-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ଜିଲ୍ଲା

ବରଗଡ ଠାରେ ଜିଲ୍ଲା ସ୍ତରୀୟ ସୁ-ଶାସନ ଦିବସ ପାଳିତ

25-Dec-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ୧୦୦ ତମ ଜନ୍ମ ଜୟନ୍ତୀ ଅବସରରେ ସ୍ଥାନୀୟ ଟାଉନ ହଲ ଠାରେ ଜିଲ୍ଲା ସ୍ତରୀୟ ସୁ-ଶାସନ ଦିବସ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ରାଜ୍ୟ ବିପର୍ଯ୍ୟୟ ପରିଚାଳନା ବିଭାଗୀୟ ମନ୍ତ୍ରୀ  ଶ୍ରୀ ସୁରେଶ ପୂଜାରୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଷ୍ଟଲ ପ୍ରଦର୍ଶନୀ ଉଦଘାଟନ କରିବା ସହ ପଦ୍ମଶ୍ରୀ  ଅଟଳ ବିହାରୀ  ବାଜପେୟୀଙ୍କ ଜିବନୀ, ମାର୍ଗଦର୍ଶନ ଏବଂ ତାଙ୍କ ଆଦର୍ଶ ବିଷୟରେ ଆଲୋଚନା କରି ବିକଶିତ ଭାରତର ବିଶୁ ମହାରଣା ଭାବେ ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଅଟଳ ଜି ଏବଂ ବର୍ତ୍ତମାନର ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦିଙ୍କୁ ବିବେଚନା କରିବ ସହ ବିକଶିତ ଭାରତ ଗଠନ ପାଇଁ ସମସ୍ତେ ଜଣେ ଜଣେ ଧର୍ମପଦ ହେବା ପାଇଁ ଆହ୍ୱାନ ଦେଇଛନ୍ତି ।
ମୁଖ୍ୟ ଅତିଥି ଶ୍ରୀ ପୂଜାରୀ ନିଜ ଅବିଭାଷଣରେ ଅଟଳ ଜୀଙ୍କୁ ଯୁଗନାୟକ ବୋଲି ସମ୍ବୋଧିତ କରିଥିଲେ। ସେ କହିଥିଲେଯେ ଭାରତୀୟ ଇତିହାସରେ ସୁ-ଶାସନର ଜଣେ ପ୍ରବୀଣ ବ୍ୟକ୍ତି ଭାବରେ ଜଣାଶୁଣା ଥିଲେ ଅଟଳ ବିହାରୀ ବାଜପେୟୀ। କେବଳ ଜଣେ ଉଦାରବାଦୀ ରାଜନୀତିଜ୍ଞ ନୁହେଁ ସେ ଥିଲେ ଜଣେ କବି,ସମାଜସେବୀ, ଲେଖକ,ନିର୍ଭିକ ସାମ୍ବାଦିକ  ଭାବରେ ସମସ୍ତେ ତାଙ୍କୁ ଜାଣନ୍ତି। କୃଷି, ବିଜ୍ଞାନ, ଜାତୀୟ ରାଜପଥର ଉନ୍ନତୀକରଣ ତଥା ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା ଆଦି ଅନେକ କ୍ଷେତ୍ରରେ ବାଜପେୟୀଙ୍କ ଅବଦାନ ଅତୁଳନୀୟ। କୃଷି, ବିଜ୍ଞାନ, ଜାତୀୟ ରାଜପଥର ଉନ୍ନତୀକରଣ ତଥା ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା ଆଦି ଅନେକ କ୍ଷେତ୍ରରେ ବାଜପେୟୀଙ୍କ ଅବଦାନ ଅତୁଳନୀୟ। ବାଜପେୟୀ ଜଣେ ରାଜନେତା ସହ ଜଣେ ଭଲ କବି ମଧ୍ୟ ଥିଲେ। ସଂସଦରେ ଅନେକ ଥର ସେ କବିତା ମାଧ୍ୟମରେ ନିଜ ବୟାନ ରଖିଛନ୍ତି। ତେଣୁ ତାଙ୍କୁ ଜଣେ କବି ଭାବରେ ସାରା ଦେଶ ଜାଣେ।  
ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟାଲଙ୍କ ସମେତ ବିଜେପୁର ନିର୍ବାଚନ ମଣ୍ଡଳୀର ବିଧାୟକ ଶ୍ରୀମାନ ସନତ କୁମାର ଗଡତୀୟା,ଅତାବିରା ନିର୍ବାଚନ ମଣ୍ଡଳୀର ବିଧାୟକ ବିଧାୟକ ଶ୍ରୀ ନୀହାର ରଞ୍ଜନ ମହାନନ୍ଦ ଏବଂ  ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମହେନ୍ଦ୍ର ମହାପାତ୍ର ମଞ୍ଚାସୀନ ଥିଲେ । କାର୍ଯ୍ୟକ୍ରମ ପ୍ରାରମ୍ଭେ ଷ୍ଟଲ ପ୍ରଦର୍ଶନୀର ଉଦ୍ଘାଟନ ପରେ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ ସହିତ ପ୍ରଦୀପ ପ୍ରଜ୍ୱଳନ ପୂର୍ବକ, ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା।  
 ଏଥିସହିତ ଜିଲ୍ଲାର ଲୋକ ସେବାରେ  ଉତ୍କୃଷ୍ଟ ପ୍ରଦର୍ଶନ କରିଥିବା ବିଭାଗ ଏବଂ ସଫଳ ଚାଷୀଙ୍କୁ ପୁରସ୍କୃତ କରାଯାଇଥିଲା ।ସଭା ସରିବା ପରେ  ମନ୍ତ୍ରୀ ନବ ନିର୍ମିତ ସର୍କିଟ୍ ହାଉସର ନବନିର୍ମିତ କୋଠାକୁ ଉଦ୍ଘାଟନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like