-+91-9937148622 |

prerana_bgr@rediffmail.com |

  Thursday 23rd April 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   (23-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା    (23-Apr-2026)       ||      ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା    (23-Apr-2026)       ||      ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   (23-Apr-2026)       ||      ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   (23-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (23-Apr-2026)       ||      ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ    (23-Apr-2026)       ||      ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ    (23-Apr-2026)       ||      *ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   (23-Apr-2026)       ||      ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   (23-Apr-2026)       ||      ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   (23-Apr-2026)       ||      *ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   (23-Apr-2026)       ||      ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   (23-Apr-2026)       ||      RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   (22-Apr-2026)       ||      ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା    (22-Apr-2026)       ||      ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ    (22-Apr-2026)       ||      .ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   (22-Apr-2026)       ||      ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   (22-Apr-2026)       ||      *ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   (22-Apr-2026)       ||      ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   (22-Apr-2026)       ||     

HOME   ଜିଲ୍ଲା

ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ପକ୍ଷରୁ ବଲାଙ୍ଗିରରେ ଜାତୀୟ ଖାଉଟି ଦିବସ ପାଳିତ

24-Dec-2024



ବଲାଙ୍ଗିର:  ବଲାଙ୍ଗିର ପତିତପାବନ ଏକାଡେମୀ ସଭାଗୃହ ରେ ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ଶାଖା ପକ୍ଷରୁ ଉପ ନିୟନ୍ତ୍ରକ ବୈଧ ମାପ ବିଜ୍ଞାନ ବଲାଙ୍ଗିର ପ୍ରାୟୋଜକ  ରେ ଆଜି ଜାତୀୟ ଖାଉଟି ଦିବସ ପାଳିତ ହୋଇ ଯାଇଛି। ଗ୍ରାହକ ପଞ୍ଚାୟତ ଜିଲ୍ଲା ସଭାପତି ଗୋପବନ୍ଧୁ ଶତପଥୀଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଟିତ ସଭାରେ ବଲାଙ୍ଗିର ଉପଜିଲ୍ଲାପାଳ ପ୍ରଶାନ୍ତ କୁମାର ମହାପାତ୍ର ମୁଖ୍ୟଅତିଥି, ଜିଲ୍ଲା ଯୋଗାଣ ଅଧିକାରୀ ପ୍ରିତମ ଦାସ, ବୈଧ ମାପ ବିଜ୍ଞାନ ଅଧିକାରୀ ଦୁଷ୍ମନ୍ତ ସାହୁ, ବଲାଙ୍ଗିର ଉପଭୋକ୍ତା ସମାଧାନ ଆୟୋଗ ସଭ୍ୟା ଶ୍ରୀମତୀ ଜୋସ୍ନା ରାଣୀ ମିଶ୍ର, ରାୟପୁର ବାଲକୋ ହସ୍ପିଟାଲ ସହ ପରିଚାଳକ ସତ୍ୟ ପ୍ରକାଶ ଆଚାର୍ଯ୍ୟ, ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ଓଡ଼ିଶା ପଶ୍ଚିମ ପ୍ରାନ୍ତ ସଭାପତି ଶଶୀଭୂଷଣ ପୁରୋହିତ, ସଂଗଠନ ସମ୍ପାଦକ ସତ୍ୟ ନାରାୟଣ ପଟେଲ ଅତିଥି ଓ ବକ୍ତା ଭାବରେ ଯୋଗଦେଇ ଅଭିଭାଷଣ ରଖିଥିଲେ। ପୂର୍ବତନ ଜିଲ୍ଲା ଯୋଗାଣ ଅଧିକାରୀ ଅଭିରାମ ପ୍ରଧାନ ଅନ୍ୟତମ ନିମନ୍ତ୍ରିତ ବକ୍ତା ଭାବରେ ନିଜସ୍ଵ ମତ ରଖିଥିଲେ। ସଭାକୁ ସଂଯୋଜନା କରିଥିଲେ ସଭ୍ୟା କସ୍ତୁରୀ ରଥ ଅତିଥି ପରିଚୟ ପ୍ରଦାନ କରିଥିଲେ ସଂଯୁକ୍ତା ମିଶ୍ର। ପ୍ରାରମ୍ଭରେ ସ୍ବାମୀ ବିବେକାନନ୍ଦ, ଭାରତ ମାତା ଶ୍ରୀ ଗଣେଶଙ୍କ ଠାରେ ପୂଜା ଅର୍ଚ୍ଚନା ପରେ ଗ୍ରାହକ ଗୀତ ଅଶୋକ କୁମାର ମିଶ୍ର ଗାନ କରିଥିଲେ ଶେଷରେ ଶାନ୍ତି ପାଠ କରିଥିଲେ। ଧନ୍ୟବାଦ୍ ଅର୍ପଣ କରିଥିଲେ ମହିଳା ସଦସ୍ୟା ରଞ୍ଜିତା ମିଶ୍ର।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   23-Apr-2026
  ଜିଲ୍ଲା  
ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା   23-Apr-2026
  ଜିଲ୍ଲା  
ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା   23-Apr-2026
  ଜିଲ୍ଲା  
ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   23-Apr-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   23-Apr-2026
  ଜିଲ୍ଲା  
ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    23-Apr-2026
  ଜିଲ୍ଲା  
ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ   23-Apr-2026
  ଜିଲ୍ଲା  
ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ   23-Apr-2026
  ଜିଲ୍ଲା  
*ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   23-Apr-2026
  ଜିଲ୍ଲା  
ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   23-Apr-2026
  ଜିଲ୍ଲା  
ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   23-Apr-2026
  ଜିଲ୍ଲା  
*ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   23-Apr-2026

You Might Also Like