-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ଜିଲ୍ଲା

ସୁଶାସନ ଦିବସ ପାଳିତ

25-Dec-2024



କଳାହାଣ୍ଡି(ଦୁଷ୍ମନ୍ତ କୁମାର ପଣ୍ଡା): କଳାହାଣ୍ଡି ଜିଲ୍ଲାସ୍ତରୀୟ ସୁଶାସନ ଦିବସ ତଥା ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳବିହାରୀ ବାଜପାୟୀଙ୍କ ଜୟନ୍ତୀ ମାଁ ମାଣିକେଶ୍ଵରୀ ବିଶ୍ଵବିଦ୍ୟାଳୟ ଭବାନୀପାଟଣା ଅଡିଟୋରିଅମ ହଲଠାରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ଵ) ବଇତୁରା ଦୀପ ଙ୍କ ଅଧ୍ୟକ୍ଷତାରେ ପାଳିତ ହୋଇଯାଇଛି । ଭରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତି ଡିସେମ୍ବର ୨୫ ତାରିଖକୁ

ସୁଶାସନ ଦିବସ ଭାବରେ ପାଳନ କରାଯାଉଛି । ଏହି ଉପଲକ୍ଷେ ଜିଲ୍ଲା ପ୍ରଶାସନ ତରଫରୁ ବିଦ୍ୟାଳୟ , ମହାବିଦ୍ୟାଳୟ ସ୍ତରୀୟ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଅଟଳ ବିହାରୀ ବାଜପେୟୀଙ୍କ ଆଦର୍ଶ ଜୀବନୀ, ଦେଶଭକ୍ତି ସମ୍ପର୍କରେ ବକୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ଅନୁଷ୍ଠିତ ସ୍ମୃତି ଚାରଣ ସଭା ପ୍ରାରମ୍ଭରେ ଭାରତରତ୍ନ ବାଜପେୟୀଙ୍କ ପ୍ରତିଛବିରେ ଅତିଥିମାନେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ । ଏହାପରେ ସଭାପୂର୍ବରୁ ମାଁ ମାଣିକେଶ୍ଵରୀ ବିଶ୍ଵବିଦ୍ୟାଳୟ ର କୁଳପତି ପ୍ରଫେସର ସଞ୍ଜୟ କୁମାର ଶତପଥିଙ୍କ ଅକାଳ ବିୟୋଗରେ ସମସ୍ତେ ଗଭୀର ଦୁଃଖ ପ୍ରକାଶ କରିବା ସହିତ ଅମର ଆତ୍ମାର ସଦଗତି ନିମନ୍ତେ ଦୁଇ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା । ଏହି କାର୍ଯ୍ୟକ୍ରମର ମୁଖ୍ୟ ଅତିଥିଭାବେ ଶ୍ରୀମତୀ ମାଳବିକା ଦେବୀ ମାନନୀୟା ସାଂସଦ ଲୋକସଭା କଳାହାଣ୍ଡି, ସମ୍ମାନୀତ ଅତିଥିଭାବେ ଦୟାମୟ ପାଢୀ ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ କଳାହାଣ୍ଡି, ଡଃ. ନିବେଦିତା ନାଥ ଭାରପ୍ରାପ୍ତ ଭି.ସି. ମାଁ ମାଣିକେଶ୍ଵରୀ ବିଶ୍ଵବିଦ୍ୟାଳୟ, ପିତାମ୍ବର ଭୋଇ ରେଜିଷ୍ଟ୍ରାର ଏବଂ ଜୟଦେବ ସାହୁ ଡେପୁଟି ରେଜିଷ୍ଟ୍ରାର ମାଁ ମାନିକେଶ୍ଵରୀ ବିଶ୍ଵବିଦ୍ୟାଳୟ ଭବାନୀପାଟଣା, ଉମାଶଙ୍କର କର ବରିଷ୍ଠ ସାମ୍ବାଦିକ, ଅଧ୍ୟାପକ ତପନ କୁମାର ରଥ, ବକ୍ତା ଭାବରେ ସତ୍ୟ ନାରାୟଣ ମୁଣ୍ଡଛିନ୍ନା ଯୋଗଦେଇ ଅଟଳ

ବିହାରୀ ବାଜପେୟୀଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳୀ ଅର୍ପଣ ପୂର୍ବକ ତାଙ୍କର ଆଦର୍ଶ ଆତ୍ମଜୀବନୀ ଉପରେ ଆଲୋକପାତ କରି ଥିଲେ । କବି,କବିୟତ୍ରୀମାନେ ବାଜପେୟୀଙ୍କ ଆଦର୍ଶ ଜୀବନୀ, ଦେଶାତ୍ମବୋଧକ ସମ୍ପର୍କରେ ସ୍ବରଚିତ କବିତା ପଠନ କରି ଥିଲେ । କବିତା ପାଠ ଉତ୍ସବରେ ଅଧ୍ୟାପକ କବି ତପନ କୁମାର ରଥ, ସନ୍ତୋଷ ରଥ, ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ରୂପସିଂହ ରାଉତ ସହଯୋଗ କରିଥିଲେ । ଏଥିରେ କବି କବୟତ୍ରୀ ମାନଙ୍କୁ ସମ୍ବର୍ଦ୍ଧନା, ବକୃତା ପ୍ରତିଯୋଗିତାର  କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କାର ଓ ପ୍ରଶଂସା ପତ୍ର ମୁଖ୍ୟ ଅତିଥି, ଅତିଥି ମାନଙ୍କ ଦ୍ଵାର ପ୍ରଦାନ କରାଯାଇଥିଲା। ଏହି କାର୍ଯ୍ୟକ୍ରମ ରେ ବରିଷ୍ଠ ନାଗରିକ, କବି, ସାହିତିକ, ବିଶ୍ଵବିଦ୍ୟାଳୟର ଛାତ୍ରଛାତ୍ରୀ ଓ ଅଧ୍ୟାପକ, ବିଭିନ୍ନ ଗଣମାଧ୍ୟମର ପ୍ରତିନିଧି ପ୍ରମୁଖ ଯୋଗଦେଇଥିଲେ। କାର୍ଯ୍ୟକ୍ରମକୁ ହଳଧର ନିଆଲ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ପରିଚାଳନା କରିଥିଲେ ଏବଂ ଶେଷରେ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like