-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ଜିଲ୍ଲା

ଲୋଇସିଂହା ବ୍ଲକରେ ଶିଶୁ ସୁରକ୍ଷା ଆଇନ୍,ପୋଷ୍ୟ ସନ୍ତାନ ଗ୍ରହଣ ଆଧାରିତ ସଚେତନତା ଶିବିର ଅନୁଷ୍ଠିତ

25-Dec-2024



ଲୋଇସିଂହା: ଲୋଇସିଂହା ବ୍ଲକ ର ଆଇସିଡିଏସ ସଭା ଗୃହ ଠାରେ  ବ୍ଲକ୍ ସ୍ତରୀୟ ଶିଶୁ ସୁରକ୍ଷା ଓ ପୋଷ୍ୟ ସନ୍ତାନ ଗ୍ରହଣ,ପ୍ରତିପାଳନ ଶିଶୁ ଯତ୍ନ ଆଧାରିତ ସଚେତନତା କର୍ମଶାଳା ବ୍ଲକର ଶିଶୁ ସୁରକ୍ଷା ପ୍ରକଳ୍ପ ଅଧିକାରିଣୀ ଗାୟତ୍ରୀ ବାରିକ ଙ୍କ ଅଧ୍ୟକ୍ଷତାରେ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମ ରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଅରୁଣା ର ଜିଲ୍ଲା ପରାମର୍ଶଦାତା ଶ୍ରୀ ପ୍ରମୋଦ କୁମାର ବଗର୍ତ୍ତି କାର୍ଯ୍ୟକ୍ରମର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ।ଏହି କାର୍ଯ୍ୟକ୍ରମରେ ସି ଡି ପି ଓ ତାଙ୍କ ବକ୍ତବ୍ୟ ରେ ମାଁ ଗର୍ଭରୁ ଆରମ୍ଭ କରି ୧୮ ବର୍ଷ ବୟସ ପର୍ଯ୍ୟନ୍ତ ଓଡ଼ିଶା ସରକାରଙ୍କ ଶିଶୁ ଓ ମହିଳାଙ୍କ ମହିଳା ବିଭାଗ ତରଫରୁ ଶିଶୁର ବିକାଶ,ସୁରକ୍ଷା ଓ ସର୍ବାଙ୍ଗୀନ ଉନ୍ନତି ସକାଶେ ବିଭିନ୍ନ ପ୍ରକାର ଯୋଜନା ରେ ଅନ୍ତର୍ଭୁକ୍ତ କରାଯାଇ ଥିବା ଓ ପୋଷ୍ୟସନ୍ତାନ ଗ୍ରହଣରେ ଆଇନଗତ ବିଧି ବ୍ୟବସ୍ତା ଉପରେ ସମ୍ୟକ୍ ଧାରଣା ଦେଇଥିଲେ।ଏହି କର୍ମଶାଳାରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ର ସାମାଜିକ କର୍ମୀ ଶ୍ରୀ ଅରୁଣ କୁମାର ଖୁଆସ ଆଇନ୍ ସମ୍ମତ ପୋଷ୍ୟ ସନ୍ତାନ ଗ୍ରହଣ,ପ୍ରତ୍ୟାଶୀ ପୋଷ୍ୟ ସନ୍ତାନ ଗ୍ରହଣକାରିଙ୍କ ଯୋଗ୍ୟତା,କେରିଂ ପୋର୍ଟାଲ ମାଧ୍ୟମରେ ପୋଷ୍ୟ ସନ୍ତାନ ପାଇଁ ଆଗ୍ରହି ବ୍ୟକ୍ତିଙ୍କ ଆବେଦନ ତଥା ପ୍ରତିପାଳନ ଯତ୍ନ ବ୍ୟବସ୍ଥା ରୁ ଶିଶୁ କୁ ପୋଷ୍ୟ ସନ୍ତାନ ରୂପେ ଗ୍ରହଣ ଉପରେ ତାଲିମ ପ୍ରଦାନ କରିଥିଲେ ।କର୍ମଶାଳାରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ରେ ଅବସ୍ଥାପିତ ଥିବା ଅରୁଣା ର ଜିଲ୍ଲା ପରାମର୍ଶଦାତା ପ୍ରମୋଦ ବଗର୍ତ୍ତି ଫୋଷ୍ଟର କେଆର, ଯଶୋଦା,ପନସର୍ସିପ୍,ଗ୍ରିନ ପେସେଜ୍ ଯୋଜନା ଉପରେ ତାଲିମ ପ୍ରଦାନ କରିଥିଲେ।କାର୍ଯ୍ୟକ୍ରମରେ ଲୋଇସିଂହା ବ୍ଲକ୍ ର ଆଶା, ଅଙ୍ଗନୱାଡ଼ି,ଏଏନଏମ,ଜିପିଏଲ୍ଏଫ୍ ର ସଭ୍ୟା, ଏମବିକେ, ସିଆରପି ସୁପରଭାଇଜର ୨୫୦ ରୁ ଉର୍ଦ୍ଧ୍ବ ଉପସ୍ଥିତ ଥିଲେ।କାର୍ଯ୍ୟକ୍ରମରେ ଡକ୍ଟର ସଞ୍ଜୀବ କୁମାର ବିଶ୍ଵାଳ,ଡକ୍ଟର ମହେଶ୍ଵତ୍ତା ପଣ୍ଡା, ଫାର୍ମାସିଷ୍ଟ ସଞ୍ଜୟ କୁମାର ସାହୁ,ଲକ୍ଷ୍ମୀ ବେହେରା ଓ ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ରାଜେନ୍ଦ୍ର କୁମାର ବାବୁ ଉପସ୍ଥିତରହି ଶିଶୁସୁରକ୍ଷା ସମ୍ପର୍କିତ ବକ୍ତବ୍ୟ ପ୍ରଦାନ କରିଥିଲେ।ପରିଶେଷରେ ବ୍ଲକ୍ ର ଶିଶୁ ବିକାଶ ବିଭାଗ ର ସୁପରଭାଇଜର୍ ସତ୍ୟବତୀ ମିଶ୍ର ସମସ୍ତଙ୍କୁ ଧନ୍ୟବାଦ୍ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like