-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ଡାବୁଗାଁ ବ୍ଲକର ୧୨ ଗୋଟି ପଞ୍ଚାୟତରେ ପେସା ଦିବସ ତଥା ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

25-Dec-2024



ନବରଙ୍ଗପୁର:-(ମିହିର ଶଙ୍କର ପାତ୍ର)
ଡାବୁଗାଁ ବ୍ଲକ ଅଧୀନ ସମସ୍ତ ୧୨ ଗୋଟି ପଞ୍ଚାୟତ କାର୍ଯ୍ୟ|ଳୟ ପରିସରରେ ପେସା ଦିବସ ତଥା ପ୍ରଶିକ୍ଷଣ ଶିବିର ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି | ଏଥିରେ  ସମସ୍ତ ପଞ୍ଚାୟତର ସରପଞ୍ଚ ମାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଗ୍ରାମ ସଭାର ଭୂମିକା, ପେସା ଆଇନ, ପେସା ଆଇନର ନିୟମାବଳୀ, ଜଙ୍ଗଲ ଜମି ଅଧିକାର ଆଇନ, ମହିଳା ଓ ଶିଶୁ ବିକାଶ ବିଭାଗର ବିଭିନ୍ନ ଯୋଜନା, ସ୍ୱାସ୍ଥ୍ୟ ବିଭାଗର ଯୋଜନା, ପରିବେଶ ସୁରକ୍ଷା, ଲଘୁ ବନଜାତ ଦ୍ରବ୍ୟର ସୁପରିଚାଳନା, ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ, ପଛୁଆ ବର୍ଗ ବିଭାଗର ଯୋଜନା ସମ୍ବନ୍ଧରେ ସଂପୂର୍ଣ୍ଣ ବିବରଣୀ ଜନସାଧାରଣ ଙ୍କୁ ବୁଝାଯାଇଥିଲା | ଏଥିରେ ବିଡିଓ ଶରତ ମାଝି, ବ୍ଲକ ମଙ୍ଗଳ ସଂପ୍ରସାରଣ ଅଧିକାରୀ ଆଦିତ୍ୟ ନାରାୟଣ ରଥ, ଅଙ୍ଗନୱାଡି ସୁପରଭାଇଜର ପ୍ରଣମିତା ପଟ୍ଟନାୟକ, ରୋଜାଲିନ ପ୍ରଧାନ, ସାଇରା ବାନୁ ଓ ବିମଳା କୁମାରୀ ନାୟକ, ରାଜସ୍ୱ ନିରିକ୍ଷକ ଚୈତନ୍ୟ ବେହେରା, ଗଙ୍ଗାଧର ମହାଙ୍କୁଡ  ଓ କେ. ମାଦଲସା, ପଞ୍ଚାୟତ ନିର୍ବାହୀ ଅଧିକାରୀ ଏ.ଡି ପ୍ରସାଦ, ପର୍ଶୁରାମ ମାଳୀ, ଅର୍ଜୁନ ଭତ୍ରା, ହଳଧର ଜାନୀ, ଦିବ୍ୟଶଙ୍କର ପୂଜାରୀ, ରୂପାଲୀ ମଣ୍ଡଳ ଓ କାମିନୀ ହରିଜନ,ସମସ୍ତ ସମିତି ସଭ୍ୟ ସଭ୍ୟା, ୱାର୍ଡ ସଭ୍ୟ ସଭ୍ୟା,  ଏସିଡିଓ, ଗ୍ରାମ ରୋଜଗାର ସେବକ/ସେବିକା, ଅତିରିକ୍ତ ରାଜସ୍ୱ ନିରିକ୍ଷକ, ଅମିନ, ବନରକ୍ଷୀ, ଅଙ୍ଗନୱାଡି କର୍ମୀ, ସ୍ୱାସ୍ଥ୍ୟ କର୍ମୀ, ଆଶା କର୍ମୀ ଓ ଗ୍ରାମବାସୀମାନେ ଉପସ୍ଥିତ ଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like