-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||     

HOME   ଜିଲ୍ଲା

ଅନାଥ ଝିଅଙ୍କୁ ଶୁଖିଲା ଖାଦ୍ୟ ସାମଗ୍ରୀ ପ୍ରଦାନ

25-Dec-2024



କଣ୍ଟାବାଞi(ମୋହନ ସୁନା): ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଜୁରାବନ୍ଧ ପଞ୍ଚାୟତ ଛତ୍ରଙ୍ଗ ଗ୍ରାମ ପହରିଆ ପଡାର ଅନାଥ ଝିଅ ପୁଷ୍ପା ପହରିଆଙ୍କ ଘରକୁ ପହଁଚି କିଛି ଆର୍ଥିକ ସାହାଯ୍ୟ, ଶୀତ ବସ୍ତ୍ର ଓ ଶୁଖିଲା iଖାଦ୍ୟ ସାମଗ୍ରୀ ପ୍ରଦାନ କରିଛନ୍ତି। ରାଜ୍ୟ ଯୁବ ବିଜେଡ0 ସମ୍ପାଦକ ଅଜିତ ଯୋଶୀ ।ପହରିଆ ପଡ଼ାର ପୁଷ୍ପା ପହରିଆ ଜୁରାବନ୍ଧ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଷଷ୍ଠ ଶ୍ରେଣୀରେ ପାଠ ପଢ଼ୁଥିବା ବେଳେ ଅଗଷ୍ଟ ମାସରେ ନିଜ ବାପାଙ୍କୁ ହରାଇ ଅନାଥ ହୋଇଯାଇଛି ।୪/୫ ବର୍ଷ ପୂର୍ବରୁ ତାର ମାଆର ମୃତ୍ୟୁ ହୋଇଥିବା ବେଳେ ବାପା ଙ୍କ ମୃତ୍ୟୁ ପରେ ବଡ଼ବାପା ଙ୍କ ଘରେ ଆଶ୍ରୟ ନେଉଥିବା ଜଣାପଡିଛି ।ବାପା ମାଆଙ୍କ ଦେହାନ୍ତ ପରେ ଅନାଥ ଝିଅ ଅସୁବିଧାରେ ରହୁଥିବା ଖବର ପାଇ ଅଜିତ ଯୋଶୀ ଗାଁ କୁ ପହଁଚିଥିଲେ ।ଝିଅର ଭଲ ମନ୍ଦ ପଚାରିବା ସହ ତାର ପ୍ରତିପୋଷଣ କରିବା ସହ ପାଠପଢା ଦାୟିତ୍ୱ ନେବା ପାଇଁ ଆଲୋଚନା କରିଥିଲେ ।ଶୁଖିଲା ଖାଦ୍ୟ ସାମଗ୍ରୀ ପ୍ରଦାନ କରିବା ସହ ଆଗାମୀ ଦିନରେ ମଧ୍ୟ ଯଥୋଚିତ ସାହାଯ୍ୟ କରିବେ ବୋଲି ପ୍ରତିଶ୍ରୁତି ଦେଇଥିଲେ।ଜୟକୃଷ୍ଣ ସରାଫ,ରାମ ସାହୁ,ପ୍ରମାନନ୍ଦ ଯାନୀ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026

You Might Also Like