-+91-9937148622 |

prerana_bgr@rediffmail.com |

  Wednesday 22nd April 2026 |

| | | |

R.N.I. Regd No. ODIODI/2010/46693

Breaking News

ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ   (22-Apr-2026)       ||      ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ    (22-Apr-2026)       ||      .ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   (22-Apr-2026)       ||      ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   (22-Apr-2026)       ||      *ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   (22-Apr-2026)       ||      ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   (22-Apr-2026)       ||      ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   (22-Apr-2026)       ||      ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ    (22-Apr-2026)       ||      ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ    (22-Apr-2026)       ||      ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ    (21-Apr-2026)       ||      ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   (21-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି    (21-Apr-2026)       ||      ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   (21-Apr-2026)       ||      *ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   (21-Apr-2026)       ||      *ରାଜାତୋଟା ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ*   (21-Apr-2026)       ||      ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   (21-Apr-2026)       ||      ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   (21-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (21-Apr-2026)       ||      ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ    (21-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ    (20-Apr-2026)       ||     

HOME   ଜିଲ୍ଲା

କୋଶଳ ସ୍କୁଲର ବାର୍ଷିକ ଉତ୍ସବ -୨୦୨୪ ସମ୍ପନ୍ନ

25-Dec-2024



ଅତାବିରା(ଆକାଶ ମିଶ୍ର ) ଅତାବିରା ବ୍ଳକ ନୂଆଁ ଖଇରପାଲି ସ୍ଥିତ କୋଶଳ ସ୍କୁଲର ବାର୍ଷିକ ଉତ୍ସବ-୨୦୨୪ ମହାସମାରୋହ ରେ ପାଳିତ ହୋଇଯାଇଛି। ଅତିଥିଙ୍କ ଦ୍ୱାରା ବିଘ୍ନରାଜ ଗଣେଶ ଓ ବାଗ୍ଦେବୀ ସରସ୍ଵତୀ ଙ୍କ ଫଟୋ ଚିତ୍ରରେ ଦୀପ ପ୍ରଜ୍ଜ୍ଵଳନ କରି ସ୍କୁଲ ନିର୍ଦ୍ଦେଶିକା ନଳିନୀ ପଟ୍ଟନାୟକଙ୍କ ସଭାପତିତ୍ୱରେ ସଭାକାର୍ଯ୍ୟ ଅନୁଷ୍ଠିତ ହୋଇଥିଲା। ଗୋପାଲି ଚାଟାର୍ଜୀ  ଅତିଥି ପରିଚୟ ପ୍ରଦାନ ଓ  ମଞ୍ଚ ପରିଚାଳନା କରିଥିଲେ। ପରିଚାଳନା କମିଟିର  ଉପ ସଭାପତି ପି ରାମାରାଓ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଛାତ୍ରଛାତ୍ରୀଙ୍କ ସାମଗ୍ରିକ ବିକାଶ ଦୃଷ୍ଟି ଦେବାକୁ ଦିଗ ଦର୍ଶନ ଦେଇଥିଲେ।ସ୍କୁଲ ଅଧ୍ୟକ୍ଷ ରବୀନ୍ଦ୍ର ନାଥ ବେହେରା ବାର୍ଷିକ ବିବରଣୀ ପ୍ରଦାନ କରିଥିଲେ।। ଏହି ଅବସରରେ  ବିଜ୍ଞାନ କ୍ଷେତ୍ରରେ ୨୪ ଜଣ, ମେଧା ଅନ୍ୱେଷଣ ରେ ତୃତୀୟ ଶ୍ରେଣୀ ରୁ  ଏକାଦଶ ଶ୍ରେଣୀ ପର୍ଯ୍ୟନ୍ତ ୨୮ ଜଣ, ସାମାଜିକ ବିଜ୍ଞାନ ରେ ୨୬ ଜଣ, ଭାଷା ସାହିତ୍ୟରେ ୧୭ ଜଣ ପ୍ରତିଭା ବାନ ଛାତ୍ର ଛାତ୍ରୀଙ୍କୁ ପୁରସ୍କୃତ  କରାଯାଇଥିଲା।ଏହା ବ୍ୟତୀତ ଖେଳ ରେ  ଚମ୍ପିୟାନ ହୋଇଥିବା  ତେଜସ ପାତ୍ର ଓ ଦୀପିକା ଭୋଇ ଙ୍କୁ ମଧ୍ୟ ପୁରସ୍କୃତ କରାଯାଇଥିଲା।
ଉପଅଧ୍ୟକ୍ଷ ଉପେନ୍ଦ୍ର କୁମାର ପାଇକ ରାଏ ଧନ୍ୟବାଦ ଅର୍ପଣ କରିଥିଲେ।ଶିକ୍ଷକ ଶିକ୍ଷୟିତ୍ରୀଙ୍କ ନିର୍ଦେଶନାରେ ଛାତ୍ରଛାତ୍ରୀ ମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ରେ ୨୭ ଟି ନୃତ୍ୟ ପରିବେଷଣ କରିଥିଲେ।ପରିଚାଳନା କମିଟି,ଶିକ୍ଷକ ଶିକ୍ଷୟିତ୍ରୀ, କର୍ମଚାରୀ ଓ ଛାତ୍ରଛାତ୍ରୀ ମାନେ ପରିଚାଳନାରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ   22-Apr-2026
  ଜିଲ୍ଲା  
ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ   22-Apr-2026
  ଜିଲ୍ଲା  
.ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   22-Apr-2026
  ଜିଲ୍ଲା  
ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   22-Apr-2026
  ଜିଲ୍ଲା  
*ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   22-Apr-2026
  ଜିଲ୍ଲା  
ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   22-Apr-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   22-Apr-2026
  ରାଜ୍ୟ  
ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ   22-Apr-2026
  ରାଜ୍ୟ  
ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ   22-Apr-2026
  ଜିଲ୍ଲା  
ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ   21-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   21-Apr-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି   21-Apr-2026

You Might Also Like