-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||     

HOME   ରାଜ୍ୟ

ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର ଜିଲ୍ଲାପାଳ କାର୍ଯ୍ୟାଲୟ ଘେରାଉ

26-Dec-2024



ନୂଆପଡ଼ା ଜିଲ୍ଳାରେ ଶିକ୍ଷା ବିଭାଗରେ ଏଫ୍ ଏଲ୍‌ ଏନ୍‌ କାର୍ଯ୍ୟକ୍ରମର ଚାରି କୋଟି ଟଙ୍କାର ଦୁର୍ନୀତିକୁ ଘଣ୍ଟ ଘୋଡାଇବା ଭଳି ୨୧ ଦଫା ଦାବି ନେଇ ଆଜି ଜିଲ୍ଳା ଆଦିବାସୀ କଲ୍ଯାଣ ସଂଘ ଜିଲ୍ଲାପାଳ କାର୍ଯ୍ୟାଳୟ ଘେରାଉ କରିଥିଲା। ଆଦିବାସୀ ସଂଘ ଜିଲା ସଭାପତି ଭାନୁ ପ୍ରତାପ ସିଂ ମାଝିଙ୍କ ନେତୃତ୍ୱରେ ଶତାଧିକ ଆଦିବାସୀ ମହିଳାପୁରୁଷ ପାରମ୍ପରିକ ବେଶଭୂଷା, ହାତ ହତିଆର ଓ ବାଦ୍ୟଯନ୍ତ୍ର ସହ ସ୍ଥାନୀୟ ପୋଲିସ ପଡିଆରୁ ଏକ ଶୋଭାଯାତ୍ରାରେ ବାହାରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଯାଇଥିଲା। ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଧସେଇ ପଶିବାକୁ ଉଦ୍ୟମ କରୁଥିବାବେଳେ ପୋଲିସ ସହ ଧସ୍ତାଧସ୍ତି ହୋଇଥିଲା। ଦୀର୍ଘ ସମୟ ପର୍ଯ୍ୟନ୍ତ ପୋଲିସ ଓ ଧାରଣାକାରୀ ଧସ୍ତାଧସ୍ତି ହୋଇଥିଲେ। ପରେ ଆଦିବାସୀ ମାନେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ୩୫୩ ନମ୍ବର ଜାତୀୟ ରାଜପଥ ଅବରୋଧ କରି ଧାରଣାରେ ବସିଥିଲେ। କେବଳ ଜରୁରିକାଳୀନ ସେବାକୁ ବାଦଦେଇ ଅନ୍ୟ ଯାନବାହନ ଚଳାଚଳ ବନ୍ଦ ରହିଥିଲା। ଫଳରେ ଯାତ୍ରୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଥିଲେ। ଦୀର୍ଘ ୬ ଘଣ୍ଟା ପରେ ଅତିରିକ୍ତ ଜିଲାପାଳ ଭୀମସେନ ଶବର ଓ ଉପଜିଲାପାଳ ଯୋଗେନ୍ଦ୍ର ମାଝି ଧାରଣା ସ୍ଥଳରେ ପହଞ୍ଚି ଆଲୋଚନା କରିଥିଲେ। ଜିଲ୍ଳା ଭିତରେ ଯାହା ସମ୍ଭବ ପୂରଣ କରିବା ସହ ଅନ୍ୟ ଦାବିଗୁଡିକୁ ସରକାରଙ୍କୁ ଜଣାଇବୁ ବୋଲି ପ୍ରତିଶ୍ରୁତି ଦେଲା ପରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିଲା । ଏହି ସମୟରେ ସେମାନେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ୨୧ଦଫା ସମ୍ବଳିତ ଦାବିପତ୍ର ପ୍ରଦାନ କରିଥିଲେ। ଦାବି ପୂରଣ ନ ହେଲେ ଆନ୍ଦୋଳନ ଭୟାବହ ହେବ ବୋଲି ଚେତାବନୀ ଦେଇଛନ୍ତି। ଏହି ସମୟରେ ରାଜ୍ୟ ଆଦିବାସୀ କଲ୍ୟାଣ ସଂଘର ସଭାପତି ବାଳକୃଷ୍ଣ ଶବର, ଦଳିତ ଆଦିବାସୀ କଲ୍ୟାଣ ମହାସଂଘ ଭବାନୀପାଟଣା ପରମାନନ୍ଦ ମାଝି, ବିଂଝାଲ ସମାଜ ରାଷ୍ଟ୍ରୀୟ ଅଧ୍ୟକ୍ଷ ହୃଷୀକେଶ ବରିହା, ହୋମ ସିଂ ମାଝି, ସରୋଜିନୀ ମାଝି, କମଲେଶ ଠାକୁର, ନୁଆପଡ଼ା ବ୍ଲକ ସଭାପତି ଭକ୍ତବନ୍ଧୁ ଧରୁଆ, କୋମନା ବ୍ଲକ୍ ସଭାପତି ଜ୍ଞାନେଶ୍ବର ମାଝୀ, ଭୁବନେଶ୍ଵର ମାଝୀ, ସୁଜନ ମାଝୀ, ଯମୁନା ଧରୁଆ ପ୍ରମୁଖ ଉପସ୍ଥିତ ଥିଲେ।

[ନୁଆପଡା ଜିଲ୍ଲାରୁ ପରମେଶ୍ୱର ମେହେରଙ୍କ ରିପୋର୍ଟ]


News Comment




Photo in News

Advertisment
Lastest News
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026

You Might Also Like