-+91-9937148622 |

prerana_bgr@rediffmail.com |

  Thursday 23rd April 2026 |

| | | |

R.N.I. Regd No. ODIODI/2010/46693

Breaking News

RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   (22-Apr-2026)       ||      ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା    (22-Apr-2026)       ||      ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ    (22-Apr-2026)       ||      .ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   (22-Apr-2026)       ||      ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   (22-Apr-2026)       ||      *ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   (22-Apr-2026)       ||      ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   (22-Apr-2026)       ||      ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   (22-Apr-2026)       ||      ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ    (22-Apr-2026)       ||      ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ    (22-Apr-2026)       ||      ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ    (21-Apr-2026)       ||      ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   (21-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି    (21-Apr-2026)       ||      ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   (21-Apr-2026)       ||      *ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   (21-Apr-2026)       ||      *ରାଜାତୋଟା ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ*   (21-Apr-2026)       ||      ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   (21-Apr-2026)       ||      ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   (21-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (21-Apr-2026)       ||      ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ    (21-Apr-2026)       ||     

HOME   ଜିଲ୍ଲା

ଘରେ ରଖିଥିବା ବେଳେ ବେଲପଡା ପୋଲିସ ହାବୁଡ଼ରେ ଦାଦନ ଶ୍ରମିକ, ସର୍ଦ୍ଦାର ଫେରାର

25-Dec-2024



ପାଟଣାଗଡ଼ (ପୁର୍ଣ୍ଣ ଶଶୀ ଶେଖର ରାଓ) ବେଆଇନ ଦାଦନ ଶ୍ରମିକ ଚାଲାଣ ଉପରେ ରୋକ୍ ଲଗାଇବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଟାକ୍ସଫୋର୍ସ ଗଠନ କରାଯାଇଥିଲା। କିନ୍ତୁ ଦାଦନ ଋତୁ ର ଶେଷ ପର୍ଯ୍ୟାୟରେ ପହଞ୍ଚାଇବାକୁ ବସିଲାଣି କିନ୍ତୁ ଏ ପର୍ଯ୍ୟନ୍ତ ଟାକ୍ସଫୋର୍ସ ଦ୍ବାରା ଗୋଟିଏ ମଧ୍ୟ ଦାଦନ ଶ୍ରମିକ ଉଦ୍ଧାର ହୋଇନାହିଁ।ଅନ୍ୟ ପକ୍ଷରେ ବଲାଙ୍ଗିର ଜିଲ୍ଲାର କେତେ ଯେ ଦାଦନ ଶ୍ରମିକ ବାହାର ରାଜ୍ୟ କୁ ଯାଇଛନ୍ତି ତାହାର ସଠିକ ଖବର ଶ୍ରମ ବିଭାଗ ପାଖରେ ନାହିଁ। ବଲାଙ୍ଗିର ଜିଲ୍ଲା ର ମୁଖ୍ୟତଃ ପାଟଣାଗଡ଼ ଓ କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀ ହେଉଛି ଦାଦନଗଡ। ଏହି ଦୁଇ ଟି ନିର୍ବାଚନ ମଣ୍ଡଳୀରେ ଯାଉଥିବା ଲରମ୍ଭା, ପାଟଣାଗଡ଼, ଖପ୍ରାଖୋଲ,ବେଲପଡା,ଲାଠୋର, ତୁରେକେଲା, କଣ୍ଟାବାଞ୍ଜି, ବଙ୍ଗୋମୁଣ୍ଡା, ସିନ୍ଧେକେଲା,ମୁରିବାହାଲ ଥାନା ମାନଙ୍କ ଗୁରୁତ୍ବପୂର୍ଣ୍ଣ ଭୂମିକା ରହୁଥିବା ବେଳେ କାଭାଁ କାଭାଁ ଦୁଇ ଚାରିଟା ଦାଦନ ଶ୍ରମିକ ଉଦ୍ଧାର କରି ଚୁପ୍ ରହୁଛନ୍ତି। ବଲାଙ୍ଗିର ଜିଲ୍ଲାରେ ସର୍ବାଧିକ ବେଆଇନ ଦାଦନ ଚାଲାଣ ଉପରେ ଗୁରୁତ୍ବ ଦେଇ ତୁରେକେଲା ଥାନା ଅଧିକାରୀ ରମାକାନ୍ତ ସାହୁ ୧୫ ଥର ଉଦ୍ଧାର କରିଥିବା ବେଳେ ଦ୍ଵିତୀୟ ସ୍ଥାନରେ ବେଲପଡା ଥାନା ଅଧିକାରୀ ଅନନ୍ତ ପ୍ରଧାନ ରହି ଦାଦନ ଶ୍ରମିକ ଉଦ୍ଧାର କରି ଚାଲିଛନ୍ତି।ସୂଚନା ଅନୁସାରେ ବଲାଙ୍ଗିର ଜିଲ୍ଲା ବେଲପଡା ଥାନା ବନମାଳ ଗାଁ ର ସର୍ଦ୍ଦାର କବି ବିଶ୍ବାଳ ଲୋଇସିଂହା ଥାନା ତାଳଜୁରୀ ଗାଁ ରୁ ୮ ଜଣ ଦାଦନ ଶ୍ରମିକ କୁ ଆଣି ନିଜ ସମ୍ପର୍କୀୟ ଘରେ ରଖିଥିବା ବେଳେ ଆଜି ଏ, ଏସ, ଆଇ ଶ୍ରୀପତି ସାହୁ ଏବଂ ଷ୍ଟାଫ୍ ପହଞ୍ଚି ଶ୍ରମିକ ମାନଙ୍କୁ ଉଦ୍ଧାର କରିଥିଲେ। ପୋଲିସ କୁ ଦେଖି ସର୍ଦ୍ଦାର କବି ବିଶ୍ବାଳ କୁଆଡେ ଫେରାର ହୋଇଯାଇଥିବା ବେଳେ ଶ୍ରମିକ ମାନଙ୍କୁ ଥାନା କୁ ଆଣି ପଚରାଉଚରା କରି ଛାଡ଼ି ଦେଇଥିବା ବେଳେ କବି ବିଶ୍ବାଳ ର ନାଁ ରେ ମାମଲା ରୁଜୁ କରାଯାଇଛି। ଉକ୍ତ ଶ୍ରମିକ ମାନଙ୍କ ମଧ୍ୟରେ ୨ ଟି ପୁରୁଷ,୫ ଜଣ ମହିଳା ଓ ୧ ଶିଶୁ ଥିବା ଜଣାପଡ଼ିଛି।ସମସ୍ତ ଶ୍ରମିକ କୁ ସୁରକ୍ଷିତ ଭାବେ ବେଲ ପଡ଼ା ପୋଲିସ ଘରକୁ ପଠାଇ ଦେଇଥିବା ଜଣାପଡିଛି।ଆହୁରି ଟିକିଏ ଧ୍ୟାନ ଦେଇ ବେଆଇନ ଦାଦନ ଶ୍ରମିକ ଚାଲାଣ ଉପରେ ରୋକ୍ ଲଗାନ୍ତୁ ବୋଲି ଅଞ୍ଚଳବାସୀଙ୍କ ଦାବି ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   22-Apr-2026
  ଜିଲ୍ଲା  
ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା   22-Apr-2026
  ଜିଲ୍ଲା  
ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ   22-Apr-2026
  ଜିଲ୍ଲା  
.ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   22-Apr-2026
  ଜିଲ୍ଲା  
ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   22-Apr-2026
  ଜିଲ୍ଲା  
*ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   22-Apr-2026
  ଜିଲ୍ଲା  
ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   22-Apr-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   22-Apr-2026
  ରାଜ୍ୟ  
ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ   22-Apr-2026
  ରାଜ୍ୟ  
ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ   22-Apr-2026
  ଜିଲ୍ଲା  
ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ   21-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   21-Apr-2026

You Might Also Like