-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ଲରାସରା ଉଚ୍ଚବିଦ୍ୟାଳୟର ୨୭ ତମ ବାର୍ଷିକଉତ୍ସବ

25-Dec-2024



ଅତାବିରା(ଆକାଶ ମିଶ୍ର): ବରଗଡ଼ ଜିଲ୍ଲା  ଅତାବିରା
ବ୍ଲକର ବାର୍ଷିକ ଉତ୍ସବ ଆଜି ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଦିନେଶ ଗାଇଗରିଆଙ୍କ ସଭାପତିତ୍ବ କ୍ରମେ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ବିଧାୟକ ନିହାର ମହାନନ୍ଦ  ମୁଖ୍ୟ ଅତିଥି  ଭାବେ ଯୋଗଦେଇ କଠିନ ପରିଶ୍ରମ ହିଁ ସଫଳତା ଆଣିଥାଏ ବୋଲି ମତବ୍ୟକ୍ତ କରିଥିଲେ। ମୁଖ୍ୟ ବକ୍ତା ଭାବେ  ଖଇର ପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ପ୍ରମୋଦ କୁମାର ମେହେର ,ସମ୍ମାନିତ ଅତିଥି ଭାବରେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ତପନ କୁମାର ଦାସ, ଜିଲ୍ଲା ପରିଷଦ  ସଭ୍ୟ ରଞ୍ଜିତ ସାହୁ, ସ୍ଥାନୀୟ ସରପଞ୍ଚ କୀର୍ତ୍ତନ ସେଟ୍ ମଞ୍ଚାସିନ ରହି ଦୀପ ପ୍ରଜ୍ବଳନ ପୂର୍ବକ ସିଦ୍ଧିଦାତା ଗଣେଶ ଓ ମାଁ ସରସ୍ଵତୀ ଙ୍କୁ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ ।  ଶିକ୍ଷୟିତ୍ରୀ ପ୍ରମୋଦିନି ସାହୁ ଙ୍କ ତତ୍ତ୍ଵାବଧାନରେ ରେ  ଅତିଥି ମାନଙ୍କୁ  ପୁଷ୍ପଗୁଚ୍ଛ  ଓ ଉପଢୌକନ  ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । ଶିକ୍ଷକ  ପ୍ରମୋଦ କୁମାର ଗଡତିଆ ଅତିଥି ପରିଚୟ ପ୍ରଦାନ ଓ

ମଞ୍ଚ ପରିଚାଳନା  କରିଥିଲେ । ପ୍ରଧାନ ଶିକ୍ଷକ ମନବୋଧ ମାଝୀ ମଞ୍ଚାସିନ ରହି ବାର୍ଷିକ ବିବରଣୀ ପାଠ କରିଥିଲେ । ଏହି ଅବସରରେ  ବାର୍ଷିକ କ୍ରୀଡା  ରେ ଚମ୍ପିୟାନ  ହୋଇଥିବା ସୋନୁ ତାଣ୍ଡି ଓ ଲିଜା ଷାଣ୍ଢ  ଏବଂ ବିଭିନ୍ନ   କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ୨୫ ଜଣ ଛାତ୍ର ଛାତ୍ରୀ ଙ୍କୁ ମାନପତ୍ର ଓ ଟ୍ରଫି ଦେଇ ପୁରସ୍କୃତ କରାଯାଇଥିଲା । ଶିକ୍ଷକ ପ୍ରସନ୍ନ କୁମାର ବେହେରା ,ଦେବାନନ୍ଦ ଭୋଇ ଓ ହିରାମଣି ବାଗ ପୁରସ୍କାର ବିତରଣି ରେ ସହଯୋଗ କରିଥିଲେ । ହେମନ୍ତ ମହାକୁର ଓ ଦେବାନନ୍ଦ ଭୋଇଙ୍କ  ନିର୍ଦ୍ଦେଶନାରେ ଛାତ୍ରଛାତ୍ରୀ ମାନଙ୍କ  ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା । ଶିକ୍ଷକ  ମୋତିଲାଳ ରଣା  ଧନ୍ୟବାଦ୍ ଅର୍ପଣ କରିଥିଲେ ।ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ ଗ୍ରାମବାସୀ ସକ୍ରିୟ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like