-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||     

HOME   ଜିଲ୍ଲା

କୁଚିଣ୍ଡା ରେ ୨୮ ତମ ବିଜୁ ଜନତା ଦଳ ର ପ୍ରତିଷ୍ଠା ଦିବସ ପାଳିତ

26-Dec-2024



ସମ୍ବଲପୁର ଜିଲ୍ଲା କୁଚିଣ୍ଡା ସ୍ଥିତ ଶ୍ରମିକ ଭବନ ଠାରେ କୁଚିଣ୍ଡା ବିଜୁ ଜନତା ଦଳ ପକ୍ଷରୁ ବିଜୁ ଜନତା ଦଳର ୨୮ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ପ୍ରଥମେ କୁଚିଣ୍ଡା ପାଠାଗାର ସ୍ଥିତ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପୂର୍ବକ ପୂଜାର୍ଚ୍ଚନା କରାଯାଇଥିଲା ଏବଂ କୁଚିଣ୍ଡା ଉପଖଣ୍ଡ ଡ଼ାକ୍ତରଖାନା ରେ ରୋଗି ମାନଙ୍କୁ ଫଳ ଓ ବିସ୍କୁଟ ବଣ୍ଟନ କରାଯିବା ପରେ ଶ୍ରମିକ ଭବନ ସଭାଗୃହ ଠାରେ ମାଁ ସମଲେଶ୍ଵରୀ ଙ୍କୁ ପ୍ରାର୍ଥନା ପୁଷ୍ପ ଅର୍ପଣ ପରେ ବିଜୁ ବାବୁଙ୍କ ତୈଳ ଚିତ୍ର ରେ ପୁଷ୍ପ ମାଲ୍ୟାର୍ପଣ କରାଯାଇ ସଭା କାର୍ଯ୍ୟ ଆରମ୍ଭ କରାଯାଇଥିଲା। ଏହି ପ୍ରତିଷ୍ଠା ଦିବସ ଅବସରରେ କୁଚିଣ୍ଡାର ପୁର୍ବତନ ବିଧାୟକ ରାଜେନ୍ଦ୍ର ଛତ୍ରିଆ ଙ୍କ ସଭାପତିତ୍ବରେ ହୋଇଥିବା କାର୍ଯ୍ୟକ୍ରମରେ ସମ୍ବଲପୁର ଜିଲ୍ଲା ପରିଷଦ ସଭାନେତ୍ରୀ କୁମୁଦିନୀ ନାୟକ, କୁଚିଣ୍ଡା ଜୋନ ୧ ନମ୍ବର ଜିଲ୍ଲା ପରିଷଦ ଅଜିତ ମହାପାତ୍ର, କୁଚିଣ୍ଡା ବିଜ୍ଞାପିତ ଅଞ୍ଚଳ ପରିଷଦ ର ଅଧ୍ୟକ୍ଷ ପ୍ରଦ୍ୟୁତ ମହାନ୍ତି, ବ୍ଳକ ଅଧ୍ୟକ୍ଷ ଭୁବନେଶ୍ୱର କିସାନ, ଜମନକିରା ଜିଲ୍ଲା ପରିଷଦ ଜୋନ୍ ୧ ତନୟା ଧୁରୁଆ, ବାମରା ଜିଲ୍ଲା ପରିଷଦ ଜୋନ ୧ କ୍ରିଷ୍ଣା ଟପୋ, ଜିଲ୍ଲା ଉପସଭାପତି ମହମ୍ମଦ ମୃତୁଜା ,ବିଜୁ ଛାତ୍ର ଜନତା ଦଳର ସଭାପତି ଅଭିଳାଷ ଅଗ୍ରୱାଲ, ଗଣେଶ ଅଗ୍ରୱାଲ, ଅଶୋକ ପରିଡ଼ା,ଶୁରେସ ବିସ୍ବଞ୍ଜି,ଉଦୟ ପ୍ରତାପ ସିଂ, ଅରବିନ୍ଦ ସାହୁ, ନବିନ ହୋତା, ଦେବଜାନୀ କାଲୋ,ଟୁନା ସାମଳ,ପ୍ରଶାନ୍ତ ସାହୁ, ସୁଶୀଲ ନାଏକ,ଶୋଭାରାମ ପ୍ରଧାନ,କିଶୋର କିସାନ,ସତୃଘନ ବୁଡା, କୁଚିଣ୍ଡା ଯୁବ ସଭାପତି ବିଜୁ ସାହୁ ପ୍ରମୁଖ ଉପସ୍ଥିତ ରହିଥିବା ବେଳେ ,କୁଚିଣ୍ଡା ବ୍ଳକ ସଭାପତି ଅମୁଲ୍ୟ ମିଶ୍ର ଉକ୍ତ ସଭାକୁ ପରିଚାଳନା କରିଥିଲେ। ଏହି ସଭାରେ ବାମରା, ଜମନକିରା ଏବଂ କୁଚିଣ୍ଡା ବ୍ଳକ ତଥା ଏନ୍ ଏ ସି ର ଶତାଧିକ କର୍ମୀ ଉପସ୍ଥିତ ରହିଥିଲେ।
ସମ୍ବଲପୁର କୁଚିଣ୍ଡାରୁ ସିଲୁ ସୁନାନୀ ଙ୍କ ରିପୋର୍ଟ


News Comment




Photo in News

Advertisment
Lastest News
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026

You Might Also Like