-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||     

HOME   ଜିଲ୍ଲା

ଆଶା ମାନଙ୍କ ନିରନ୍ତର ଦକ୍ଷତl ବୃଦ୍ଧି ତାଲିମ ଶିବିର

24-Dec-2024



(ମନୋରଞ୍ଜନ ତ୍ରିପାଠୀ )
ସୁବର୍ଣ୍ଣପୁର ଜିଲ୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର, ନାଇକେନପାଲି ସଭାଗୃହ ଠାରେ ଆଶା ମାନଙ୍କ ନିରନ୍ତର ଦକ୍ଷତl ବୃଦ୍ଧି ତାଲିମ ଶିବିର କାର୍ଯ୍ୟକ୍ରମ ଡାକ୍ତର. ରାମଶଙ୍କର ତ୍ରିପାଠୀ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି l ଶିବିର ରେ ପରିବାର କଲ୍ୟାଣ ବିଭାଗ ପାରିପାଶିର୍କ ରାଷ୍ଟ୍ରୀୟ ବାଲ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ ର ଡାକ୍ତର. ଚିତ୍ତରଞ୍ଜନ ତ୍ରିପାଠୀ, ଡାକ୍ତର.ଲୋପାମୁଦ୍ରା ପ୍ରଧାନ, ଡାକ୍ତର. ମାତାଙ୍ଗିନୀ ମହନ୍ତ,ଡାକ୍ତର. ପ୍ରସନ୍ନ କୁମାର ଦାସ,ବ୍ଲକ କାର୍ଯ୍ୟକ୍ରମ ପରିଚାଳକ ପ୍ରିୟରଞ୍ଜନ ସାହୁ, ବହୁମୁଖୀ ସ୍ୱାସ୍ଥ୍ୟକ୍ଷେତ୍ର ପରିଦର୍ଶକ ସିମାଞ୍ଚଳ ଦାସ ଉପସ୍ଥିତ ଥିଲେ l ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର, ନାଇକେନପାଲି ଅଧିନସ୍ଥ ସମସ୍ତ ଆଶା ଏବଂ ମ୍ୟୁନିସିପାଲିଟି ଅଧିନସ୍ଥ ସମସ୍ତ ଆଶା ଉପସ୍ଥିତ ଥିଲେ l ତାରିଖ ୨୩ ଏବଂ ୨୪ ପର୍ଯ୍ୟନ୍ତ ଦୁଇ ଦିନଧରି ଏହି ତାଲିମକାର୍ଯ୍ୟକ୍ରମ ଅନୁଷ୍ଠିତ ହେବlପାଇଁ ସମସ୍ତ ବ୍ୟବସ୍ଥା କରାଯାଇଛି l ସମସ୍ତ ଆଶା ଙ୍କୁ ତିନିଗୃପରେ ଭାଗକରି , ତିନୋଟି ସ୍ଥାନରେ ତାଲିମ ଶିବିର ଅନୁଷ୍ଠିତ କରାଯାଇଥିଲା ଏହି ଶିବିରରେ
 ଉପରୋକ୍ତ ଡାକ୍ତର ଗଣଙ୍କ ଦ୍ଵାରା ବିଭିନ୍ନ କାର୍ଯ୍ୟକ୍ରମ ବିଷୟରେ ପରାମର୍ଶ ଦିଆଯାଇଛି l ଏହି ତାଲିମର ମୂଳଲକ୍ଷ ହେଉଛି, ଆଶାମାନେ ଗାଁ ମାନଙ୍କରେ ଲୋକଙ୍କୁ କିପରି ଭାବରେ ସଚେତନ କରିବେ, ମାଆ ଓ ଶିଶୁ ର ସ୍ୱାସ୍ଥ୍ୟ ପ୍ରତି ଯତ୍ନବାନ ହେବେ ଏବଂ ସୁସ୍ଥ ସମାଜ ଗଠନ କରିପାରିବେ l ସମଗ୍ର କାର୍ଯ୍ୟକ୍ରମଟି ଭାରପ୍ରାପ୍ତ ଜନସ୍ୱାସ୍ଥ୍ୟ ସଂମ୍ପ୍ରସାରଣ ଅଧିକାରୀ ଶାନ୍ତନୁ କୁମାର ମେହେର ଙ୍କ ଯୋଜନା ଏବଂ ବ୍ଲକ କାର୍ଯ୍ୟକ୍ରମ ପରିଚାଳକ ପ୍ରିୟରଞ୍ଜନ ସାହୁ ଙ୍କ ତତ୍ଵାବଧାନ ରେ ଅନୁଷ୍ଠିତ ହୋଇଥିବାବେଳେ , ସ୍ୱାସ୍ଥ୍ୟ ନଥିପତ୍ର ସହାୟକ ସୁଶାନ୍ତ ନାଏକ ପ୍ରମୁଖ ଆୟୋଜନ ରେ ସହଯୋଗ କରିଥିଲେ l ଅନ୍ୟ କର୍ମଚାରୀ ମାନେ  ଶିବିରରେ ଉପସ୍ଥିତ ରହି ସମ୍ପୂର୍ଣ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026

You Might Also Like