-+91-9937148622 |

prerana_bgr@rediffmail.com |

  Friday 24th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   (24-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   (23-Apr-2026)       ||      ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   (23-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା    (23-Apr-2026)       ||      ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା    (23-Apr-2026)       ||      ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   (23-Apr-2026)       ||      ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   (23-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (23-Apr-2026)       ||      ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ    (23-Apr-2026)       ||      ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ    (23-Apr-2026)       ||      *ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   (23-Apr-2026)       ||      ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   (23-Apr-2026)       ||      ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   (23-Apr-2026)       ||      *ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   (23-Apr-2026)       ||      ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   (23-Apr-2026)       ||      RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   (22-Apr-2026)       ||      ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା    (22-Apr-2026)       ||      ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ    (22-Apr-2026)       ||      .ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   (22-Apr-2026)       ||      ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   (22-Apr-2026)       ||     

HOME   ଜିଲ୍ଲା

କୋଶଳ ସ୍କୁଲର ବାର୍ଷିକ ଉତ୍ସବ -୨୦୨୪ ସମ୍ପନ୍ନ

24-Dec-2024



 ଅତାବିରା (ଆକାଶ ମିଶ୍ର ) ଅତାବିରା ବ୍ଳକ ନୂଆଁ ଖଇରପାଲି ସ୍ଥିତ କୋଶଳ ସ୍କୁଲର ବାର୍ଷିକ ଉତ୍ସବ-୨୦୨୪ ମହାସମାରୋହରେ ପାଳିତ ହୋଇଯାଇଛି।ଅତିଥିଙ୍କ ଦ୍ୱାରା ବିଘ୍ନରାଜ ଗଣେଶ ଓ ବାଗ୍ଦେବୀ ସରସ୍ଵତୀ ଙ୍କ ଫଟୋ ଚିତ୍ରରେ ଦୀପ ପ୍ରଜ୍ଜ୍ଵଳନ କରି ସ୍କୁଲ ନିର୍ଦ୍ଦେଶିକା ନଳିନୀ ପଟ୍ଟନାୟକଙ୍କ ସଭାପତିତ୍ୱରେ ସଭାକାର୍ଯ୍ୟ ଅନୁଷ୍ଠିତ ହୋଇଥିଲା। ଗୋପାଲି ଚାଟାର୍ଜୀ  ଅତିଥି ପରିଚୟ ପ୍ରଦାନ ଓ  ମଞ୍ଚ ପରିଚାଳନା କରିଥିଲେ। ପରିଚାଳନା କମିଟିର  ଉପ ସଭାପତି ପି ରାମାରାଓ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଛାତ୍ରଛାତ୍ରୀଙ୍କ ସାମଗ୍ରିକ ବିକାଶ ଦୃଷ୍ଟି ଦେବାକୁ ଦିଗ ଦର୍ଶନ ଦେଇଥିଲେ।ସ୍କୁଲ ଅଧ୍ୟକ୍ଷ ରବୀନ୍ଦ୍ର ନାଥ ବେହେରା ବାର୍ଷିକ ବିବରଣୀ ପ୍ରଦାନ କରିଥିଲେ।। ଏହି ଅବସରରେ  ବିଜ୍ଞାନ କ୍ଷେତ୍ରରେ ୨୪ ଜଣ, ମେଧା ଅନ୍ୱେଷଣ ରେ ତୃତୀୟ ଶ୍ରେଣୀ ରୁ  ଏକାଦଶ ଶ୍ରେଣୀ ପର୍ଯ୍ୟନ୍ତ ୨୮ ଜଣ, ସାମାଜିକ ବିଜ୍ଞାନ ରେ ୨୬ ଜଣ, ଭାଷା

ସାହିତ୍ୟରେ ୧୭ ଜଣ ପ୍ରତିଭା ବାନ ଛାତ୍ର ଛାତ୍ରୀଙ୍କୁ ପୁରସ୍କୃତ  କରାଯାଇଥିଲା।ଏହା ବ୍ୟତୀତ ଖେଳ ରେ  ଚମ୍ପିୟାନ ହୋଇଥିବା  ତେଜସ ପାତ୍ର ଓ ଦୀପିକା ଭୋଇ ଙ୍କୁ ମଧ୍ୟ ପୁରସ୍କୃତ କରାଯାଇଥିଲା।
ଉପ ଅଧ୍ୟକ୍ଷ ଉପେନ୍ଦ୍ର କୁମାର ପାଇକ ରାଏ ଧନ୍ୟବାଦ ଅର୍ପଣ କରିଥିଲେ।ଶିକ୍ଷକ ଶିକ୍ଷୟିତ୍ରୀଙ୍କ ନିର୍ଦେଶନାରେ ଛାତ୍ରଛାତ୍ରୀ ମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ରେ ୨୭ ଟି ନୃତ୍ୟ ପରିବେଷଣ କରିଥିଲେ।ପରିଚାଳନା କମିଟି,ଶିକ୍ଷକ ଶିକ୍ଷୟିତ୍ରୀ, କର୍ମଚାରୀ ଓ ଛାତ୍ରଛାତ୍ରୀ ମାନେ ପରିଚାଳନାରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   24-Apr-2026
  ରାଜନୀତି  
ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   23-Apr-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   23-Apr-2026
  ଜିଲ୍ଲା  
ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା   23-Apr-2026
  ଜିଲ୍ଲା  
ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା   23-Apr-2026
  ଜିଲ୍ଲା  
ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   23-Apr-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   23-Apr-2026
  ଜିଲ୍ଲା  
ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    23-Apr-2026
  ଜିଲ୍ଲା  
ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ   23-Apr-2026
  ଜିଲ୍ଲା  
ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ   23-Apr-2026
  ଜିଲ୍ଲା  
*ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   23-Apr-2026
  ଜିଲ୍ଲା  
ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   23-Apr-2026

You Might Also Like