-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ଜିଲ୍ଲା

ବିଜେପୁରରେ ସେବା ଭାରତୀ ପକ୍ଷରୁ ଶୀତବସ୍ତ୍ର ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ

25-Dec-2024



ବରଗଡ:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ବିଜେପୁର ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ସେବା ଭାରତୀ ପକ୍ଷରୁ ସତସଙ୍ଗ ଓ ଶୀତବସ୍ତ୍ର ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏ କାର୍ଯ୍ୟକ୍ରମରେ ବିଜେପୁର ନିର୍ବାଚନ ମଣ୍ଡଳୀର ବିଧାୟକ ଶ୍ରୀଯୁକ୍ତ ସନତ କୁମାର ଗଡତୀୟା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶୁଭାରମ୍ଭ କରିବା ସହ ଶୀତବସ୍ତ୍ର ବଣ୍ଟନ କରିଥିଲେ।ସେବା ଭାରତୀ ର ସଭାପତି ଶ୍ରୀଯୁକ୍ତ ପ୍ରେମରାଜ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ,ସେବା ଭାରତୀ ପଶ୍ଚିମ ପ୍ରାନ୍ତର ସଂଗଠନ ମନ୍ତ୍ରୀ ହୃଷୀକେଶ ନାଗ,ଜିଲ୍ଲା ପରିଷଦ ସଦସ୍ଯ ସୁଶାନ୍ତ ଗଡତିଆ ସମ୍ମାନୀତ ଅତିଥି ଭାବେ ଯୋଗଦାନ କରିଥିଲେ। ସତସଙ୍ଗ ପ୍ରମୁଖ ଓ ମାତୃଶକ୍ତିଙ୍କୁ କାର୍ଯ୍ୟକ୍ରମରେ ଅତିଥି ଗଣ ସନାତନ ଧର୍ମ ଉପରେ ଆଲୋକପାତ କରିଥିଲେ। ଏଥିରେ ବ୍ଲକର ସତସଙ୍ଗ କେନ୍ଦ୍ରର ପ୍ରମୁଖ ଗଣ ଯୋଗଦେଇଥିଲେ। ବିଭିନ୍ନ ଅସହାୟ ବ୍ୟକ୍ତି ବିଶେଷଙ୍କୁ ଶୀତ ବସ୍ତ୍ର ବଣ୍ଟନ କରାଯାଇଥିଲା। ସେହିପରି କନପୁରୀ ଗ୍ରାମରେ ସେବା ଭାରତୀ ପକ୍ଷରୁ ଉକ୍ତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ ବିଧାୟକ ଶ୍ରୀମାନ ଗଡତୀୟା ମୁଖ୍ୟ ଅତିଥି ଭାବେ ଯୋଗଦାନ କରି କାର୍ଯ୍ୟକ୍ରମ ଶୁଭାରମ୍ଭ ସହ ଶୀତ ବସ୍ତ୍ର ବଣ୍ଟନ କରିଥିଲେ। ପ୍ରେମରାଜ ପ୍ରଧାନଙ୍କ ସଭାପତିତ୍ବରେ ସେବା ଭାରତୀ ସଂଗଠନ ମନ୍ତ୍ରୀ ଶ୍ରୀଯୁକ୍ତ ନାଗ ଯୋଗଦେଇ ବୈାଦ୍ଧିକ ପ୍ରଦାନ କରିଥିଲେ। ବିଜେପି ମଣ୍ଡଳ ସଭାପତି ଯୋଗିନ୍ଦ୍ର ପଧାନ ସମ୍ମାନୀତ ଅତିଥି ଭାବେ ଯୋଗଦାନ କରିଥିବା ବେଳେ ସତସଙ୍ଗ ପ୍ରମୁଖ ଓ ମାତୃଶକ୍ତି ଗଣ ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like