-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||     

HOME   ଜିଲ୍ଲା

ନୀଳଜି ଉପ୍ରା ବିଦ୍ୟାଳୟର "ବନ ବିହାର ଓ ପ୍ରକୃତି ପର୍ଯ୍ୟବେକ୍ଷଣ" କାର୍ଯ୍ୟକ୍ରମ ଅନୁଷ୍ଠିତ ।

26-Dec-2024



ସିନାପାଲି ( ଚିନ୍ତାମଣି ନେତାମ )
 ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ ନୀଳଜି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଷଷ୍ଠ, ସପ୍ତମ ଓ ଅଷ୍ଟମ ଶ୍ରେଣୀର ଛାତ୍ରଛାତ୍ରୀ ମାନଙ୍କର ସହପାଠ୍ୟ କାର୍ଯ୍ୟକ୍ରମ "ବାର୍ଷିକ ବନବିହାର ଓ ପ୍ରକୃତି ପର୍ଯ୍ୟବେକ୍ଷଣ"  କାର୍ଯ୍ୟକ୍ରମ  ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ  ସତ୍ୟବ୍ରତ ଗହୀରଙ୍କ ମାର୍ଗଦର୍ଶନରେ  ସିନାପାଲିବ୍ଲକର ଜୀବନରେଖା ସଦୃଶ ପ୍ରବାହିତ ଉଦନ୍ତୀ ନଦୀ  ପଠା ଡ଼ୁମେରବାହାଲ ଗ୍ରାମ ନିକଟର ସାନ ଘୁମରଘାଟରେ ଅନୁଷ୍ଠିତ ହୋଇଯାଇଛି।  ବରିଷ୍ଠ ଶିକ୍ଷକ ଶ୍ରୀଯୁକ୍ତ ସେବକ ରାମ ପାତ୍ର, ବିଜ୍ଞାନ ଶିକ୍ଷକ ଶ୍ରୀଯୁକ୍ତ ଧୀରେନ୍ଦ୍ର କୁମାର ସା, ସହଶିକ୍ଷକ ଶ୍ରୀଯୁକ୍ତ ପରମାନନ୍ଦ ମାଝୀ କାର୍ଯ୍ୟକ୍ରମ ଗୁଡିକର ସୁନ୍ଦର, ସରସ ଓ ଆକର୍ଷଣୀୟ ଭାବରେ ଆୟୋଜନ ଓ ପରିଚାଳନା କରିଥିଲେ । ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଶ୍ରୀଯୁକ୍ତ ଶଙ୍କର ନିଆଲ  ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ । ଏହିକାର୍ଯ୍ୟରେ ୧୦୨ ଜଣ ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରି ପ୍ରକୃତିର ସୌନ୍ଦର୍ଯ୍ୟକୁ ନିକଟରୁ ଦେଖି ଆନନ୍ଦ ଉପଭୋଗ  କରିବାସହ  ପାହାଡ଼ର  ଗଛପତ୍ର, ଫୁଲଫଳ ବିଭିନ୍ନ ପ୍ରକାର ମାଟି,ପଥର ନଦୀର ବାଲି, ବାଲି ଗରଡ଼ା, ଛୋଟ ପଥରର ବ୍ୟବହାର, ଜଳ ଧାର,ଜଳଜୀବ, ନଦୀର ଉତ୍ପତି ଓ  ମଣିଷର  ଜୀବନ ଜୀବିକା ବିଷୟରେ ପ୍ରତ୍ୟକ୍ଷ ଜ୍ଞାନ  ଅର୍ଜ୍ଜନ କରିଥିଲେ   । ପରେ ବଣ ଭୋଜି ଓ ସାଂସ୍କୃତିକ କାର୍ଯ୍ୟକ୍ରମ ରେ ଅନ୍ତାକ୍ଷରୀ, ନୃତ୍ୟ ଗୀତର ଆସର ଜମିଥିଲା । ୨୦୨୪ ମସିହାର ଶେଷ ପର୍ଯ୍ୟା 
ୟର  ଏହି କାର୍ଯ୍ୟକ୍ରମ ସହ ଏହିବର୍ଷର ସବୁ ଘଟଣା  ଆଗାମୀଦିନ ରେ ସ୍ମରଣୀୟ ରହିବ ବୋଲି ଅତିଥି ଗଣ ପ୍ରକାଶ କରିଥିଲେ। ଏହି କାର୍ଯ୍ୟକ୍ରମ ସଫଳ କରିବାରେ ଶିକ୍ଷକ ଶ୍ରୀଯୁକ୍ତ ରୁପେଶ କୁମାର ମେହେର, ଶ୍ରୀଯୁକ୍ତ ଜଗନ୍ନାଥ ସୁନାନୀ ଓ ପୂର୍ବ ଶିକ୍ଷୟିତ୍ରୀ ପଙ୍କଜିନୀ ତାଣ୍ଡିଙ୍କର ସହଯୋଗ ରହିଥିଲା ।ବିଦ୍ୟାଳୟର  ତିନିଜଣ ପାଚିକା ଓ ସହାୟିକା ରୁଚିକର ଖାଦ୍ୟ ରନ୍ଧନ ଓ ପରିବେଷଣ କରିଥିଲେ । ଅଷ୍ଟମ ଶ୍ରେଣୀ ଛାତ୍ରୀ କୁମାରୀ ପୁଷ୍ପମଞ୍ଜରୀ ସା ଛାତ୍ରୀ ଓ  ସୁଜିତ ସା  ଛାତ୍ର ମାନଙ୍କର ନେତୃତ୍ୱ ନେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026

You Might Also Like