-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ହାଇସ୍କୁଲ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

24-Dec-2024



ପୁଇଁତଳା: ପୁଇଁତଳା ବ୍ଲକ ଅନ୍ତର୍ଗତ ଭାଲେର ହାଇସ୍କୁଲ ଠାରେ ନବନିଯୁକ୍ତ ମାଧ୍ୟମିକ ଶିକ୍ଷକ ଶିକ୍ଷୟତ୍ରୀଙ୍କ ଶିକ୍ଷଣ ଦକ୍ଷତା, କୌଶଳ ସମ୍ବନ୍ଧୀୟ ଜ୍ଞାନର ଅଭିବୃଦ୍ଧି ନିମନ୍ତେ ପଞ୍ଚଦିବସୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ 'ସଂକଳ୍ପ' ଉଦଯାପିତ ହୋଇଯାଇଛି l ଭାଲେର ହାଇସ୍କୁଲ୍ ର ପ୍ରଧାନ ଶିକ୍ଷକ ପବିତ୍ର ଗୁରୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦଯାପନୀ ଉତ୍ସବରେ ବିଇଓ

ପୁଇଁତଳା ଲୋକନାଥ ସୁନା ମୁଖ୍ୟଅତିଥି ଭାବେ ଯୋଗ ଦେଇ ସଂକଳ୍ପ ପ୍ରଶିକ୍ଷଣ ର ଆବଶ୍ୟକତା ବିଷୟରେ କହିଥିଲେ l ସାଧନକର୍ମୀ ଭାବେ ପ୍ରଧାନ ଶିକ୍ଷକ ଦିଲିପ ଯୋଶୀ,ସ୍ଵାଧୀନ ସାହୁ,ରବିନ୍ଦ୍ର ବରିହା ଓ ସୁଧାଂଶୁ ମିଶ୍ର ଯୋଗଦେଇ ଜାତୀୟ ଶିକ୍ଷାନୀତି-୨୦୨୦, କ୍ୟାରିୟର କାଉନସେଲିଂ,ଡିଜିଟାଲ କୌଶଳ ଓ ପ୍ରୟୋଗ  ଆଦି ବିଭିନ୍ନ ପ୍ରସଙ୍ଗରେ ତାଲିମ ପ୍ରଦାନ

କରିଥିଲେ ।   ଶିବିର ରେ ପୁଇଁତଳା ବ୍ଲକ ର ୩୮ଜଣ ଉଚ୍ଚମାଧ୍ୟମିକ ବିଦ୍ୟାଳୟ ର ଶିକ୍ଷକ ଶିକ୍ଷୟିତ୍ରୀ ଯୋଗ ଦେଇଥିଲେ l ଶିକ୍ଷକ ମିଥୁନ କୁଅଁର ଓ ଶିକ୍ଷୟତ୍ରୀ ଅପର୍ଣ୍ଣା ପତି  କାର୍ଯ୍ୟକ୍ରମ ସମ୍ପର୍କରେ ନିଜର ଅନୁଭୂତି କହିଥିଲେ l କାର୍ଯ୍ୟକ୍ରମ ଶେଷରେ ସମସ୍ତ ସାଧନକର୍ମୀ ଓ ପ୍ରଶିକ୍ଷଣ ନେଇଥିବା ଶିକ୍ଷକ ଶିକ୍ଷୟତ୍ରୀ ମାନଙ୍କୁ ମାନପତ୍ର ପ୍ରଦାନ କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like