଣ ଥାନା ମୂଖିଆ ଙ୍କ ଅତି ପ୍ରିୟ କର୍ମଚାରୀ ଥିବା ଶୁଣିବାକୁ ମିଳୁଛି। ତୁରେକେଲା ଅଞ୍ଚଳ ରେ ଶ୍ରମିକ ଚାଲାଣ କରୁଥିବା ସର୍ଦ୍ଦାର ମାନଙ୍କ ଠାରୁ ସେହି ଦୁଇ ଜଣ କର୍ମଚାରୀ ହାତଗୁଞ୍ଜ ଆଣି ଶ୍ରମିକ ଚାଲାଣ କରିବାକୁ ସହଯୋଗ ଦେଉଥିବା ବେଳେ ଯେଉଁ ଦାଦନ ସର୍ଦ୍ଦାର ହାତଗୁଞ୍ଜ ନ ଦେଳେ ଥାନା କୁ ଆଣି ସେମାନଙ୍କ ନାରେ ମାମଲା ରୁଜୁ କରୁଥିବା ଅଭିଯୋଗ ହେଉଛି। ତେବେ ଏନେଇ ଆମେ ତୁରେକେଲା ଥାନା ଅଧିକାରୀ ଙ୍କୁ ଯୋଗାଯୋଗ କରିଥିଲୁ ହେଳେ ତାଙ୍କ ପ୍ରତିକ୍ରିୟା ମିଳି ପାରିନାହିଁ। ରାଜ୍ଯ ପୋଲିସ ପ୍ରଶାସନ ଏହି ଦୁଇ କର୍ମଚାରୀଙ୍କ ଉପରେ ନଜର ଦେଇ ପଦକ୍ଷେପ ନେବାକୁ ତୁରେକେଲା ଅଞ୍ଚଳ ବାସୀ ଦାବି କରୁଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like