-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ନର୍ଲା ବ୍ଲକ ସମସ୍ତ ମଣ୍ଡିରେ ପାଣିରେ ଭାସୁଛି ଚାଷୀ ଙ୍କ ଧାନ!କ୍ଷତିପୂରଣ ଦାବିରେ ଚାଷୀକୂଳ

25-Dec-2024



ନର୍ଲା (ଚିନ୍ତାମଣି ନାଏକ )
କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ ର ସାତ ଗୋଟି ପ୍ୟାକ୍ସ ଅଧୀନରେ ପାଖା ପାଖି ୨୨ ଗୋଟି ମଣ୍ଡି ରହିଛି ସେଥି ମଧ୍ୟରୁ ସମସ୍ତ ମଣ୍ଡି ଗତ ଡ଼ିସେମ୍ବର ୧୬ ତାରିଖରୁ ପର୍ଯ୍ୟାୟ କ୍ରମେ ଶୁଭାରମ୍ଭ ହୋଇ ବଡ଼ କଷ୍ଟ ରେ ଚଳିତ ମାସ ୨୨ ତାରିଖ ପର୍ଯ୍ୟନ୍ତ ଚାଲି ଆସୁଥିଲା କିନ୍ତୁ ଦୁର୍ଭାଗ୍ୟ ବଶତଃ ଗତ ୩ ଦିନ ଧରି ଲଘୁଚାପ ଜନିତ ଝିପି ଝିପି ବର୍ଷରେ ପ୍ରତି ମଣ୍ଡିରେ ହଜାର ହଜାର କ୍ଵିଣ୍ଟାଲ ଧାନ ପାଣିରେ ଭାସୁଥିବା ଚାଷୀ ଅଭିଯୋଗ ଆଣିଛନ୍ତି ଏପରିକି ମଣ୍ଡିରେ ହଜାର ହଜାର କ୍ଵିଣ୍ଟାଲ ଧାନ ଭିଜୁଥିବା ବେଳେ ଗାଁ ଗହଳି ମାନଙ୍କରେ ହଜାର ହଜାର ଚାଷୀ ଙ୍କ ଶହ ଶହ କ୍ଵିଣ୍ଟାଲ ଧାନ କାହାର ବିଲରେ ଗଜା ହୋଇ ପଡ଼ିଛି ତ ଆଉ କାହାର ଧାନ ଅମଳ ହୋଇ ଖଳାରେ ପଡ଼ି ଗଜା ହୋଇ ସାରିଲାଣି ଏଭଳି ପରିସ୍ଥିତି ରେ ବିଭିନ୍ନ ମଣ୍ଡିକୁ ଅନୁମୋଦିତ ହୋଇଥିବା ମିଲର୍ ମାନେ ସଠିକ୍ ସମୟରେ ମଣ୍ଡିକୁ ଆସୁଥିବା ଧାନ ନ ଉଠାଇ ଅଧିକ କଟନି ଛଟନି ଉଦ୍ଧେଶ୍ୟରେ ଜାଣିଶୁଣି ବିଳମ୍ବ ଘଟାଇଥିବା ଚାଷୀ ଅଭିଯୋଗ ଆଣିଛନ୍ତି ଅନ୍ୟ ପକ୍ଷରେ ଚଳିତ ୨୩ ତାରିଖ ରୁ ୨୫ ତାରିଖ ପର୍ଯ୍ୟନ୍ତ ଲଗାତାର ଲଘୁଚାପ ଜନିତ ବର୍ଷା ରେ ନର୍ଲା ବ୍ଲକ ର ହଜାର ହଜାର ହେକ୍ଟର ଚାଷ ଜମିରେ ଚାଷ ହୋଇଥିବା ମୁଗ ,ବିରି, ହରଡ ,କପା ଭଳି ଅନେକ ଅର୍ଥକାରୀ ଫସଲ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଉଥିବା ଚାଷୀମାନେ ଅଭିଯୋଗ ଆଣିଛନ୍ତି ଏଣୁ ଏଭଳି ସ୍ଥିତି ରେ ରାଜ୍ୟ ସରକାର ଦେଶର ଅନ୍ନଦାତା ବୋଲାଉଥିବା ଚାଷୀଙ୍କ ଦୁଃଖ ଦୁର୍ଦ୍ଦଶା କୁ ହୃଦୟଙ୍ଗମ କରି ଯଥାଶୀଘ୍ର କୃଷି ଓ ରାଜସ୍ବ ବିଭାଗ ଯୁଗ୍ମ ଭାବରେ କ୍ଷୟ କ୍ଷତି ର ଆକଳନ କରି  ଚାଷୀ ମାନଙ୍କୁ ଉଚିତ ମୂଲ୍ୟ ର କ୍ଷତିପୂରଣ ଦେବାପାଇଁ ବିଭିନ୍ନ ଚାଷୀ ସଂଗଠନ ଦାବି ଜଣାଇଵା ସହ ଏହାର ତୁରନ୍ତ ଆକଳନ କରା ନ ଗଲେ ଅନେକ ଚାଷୀ ସଂଗଠନ ଓ ଚାଷୀ କୂଳ ରାଜରାସ୍ତା କୁ ଓଲ୍ଲାଇ ଵେ ବୋଲି କୃଷକ ନେତା ଦୁର୍ଯ୍ୟୋଧନ କୁମାର ଓ କୁମୁଦ ଚନ୍ଦ୍ର ନାଏକ ପ୍ରମୁଖ ଚେତା ବନି ଦେଇଛନ୍ତି


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like