-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||     

HOME   ଜିଲ୍ଲା

ବ୍ଲକ ଲେବୁଲ ବୃତ୍ତି ପରୀକ୍ଷ୍ୟା ରେ ପ୍ରଥମ ସ୍ଥାନ ହାସଲ କଲେ ଶ୍ରେୟା ପ୍ରଧାନ

24-Dec-2024



ନର୍ଲା (ଚିନ୍ତାମଣି ନାଏକ )
ଗତ ୨୦୨୩-୨୪ ଶିକ୍ଷା ବର୍ଷ ପାଇଁ ନିକଟ ଅତୀତରେ ସମ୍ପନ୍ନ ହୋଇଥିବା ତୃତୀୟ ଶ୍ରେଣୀ ବୃତ୍ତି ପରୀକ୍ଷାରେ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ,ରୁପ୍ରାରୋଡ଼ର ଛାତ୍ରୀ ଶ୍ରୀୟା ପଧାନ ପ୍ରଥମ ସ୍ଥାନ ଅଧିକାର କରି ବିଦ୍ୟାଳୟ ପାଇଁ ଗୌରବ ଆଣି ଦେଇଛନ୍ତି।ତାଙ୍କ ସଫଳତା ପାଇଁ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀ ରଞ୍ଜନ ତ୍ରିପାଠୀ ଏବଂ ଅନ୍ୟାନ୍ୟ ଶିକ୍ଷକ ଶିକ୍ଷୟିତ୍ରୀ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି।ସେ ହେଉଛନ୍ତି ବଲବସପୁର ଗ୍ରାମ ନିବାସୀ ଦୟାସାଗର ପଧାନଙ୍କ ଝିଅ।ସବୁଠୁ ବଡ଼ କଥା ହେଲା ଦୀର୍ଘ ୨୪/୨୫ ବର୍ଷ ପରେ ଏଇ ବିଦ୍ୟାଳୟ ର କୌଣସି ଛାତ୍ରୀ ବ୍ଲକ୍ ରେ ପ୍ରଥମ ସ୍ଥାନ ହାସଲ କରିଛି। ବଲବସପୁର କେନ୍ଦ୍ର ପ୍ରାଥମିକ ବିଦ୍ୟାଳୟ ଯାହା ଏବେ ବିଦ୍ୟାଳୟ ମିଶ୍ରଣ ପ୍ରକ୍ରିୟାରେ ବଳି ପଡ଼ି ରୁପ୍ରାରୋଡ଼ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସହ ମିଶି ଯାଇଛି,ତାର ସ୍ବର୍ଣ୍ଣିମ ଇତିହାସ କୁ ସତେ ଯେମିତି ପୁଣିଥରେ ଦୋହରେଇବା ଆରମ୍ଭ କରିଛି।ଶ୍ରୀୟା ଏ ବର୍ଷ ଅନୁଷ୍ଠିତ ହୋଇଥିବା ବ୍ଲକ୍ ସ୍ତରୀୟ ସାଧାରଣ ଜ୍ଞାନ ପ୍ରତିଯୋଗୀତା ରେ ମଧ୍ୟ ପ୍ରଥମ ସ୍ଥାନ ଅଧିକାର କରିଥିଲା।ଏହା ବ୍ୟତୀତ ଚିତ୍ର କଳାରେ ମଧ୍ୟ ସେ ଦକ୍ଷ।ଶ୍ରୀୟା ତାର  ସଫଳତାର ସମସ୍ତ ଶ୍ରେୟ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଏବଂ ବାପା ମାଆଙ୍କୁ ପ୍ରଦାନ କରିଛନ୍ତି। ଗୁଣାତ୍ମକ ଶିକ୍ଷାକୁ ଅଗ୍ରାଧିକାର ଦେଇ ଶିକ୍ଷାଦାନ ଚାଲି ଥିବାରୁ ଏ ବିଦ୍ୟାଳୟର ଛାତ୍ର ଛାତ୍ରୀ ମାନେ ବିଭିନ୍ନ କ୍ଷେତ୍ରରେ ସେମାନଙ୍କ ବିଜୟ ଧାରା ଜାରି ରଖିଥିବା କଥା ଅଭିଭାବକ ମାନେ ପ୍ରକାଶ କରିଛନ୍ତି। ଶ୍ରୀୟାର ଭବିଷ୍ୟତ ଉଜ୍ଜ୍ୱଳ ହେଉ,ଏହା ହିଁ କାମନା।


News Comment




Photo in News

Advertisment
Lastest News
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026

You Might Also Like