-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||     

HOME   ଜିଲ୍ଲା

କଣ୍ଟାମାଳ: ଜବରଦଖଲକାରୀଙ୍କ ଲୋଲୁପ ଦୃଷ୍ଟି ରେ ସଂରକ୍ଷିତ ଜଙ୍ଗଲ- ଗ୍ରାମବାସୀଙ୍କ କଡା ବିରୋଧ

10-Jan-2021



କଣ୍ଟାମାଳ (ଅକ୍ରୁର ସାହୁ) କଣ୍ଟାମାଳ ବନାଞ୍ଚଳ ଅନ୍ତର୍ଗତ ନାରାୟଣ ପ୍ରସାଦ ସେକ୍ସନ ଅଧିନ ରଙ୍ଗାପଡା ଵିଟର ରିଙ୍ଗାପଡା ଗ୍ରାମରେ ସଂରକ୍ଷିତ  ଗ୍ରାମ୍ୟ ଜଙ୍ଗଲ ଯାହାର ଖାତା ନଂ 199 ନଂ 111 ଏବଂ ପ୍ଳଟ ନଂ 505 ,802 ଓ 822 ରେ ଥିଵା 86.60 ଏକର ଗ୍ରାମ୍ୟ ଜଙ୍ଗଲ ରହିଛି !ସେଥି ମଧ୍ୟରେ କିଛି ଅସାଧୁ ବ୍ଯକ୍ତି ଜବରଦଖଲ କରି ପ୍ରଚୁର ପରିମାଣର ମୂଲ୍ୟବlନ ଗଛ ନଷ୍ଟ କରିବା ସହ ଚାଷଜମି ସଜାଈ ଥିଲେ ! ଜଙ୍ଗଲ ସୁରକ୍ଷା କରିବା ନେଇ ଗ୍ରାମବାସୀ ଵୈଠକ ମାଧ୍ୟମରେ ସମାଧାନ କରିବାକୁ ପ୍ରୟାସ କରିଥିଲେ ମଧ୍ୟ ସମାଧାନ ହୋଇ ନଥିଲା  ! ଅନେକ ଥର ରାଜସ୍ୱ ବିଭାଗ ପକ୍ଷରୁ ମଧ୍ୟ କିଛି ଜଣ ଲୋକଙ୍କୁ ଗ୍ରାମ୍ଯ ଜଙ୍ଗଲ କୁ ଜବରଦଖଲ ନ କରିବା ପାଇଁ ନୋଟିସ ଦିଆଯାଇଥିଲା !ହେଲେ କେହି ଗୁରୁତ୍ବ ଦେଇ ନ ଥିଲେ ! ଫଳରେ ଜଙ୍ଗଲର ସୀମା ପରିସୀମା ନିର୍ଧାରଣ ଓ ଜବରଦଖଲ ଚିହ୍ନଟ ପାଇଁ ନାରାୟଣ ପ୍ରସାଦ ବନପାଳ ଓ ବରଗାଁ ରାଜସ୍ବ ନିରୀକ୍ଷକ ଏବଂ କଣ୍ଟାମାଳ ତହସିଲଦାରଙ୍କ ନିକଟରେ ଗ୍ରାମବାସୀ ଲିଖିତ ଅଭିଯୋଗ କରିଛନ୍ତି  !


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026

You Might Also Like