-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||     

HOME   ଜିଲ୍ଲା

ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ କ୍ରୀଡା ଓ ସାଂସ୍କୃତିକ କାର୍ଯ୍ୟକ୍ରମ

24-Dec-2024



(ନିରଞ୍ଜନ ତ୍ରିପାଠୀ)- ଧନକଉଡ଼ା ବ୍ଲକ ର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଆଜି ଦିବ୍ୟାଙ୍ଗ ଛାତ୍ରଛାତ୍ରୀମାନଙ୍କ ବ୍ଲକ୍ ସ୍ତରୀୟ କ୍ରୀଡା ଓ ସାଂସ୍କୃତିକ ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି, ଉକ୍ତ କାର୍ଯୟକ୍ରମରେ ୧୦୦ ମିଟର ଦୌଡ ପ୍ରତିଯୋଗୀତା , Spoon Potato race, Music Chair,  ନୃତ୍ୟ ଓ ସଙ୍ଗୀତ ଆଦି ବିଭିନ୍ନ ପ୍ରତିଯୋଗିତା ରେ Elementary ଓ Secondary level ra ୧୦୦ ଜଣ ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରିଥିଲେ, ଖେଳ ଶିକ୍ଷୟିତ୍ରୀ ମୀନାରାଣୀ ମଲ୍ଲିକ ଓ ସୁଷମା ସଙ୍ଗୀତା ତିର୍କୀ ପ୍ରମୁଖ ପ୍ରତିଯୋଗିତା ପରିଚାଳନା କରିଥିଲେ। ଉଦଯାପନୀ ସମାରୋହ ରେ ମୁଖ୍ୟ ଅତିଥି ଭାବରେ ବରିଷ୍ଠ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀମତୀ ସେବାଶ୍ରୀ ଭୋଇ ମ୍ୟାଡ଼ାମ୍ ଯୋଗ ଦେଇ ଖେଳ ମାଧ୍ୟମରେ ଦିବ୍ୟାଙ୍ଗ ଶିଶୁ ମାନଙ୍କର ସର୍ବାଙ୍ଗୀନ ଉନ୍ନତି ହେବ ବୋଲି ମତ ପ୍ରକାଶ କରିଥିଲେ। ସମ୍ମାନିତ ଅତିଥି ଭାବରେ ABEO-cum-BRCC ଶ୍ରୀଯୁକ୍ତ ରମେଶ କୁମାର ମିଶ୍ର ସାର୍ ଓ ABEO ଶ୍ରୀମତୀ ସୁସ୍ମିତା ପାଟଯୋଶୀ ମ୍ୟାଡ଼ାମ୍ ଯୋଗ ଦେଇଥିଲେ ଏବଂ କୃତୀ ପ୍ରତିଯୋଗୀ ମାନଙ୍କୁ ପୁରସ୍କାର ବିତରଣ କରିଥିଲେ , ଏଥିସହିତ ଉକ୍ତ କାର୍ଯୟକ୍ରମରେ BRP ଅର୍ଣ୍ଣପୂର୍ଣା ଦାଶ, ପୂଜାର୍ଚ୍ଚନା ମହାପାତ୍ର, ପ୍ରଣତି ମିଶ୍ର ଓ ସମସ୍ତ CRCC ମାନେ କାର୍ଯ୍ୟକ୍ରମ କୁ ସୁଚାରୁରୂପେ ପରିଚାଳନା କରିଥିଲେ। ସର୍ବଶେଷରେ ଉକ୍ତ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଧନ୍ୟବାଦ୍ ଅର୍ପଣ କରି କାର୍ଯ୍ୟକ୍ରମଟିକୁ ସାଙ୍ଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026

You Might Also Like