-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||     

HOME   ଜିଲ୍ଲା

ଶ୍ରମିକ ମାନଙ୍କ ଆର୍ଥିକ ବିକାଶ ଦିଗରେ ଓଡ଼ିଶା ଶ୍ରମିକ ସମବାୟ ସମିତି ସର୍ବଦା ତତ୍ପର:- ପ୍ରହଲ୍ଲାଦ ମେହେର

25-Dec-2024



ବରଗଡ:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ବିଜେପୁର ସ୍ଥିତ ସ୍ୱୟଂ ସହାୟକ ଭବନ ଠାରେ ଓଡିଶା ଶ୍ରମିକ ସମବାୟ ସମିତି ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ସମବାୟ ସମିତି ବିଜେପୁରର ବିଜ୍ଞାପିତ ଅଞ୍ଚଳ ପରିଷଦର ଶାଖା ପରିଚାଳକ ଶ୍ରୀମାନ ଦିନବନ୍ଧୁ ଦେହେରୀଙ୍କ ଅଧ୍ୟକ୍ଷତାରେ ଏକ ଭବ୍ୟ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏଅବସରରେ ମୁଖ୍ୟ ଅତିଥି ଭାବେ କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀମାନ ପ୍ରହଲ୍ଲାଦ ମେହେର  ଯୋଗଦାନ କରିଥିଲେ।ସେ ବର୍ତ୍ତମାନ ବରଗଡ,ସୁବର୍ଣ୍ଣପୁର,ବଲାଙ୍ଗୀର ଏବଂ ନୂଆପଡା ଜିଲ୍ଲାର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ କାର୍ଯ୍ୟରତ ଥିବା ବେଳେ,ସମ୍ମାନୀତ ଅତିଥି ଭାବେ ବରଗଡ ଜିଲ୍ଲା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀମାନ ପ୍ରଦୀପ ନନ୍ଦ ଯୋଗଦାନ କରିଥିଲେ। ବିଜେପୁର ଶାଖା ପରିଚାଳକ ଚନ୍ଦ୍ରଶେଖର ସାହୁ ସଭାର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ। ଏ ପରିପ୍ରେକ୍ଷୀରେ ମଞ୍ଚାସୀନ ଅତିଥିଙ୍କ ସମେତ ବିଜ୍ଞାପିତ ଅଞ୍ଚଳ ପରିଷଦର ଦାୟିତ୍ଵ ଥିବା ସଂଯୋଜିକା ଶ୍ରୀମତୀ କ୍ରୀଷ୍ଣା ସାବତଙ୍କୁ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । ଗରିବ ଶ୍ରେଣୀର ଶ୍ରମିକମାନେ କିପରି ସମିତିରୁ ସହଯୋଗ ନେଇ ଆର୍ଥିକ ସ୍ଥିତିକୁ ସୁଦୃଢ଼ କରିପାରିବେ ଏବଂ ଗ୍ରାମାଞ୍ଚଳ ଓ ସହରାଞ୍ଚଳର ବେକାର ଯୁବକ ଯୁବତୀ କର୍ମସଂସ୍ଥାନ ପାଇ ନିଜେ ଆତ୍ମନିର୍ଭରଶୀଳ  ହୋଇପାରିବେ ସେ ସମ୍ପର୍କରେ ସି.ଇ.ଓ ଶ୍ରୀମାନ ମେହେର ମତବ୍ୟକ୍ତ କରିଥିଲେ। ଅଞ୍ଚଳ ବିକାଶ ଦିଗରେ ଯତ୍ନଶୀଳ ହୋଇ ସମସ୍ତେ ଏଥିରେ କିପରି ସାମିଲ ହୋଇ ପାରିବେ ସେ ସମ୍ପର୍କରେ ସି.ଇ.ଓ ଶ୍ରୀମାନ ନନ୍ଦ ବୁଝାଇଥିଲେ । ବିଜେପୁର ବ୍ଲକ ତଥା ବିଜ୍ଞାପିତ ଅଞ୍ଚଳ ପରିଷଦର ସମସ୍ତ ଫିଲ୍ଡ ଏକଜ୍ୟୁକୁଟିଭ ଅଫିସର,ଏ.ବି.ଏମ,ପି.ଇ.ଓ ଏବଂ ଶତାଧିକ ସ୍ୱୟଂ ସହାୟକ ଗୋଷ୍ଠୀର ସଭ୍ୟା ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସଫଳ କରିଥିବା ବେଳେ, ବିଜେପୁର ବିଜ୍ଞାପିତ ଅଞ୍ଚଳ ପରିଷଦର ଏ.ବି.ଏମ ଶ୍ରୀମାନ ପ୍ରେମଚାନ୍ଦ ମେହେର ଧନ୍ୟବାଦ ଜ୍ଞାପନ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026

You Might Also Like