-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ମାନବିକତା ଦେଖାଇଲା ଜମନକିରା ପୋଲିସ,  ଜୀବନକୁ ବାଜି ଲଗାଇ ମାନସିକ ବ୍ୟକ୍ତି କୁ ମୃତ୍ୟୁ ମୁଖରୁ ଉଦ୍ଧାର କଲା ପୋଲିସ 

24-Dec-2024



ଜମନକିରା ପୋଲିସ ମାନବିକତା ଦେଖାଇ ଏକ ମାନସିକ ବ୍ୟକ୍ତି କୁ ମୃତ୍ୟୁ ମୁଖରୁ ଉଦ୍ଧାର କରି ସଚେତନ ମହଲରେ ପ୍ରଶଂସନୀୟ ପାଉଛି। ସୂଚନା ଅନୁଯାଇ ଜମନକିରା ଥାନା ଅନ୍ତର୍ଗତ ବଡ଼ରମା ଅଭୟାରଣ୍ୟ ଘଞ୍ଚ ପାହାଡ଼ ଭିତରେ ଥିବା ପଥୁରିଆ ଗ୍ରାମରୁ ଜଣେ ମାନସିକ ବିକୃତ ବ୍ୟକ୍ତିଙ୍କୁ ଉଦ୍ଧାର କରିଛି। ଉକ୍ତ ବ୍ୟକ୍ତି ଜଣକ ପଥୁରିଆ ଗ୍ରାମରେ ରାତିରେ ଏଣେ ତେଣେ ବୁଲୁଥିବାରୁ ଗ୍ରାମରେ ଭୟର ବାତାବରଣ ସୃଷ୍ଟି ହୋଇଥିଲା। ଏହାକୁ ଦେଖି ଗ୍ରାମବାସୀ ବ୍ୟକ୍ତି କୁ ଶିଶୁ ଚୋର ଭାବି ଜମନକିରା ଥାନା କୁ ସୋମବାର ରାତିରେ ଜଣାଇଥିଲେ। ଜମନକିରା ଆଇ.ଆଇ.ଶୀ ପଦ୍ମାଳୟା ସାହୁଙ୍କ ନେତୃତ୍ୱ ରେ ଏକ ଟିମ ଘଟଣା ସ୍ଥଳକୁ ପହଞ୍ଚି ଥିଲେ ହେଲେ ଘଟଣା ସ୍ଥଳକୁ ପହଂଚି ସେଠାରେ ଦେଖିବାକୁ ପାଇଲେ ଯେ ଘଟଣା ପୁରା ଭିନ୍ନ ଓ ବ୍ୟକ୍ତି ଜଣକ କୌଣସି ଚୋର ନୁହେଁ ସେ ଜଣେ ମାନସିକ ବିକୃତ ବ୍ୟକ୍ତି।  ଉକ୍ତ ଗ୍ରାମଟି ଘଞ୍ଚ ଜଙ୍ଗଲ ରେ ଥିବାରୁ ସେଠାରେ ପ୍ରତିଦିନ ହାତୀ ଉପଦ୍ରଵ ହେଉଛି ଓ ଉକ୍ତ ସମୟରେ ମଧ୍ୟ ଗ୍ରାମର ପାଖରେ ୩୦ ପଲ ହାତୀ ମାନେ ବୁଲୁଥିବା ଓ ବନ ବିଭାଗ ତାଙ୍କୁ ଘଉଡ଼ାଉ ଥିବା ଜାଣିବାକୁ ପାଇଥିଲେ ଏଭଳି ପରିସ୍ଥିତିରେ ରାତ୍ରି ପ୍ରାୟ ୧୦ ଟାରେ ଘଞ୍ଚ

ଜଙ୍ଗଲରେ ଉକ୍ତ ବ୍ୟକ୍ତି କୁ ଛାଡିବା ଠିକ ନ ଭାବି ସାହସ ସହିତ ହାତୀକୁ ଭୟ ନ କରି ଉକ୍ତ ବ୍ୟକ୍ତିକୁ ଜମନକିରାକୁ ନେଇ ଆସିଥିଲେ। ବ୍ୟକ୍ତି କୁ ଜମନକିରା ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଆଣିଥିଲେ ଓ ଜମନକିରା ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ଡାକ୍ତର ସିଦ୍ଧାର୍ଥ ବେହେରା ଙ୍କୁ ଫୋନ କରି ଘଟଣା ସମ୍ପର୍କ ରେ ଜଣାଇ ବ୍ୟକ୍ତି ର ପ୍ରାଥମିକ ଚିକିତ୍ସା କରିବାକୁ କହିଥିଲେ ଯାହାର ଉତ୍ତରରେ ଶ୍ରୀ ବେହେରା ମୋ ଦେହ ଖରାପ ଅଛି କହି ଫୋନ ଅଫ କରିଦେଇଥିଲେ। ପରେ ଉକ୍ତ ବ୍ୟକ୍ତି କୁ ଦୁଇ ଜଣ ଜଗୁଆଳି ସହିତ ସେଠାରେ ରଖି ମଙ୍ଗଳବାର ଦିନ ସମ୍ବଲପୁର ଡ଼ି.ଏସ.ଏସ.ଓ ଙ୍କ ସାହାଯ୍ୟରେ ଥଇଥାନ କରାଯାଇଥିଲା।
(ଜମନକିରାରୁ ନଗମା ବେଗମ ଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like