-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||     

HOME   ଜିଲ୍ଲା

ରନ୍ଧା ଖାଦ୍ୟ ଦୁର୍ନୀତିକୁ ନେଇ ତହସିଲ ଆଗରେ ଧାରଣା: ସନ୍ଧ୍ୟା ପର୍ଯ୍ୟନ୍ତ ଆସିଲେନି ଅଧିକାରୀ

26-Dec-2024



ବରୀ ବ୍ଲକରେ ବାତ୍ୟା ‘ଦାନା’ ରେ ରନ୍ଧାଖାଦ୍ୟ ଦୁର୍ନୀତିକୁ ନେଇ ଚର୍ଚ୍ଚା ଜୋର ଧରିଛି। ପୂର୍ବ ବାତ୍ୟା ମାନଙ୍କ ଠାରୁ ଚଳିତ ବାତ୍ୟାରେ ଏଠାରେ ପ୍ରଭାବ ସମ୍ପୂର୍ଣ କମ୍ ହୋଇଥିଲା ବେଳେ ୧୯ ଲକ୍ଷ ଟଙ୍କା ବିଲ୍ ହେବା ଘଟଣାକୁ ସାଧାରଣରେ ନାପସନ୍ଦ କରାଯାଇଛି। ଯାହାକୁ ନବନିର୍ମାଣ କୃଷକ ସଙ୍ଗଠନ ବିରୋଧ କରି ଜିଲାପାଳଙ୍କୁ ଅଭିଯୋଗ କଲାପରେ ମଙ୍ଗଳବାର ଦିନ ତହସିଲ ସମ୍ମୁଖରେ ଧାରଣା ଦିଆ ଯାଇଥିଲା। ସଂଗଠନର ରାଜ୍ୟ ସଂଯୋଜକ ନିମାଇ ରାୟଙ୍କ ନେତୃତ୍ଵରେ ବ୍ଲକ ସଂଯୋଜକ ମାଧବାନନ୍ଦ ଶାନ୍ତି, ବଲ୍ଲଭ ଜେନା, ଅରୁଣ ସାମଲ, ନରହରି ଦାସ, ଅଭିରାମ ଦାସ, ମୃତ୍ୟୁଞ୍ଜୟ ପାତ୍ର, ଶ୍ରୀଧର ମହଲ, ଜୀବନ ଜେନା, ପ୍ରଫୁଲ ମହାନ୍ତିଙ୍କ ସମେତ ବହୁ ଚାଷୀ ଏହି ଧାରଣାରେ ବସି ରହିଥିଲେ। ମାତ୍ର ସନ୍ଧ୍ୟା ପର୍ଯ୍ୟନ୍ତ କୌଣସି ସରକାରୀ ଅଧିକାରୀ ଧାରଣା ସ୍ଥଳରେ ପହଞ୍ଚି ନଥିଲେ। ସମସ୍ତ ସରକାରୀ କର୍ମଚାରୀ ପଞ୍ଚାୟତ ପ୍ରତିନିଧିଙ୍କ ସହିତଏହି ମିଥ୍ୟା ବିଲ୍‌ରେ ସାମିଲ ଥିବାରୁ ସେମାନେ ଧାରଣା ସ୍ଥଳକୁ ଆସି ପାରୁନାହାନ୍ତି ବୋଲି ସଂଗଠନ ପକ୍ଷରୁ କୁହାଯାଇଛି। ସେହିପରି ଭିଜିଲାନ୍ସ ତଦନ୍ତ ଦାବି କରାଯାଇଥିବା ବେଳେ ଜିଲାପାଳ ଗ୍ରାମ୍ୟ ଉନ୍ନୟନ ସଂସ୍ଥାର କାର୍ଯ୍ୟ ନିର୍ବାହୀଙ୍କୁ ଘଟଣାର ତଦନ୍ତ ପାଇଁ ଦାୟିତ୍ଵ ଦେବାକଥା ଚୋର ହାତରେ ଚାବିକାଠି ଭଳି ରାଜ୍ୟ ସଂଯୋଜକ ଶ୍ରୀ ରାୟ କହିଛନ୍ତି । କାରଣ ବାତ୍ୟା ସମୟରେ ବରୀର ନୋଡାଲ ଅଧିକାରୀ ଭାବେ ଏହି କାର୍ଯ୍ୟ  ଦାୟିତ୍ଵରେ ଥିଲେ। ତାଙ୍କରି କାର୍ଯ୍ୟ ଧାରାରେ ହୋଇଥିବା ଦୁର୍ନୀତିକୁ ସେ କିପରି ତଦନ୍ତ କରିବେ ତାହା ପ୍ରଶ୍ନବାଚୀ ସୃଷ୍ଟି କରିଛି। ବୁଧବାର ବଡ଼ଦିନ ଛୁଟି ଥ‌ିବାରୁ ପରଦିନ ଅର୍ଥାତ ଗୁରୁବାର ୨୬ ତାରିଖ ଠାରୁ ଏହି ଧାରଣା ଚାଲୁ ରହିବ ବୋଲି ସଂଗଠନ ସୂଚନା ଦେଇଛି।

(ବରୀ ରୁ ରଞ୍ଜିତ ମହାନ୍ତିଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026

You Might Also Like