-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ଲରାସରା ଉଚ୍ଚ ବିଦ୍ୟାଳୟ ର ୨୭ ତମ ବାର୍ଷିକ ଉତ୍ସବ

24-Dec-2024



ଅତାବିରା (ଆକାଶ ମିଶ୍ର)ବରଗଡ଼ ଜିଲ୍ଲା  ଅତାବିରା
ବ୍ଲକର ବାର୍ଷିକ ଉତ୍ସବ ଆଜି ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଦିନେଶ ଗାଇଗରିଆ ଙ୍କn ସଭାପତିତ୍ବ କ୍ରମେ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ବିଧାୟକ ନିହାର ମହାନନ୍ଦ  ମୁଖ୍ୟ ଅତିଥି  ଭାବେ ଯୋଗଦେଇ କଠିନ ପରିଶ୍ରମ ହିଁ ସଫଳତା ଆଣିଥାଏ ବୋଲି ମତବ୍ୟକ୍ତ କରିଥିଲେ। ମୁଖ୍ୟ ବକ୍ତା ଭାବେ  ଖଇର ପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ପ୍ରମୋଦ କୁମାର ମେହେର ,ସମ୍ମାନିତ ଅତିଥି ଭାବରେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ତପନ କୁମାର ଦାସ, ଜିଲ୍ଲା ପରିଷଦ  ସଭ୍ୟ ରଞ୍ଜିତ ସାହୁ, ସ୍ଥାନୀୟ ସରପଞ୍ଚ କୀର୍ତ୍ତନ ସେଟ୍ ମଞ୍ଚାସିନ ରହି ଦୀପ ପ୍ରଜ୍ବଳନ ପୂର୍ବକ ସିଦ୍ଧିଦାତା ଗଣେଶ ଓ ମାଁ ସରସ୍ଵତୀ ଙ୍କୁ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ ।  ଶିକ୍ଷୟିତ୍ରୀ ପ୍ରମୋଦିନି ସାହୁ ଙ୍କ ତତ୍ତ୍ଵାବଧାନରେ ରେ  ଅତିଥି ମାନଙ୍କୁ  ପୁଷ୍ପଗୁଚ୍ଛ  ଓ ଉପଢୌକନ  ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । ଶିକ୍ଷକ  ପ୍ରମୋଦ କୁମାର ଗଡତିଆ ଅତିଥି ପରିଚୟ ପ୍ରଦାନ ଓ ମଞ୍ଚ ପରିଚାଳନା  କରିଥିଲେ । ପ୍ରଧାନ ଶିକ୍ଷକ ମନବୋଧ ମାଝୀ ମଞ୍ଚାସିନ ରହି ବାର୍ଷିକ ବିବରଣୀ ପାଠ କରିଥିଲେ । ଏହି ଅବସରରେ  ବାର୍ଷିକ କ୍ରୀଡା  ରେ ଚମ୍ପିୟାନ  ହୋଇଥିବା ସୋନୁ ତାଣ୍ଡି ଓ ଲିଜା ଷାଣ୍ଢ  ଏବଂ ବିଭିନ୍ନ   କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ୨୫ ଜଣ ଛାତ୍ର ଛାତ୍ରୀ ଙ୍କୁ ମାନପତ୍ର ଓ ଟ୍ରଫି ଦେଇ ପୁରସ୍କୃତ କରାଯାଇଥିଲା । ଶିକ୍ଷକ ପ୍ରସନ୍ନ କୁମାର ବେହେରା ,ଦେବାନନ୍ଦ ଭୋଇ ଓ ହିରାମଣି ବାଗ ପୁରସ୍କାର ବିତରଣି ରେ ସହଯୋଗ କରିଥିଲେ ।ହେମନ୍ତ ମହାକୁର ଓ ଦେବାନନ୍ଦ ଭୋଇ ଙ୍କ  ନିର୍ଦ୍ଦେଶନାରେ ଛାତ୍ର ଛାତ୍ରୀ ମାନଙ୍କ  ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା । ଶିକ୍ଷକ  ମୋତିଲାଳ ରଣା  ଧନ୍ୟବାଦ୍ ଅର୍ପଣ କରିଥିଲେ ।ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ ଗ୍ରାମବାସୀ ସକ୍ରିୟ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like