-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||     

HOME   ଜିଲ୍ଲା

ଜ୍ଞାନ ପ୍ରକାଶ ବଲାଙ୍ଗିର ଜିଲ୍ଲା ଶାଖାର କବିତା ପାଠୋତ୍ସବ ଓ ବନ୍ଧୁ ମିଳନ ଅନୁଷ୍ଠିତ

26-Dec-2024



ତୁଷୁରା(ପଞ୍ଚାନନନାଏକ):  ଏକ ଜାତୀୟସ୍ତରର ପଞ୍ଜିକୃତ ସଂସ୍ଥା ଜ୍ଞାନ ପ୍ରକାଶ ଆନୁକୂଲ୍ୟରେ ବଲାଙ୍ଗିର ଜିଲ୍ଲା ଶାଖାର କବିତା ପାଠୋତ୍ସବ ଓ ବନ୍ଧୁ ମିଳନ କାର୍ଯ୍ୟକ୍ରମ ତୁଷୁରା ସହରସ୍ଥିତ ଅଗ୍ରସେନ ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି। ଜ୍ଞାନ ପ୍ରକାଶ ର ପ୍ରତିଷ୍ଠାତା ଜ୍ଞାନଚାନ୍ଦ ସତପଥୀଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ବିଶିଷ୍ଟ ସାହିତ୍ୟିକ ତଥା ସ୍ତମ୍ଭକାର ବାଗ୍ମୀ ତୁଳସୀ ଜୈନ ଯୋଗଦେଇ ଜ୍ଞାନ ପ୍ରକାଶର ମହନୀୟତା ବଖାଣିବା ସଙ୍ଗେ ସଙ୍ଗେ ଏହା ଏକ ସୁଦୂରପ୍ରସାରୀ ଜ୍ଞାନର ଭଣ୍ଡାର ବୋଲି ମତପୋଷଣ କରିଥିଲେ। ମୁଖ୍ୟବକ୍ତା ଭାବେ ବିଶିଷ୍ଟ କବି ତଥା କୋଶଲ ପ୍ରବାହର ପ୍ରତିଷ୍ଠାତା ସଂପାଦକ ଆନନ୍ଦ ଚନ୍ଦ୍ର ସାହୁ ଯୋଗ ଦେଇ କବି ଓ କବିତାର ବିଭିନ୍ନ ଦିଗ ଉପରେ ଆଲୋଚନା କରିଥିଲେ। ସମ୍ମାନିତ ଅତିଥି ଭାବେ ବିଶିଷ୍ଟ କବି କିଶୋର ଚନ୍ଦ୍ର ମିଶ୍ର, ଶ୍ୟାମ ସୁନ୍ଦର ପ୍ରଧାନ, ବରୁଣ ସାହୁ ଓ ଗୋପିକୃଷ୍ଣ ପଣ୍ଡିଆ ମଞ୍ଚାସୀନ ଥିଲେ। ଉକ୍ତ କାର୍ଯ୍ୟକ୍ରମକୁ ଜ୍ଞାନ ପ୍ରକାଶର ବଲାଙ୍ଗିର ଜିଲ୍ଲା ମୁଖ୍ୟ ଆଶୁକବି ହେମନ୍ତ ଦାଶ ସଭା ସଞ୍ଚାଳନ କରିଥିଲେ । କାର୍ଯ୍ୟକ୍ରମ ପ୍ରାରମ୍ଭରେ ଅନୁପ କୁମାର ମେହେର ସ୍ବାଗତ ସଂଗୀତ ପରିବେଷଣ କରିଥିବା ବେଳେ ସଭା ଶେଷରେ ଗୋପିକୃଷ୍ଣ ପଣ୍ଡିଆ ଧନ୍ୟବାଦ ଅର୍ପଣ

କରିଥିଲେ। କବି ପ୍ରଦୀପ କୁମାର ତ୍ରିପାଠୀ କବିତା ସଂଯୋଜନା କରିଥିଲେ। ଏଥିରେ କବି ଭକ୍ତ ବନ୍ଧୁ ସାହୁ, ସନ୍ତୋଷ କୁମାର ବେହେରା, ପ୍ରହଲ୍ଲାଦ ଦଣ୍ଡସେନା, ନିତ୍ୟାନନ୍ଦ ଷଡ଼ଙ୍ଗୀ, ରାଜୀବ ପ୍ରସାଦ ଭୋଇ, ଶତୃଘ୍ନ ସେଲମା, ଚୁଟୁ ନାଗ,ମୁରଲୀଧର ସାହୁ, ରୋସନ କୁମାର ସାହୁ, ଅମିତ ଭୁଏ, ସୁବଳ କୁମାର ସାହୁ, ହୃଦାନନ୍ଦ ସୁନା, ଦେବାଶିଷ ମହାପାତ୍ର, ସୁଧାକର ପ୍ରଧାନ, ସନ୍ତୋଷ କୁମାର ନାଏକ, ନରସିଂହ ମେହେର, ଶୁଭେନ୍ଦୁ ପ୍ରସାଦ ଷାଣ୍ଢ, ଅବନୀ ସାହୁ, ଅଭୟ ଚରଣ ତ୍ରିପାଠୀ, ପ୍ରକାଶ ଚନ୍ଦ୍ର ସାହୁ, ଶ୍ରୀପାଳ ପଣ୍ଡା, ରାଜ କିଶୋର ପଣ୍ଡା, ଧବଳେଶ୍ଵର ମେହେର, ଜୟରାମ ସାହୁ ଏବଂ କବୟିତ୍ରୀ ବବିତା ନାୟକ, ତୃପ୍ତିମୟୀ ତ୍ରିପାଠୀ, ହୀରାବତୀ ସାହୁ, ବବିତା ଜଟି, ସ୍ମିତା ଜୈନ, କନକଲତା ପଣ୍ଡା ପ୍ରମୁଖ ସ୍ବରଚିତ କବିତା ପାଠ କରିଥିଲେ। ମହେଶ ଶର୍ମା ଓ ଅରୁଣ ଭୋଇ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026

You Might Also Like