-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||     

HOME   ଜିଲ୍ଲା

ଅଖିଳ ଭାରତୀୟ ଅଗ୍ରୱାଲ ମହାସଭା ଓଡ଼ିଶା ର ପୁନର୍ବାର ପ୍ରାନ୍ତୀୟ ମିଡିଆ ପ୍ରଭାରୀ ହେଲେ ପୱନ ଅଗ୍ରୱାଲ 

25-Dec-2024



ବଲାଙ୍ଗୀର:  ବଲାଙ୍ଗିର ଜିଲ୍ଲା ର ଟିଟିଲାଗଡ଼ ସହର ଠାରେ ଅଖିଳ ଭାରତୀୟ ଅଗ୍ରୱାଲ ମହା ସଭାର ପ୍ରାନ୍ତୀୟ ଅଧିବେଶନ ତଥା ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଛି। ଅଖିଳ ଭାରତୀୟ ଅଗ୍ରୱାଲ ମହାସଭା ରାଷ୍ଟ୍ରୀୟ ଅଧ୍ୟକ୍ଷ ସତୀଶ ଅଗ୍ରୱାଲଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ବିଧାୟକ ନବୀନ ଜୈନ ମୁଖ୍ୟଅତିଥି, ପୌରାଧ୍ୟକ୍ଷା ମମତାଦେବୀ ଜୈନ, ରାଷ୍ଟ୍ରୀୟ ଉପାଧ୍ୟକ୍ଷ ସଞ୍ଜୟ ଅଗ୍ରୱାଲ, ରାଷ୍ଟ୍ରୀୟ ପ୍ରବକ୍ତା ଜଗଦୀଶ ଜୈନ ଓ ଅବଧେଶ ଅଗ୍ରୱାଲ, ରାଷ୍ଟ୍ରୀୟ ସଂଗଠନ ମନ୍ତ୍ରୀ ଶ୍ରବଣ ଅଗ୍ରୱାଲ, ପୂର୍ବତନ ପ୍ରାନ୍ତୀୟ ମହାମନ୍ତ୍ରୀ ଦିନେଶ ଅଗ୍ରୱାଲ, ପ୍ରାନ୍ତୀୟ ମହିଳା ଶାଖା ମହାମନ୍ତ୍ରୀ  ଅର୍ଚ୍ଚନା  ଗୋୟଲ, ନବନିଯୁକ୍ତ ପ୍ରାନ୍ତୀୟ ଅଧ୍ୟକ୍ଷ ଶମ୍ଭୁ ଗୋୟଲ, ମହାମନ୍ତ୍ରୀ ଗୋପାଳକୃଷ୍ଣ ଜୈନ ଓ କୋଷାଧ୍ୟକ୍ଷ ବିଜୟ ଜୈନ ପ୍ରମୁଖ ମଞ୍ଚାସୀନ ଥିଲେ।
 ଏହି ଅବସରରେ ବଲାଙ୍ଗିର ରୁ ସାମ୍ବାଦିକ ପୱନ କୁମାର ଅଗ୍ରୱାଲ କୁ ପୁନର୍ବାର ମିଡ଼ିଆ ପ୍ରଭାରି ର ଦାୟିତ୍ଵ ଦିୟା ଯାଇଅଛି ଓ ଟିଟିଲାଗଡ଼ ରୁ ନୂତନ ମିଡ଼ିଆ ପ୍ରଭାରୀ ଭାବେ ଗୋପାଳ ପ୍ରସାଦ ଅଗ୍ରୱାଲ କୁ ଦାୟିତ୍ଵ ଦିୟା ଯାଇଅଛି l
ଓଡିଶା ପ୍ରାନ୍ତୀୟ କମିଟି  ପୂର୍ବତନ ଅଧ୍ୟକ୍ଷ ଶ୍ରବଣ କୁମାର ଅଗ୍ରୱାଲ ସାମ୍ବାଦିକ ପୱନ୍ କୁମାର ଅଗ୍ରୱାଲ କୁ ପୂର୍ବ ରୁ ସଂଘଟନ ପ୍ରତି ପ୍ରଚାର ପ୍ରସାର ରେ ବିଶେଷ ସାହାଯ୍ୟ ଓ ସହଯୋଗ କରିଥିବା ରୁ ପୁଷ୍ପ ଗୁଛ ଓ ଉପଡୋକନ୍ ଦେଇ ସମର୍ଧିତ୍ କରିଥିଲେ lକାର୍ଯ୍ୟକ୍ରମରେ ଓଡିଶା ରାଜ୍ୟର ବିଭିନ୍ନ ପ୍ରାନ୍ତର ଅଗ୍ରୱାଲ ସମାଜର ବ୍ୟକ୍ତି ବିଶେଷ ଯୋଗ ଦେଇଥିଲେ l ମିଡିଆ ପ୍ରଭାରୀ ପୱନ ଅଗ୍ରୱାଲ ଙ୍କୁ ବିଭିନ୍ନ ସାମାଜିକ ଅନୁଷ୍ଠାନ, ସାମ୍ବାଦିକ ବନ୍ଧୁ, ବୁଦ୍ଧିଜିବି ମହଳରୁ ଶୁଭେଚ୍ଛା ପ୍ରଦାନ କରାଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026

You Might Also Like