-+91-9937148622 |

prerana_bgr@rediffmail.com |

  Monday 20th April 2026 |

| | | |

R.N.I. Regd No. ODIODI/2010/46693

Breaking News

*ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   (20-Apr-2026)       ||      *କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   (20-Apr-2026)       ||      ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   (20-Apr-2026)       ||      ଠିକାଦାର ଓ ପୂର୍ତ୍ତ ବିଭାଗ ବଳପୂର୍ବକ କାମଆରମ୍ଭ କରିବା ପ୍ରତିବାଦରେ କ୍ଷତିଗ୍ରସ୍ତ ଜମିମାଲିକମାନେ ବରୀ ତହସିଲକାର୍ଯ୍ୟାଳୟ ସମ୍ମୁଖରେ ଧାରଣା   (20-Apr-2026)       ||      ସୁଦିପ୍ତା ମହାନ୍ତିଙ୍କ ବିୟୋଗରେ ପ୍ରବାସୀ ଓଡ଼ିଆ ମହଲରେ ଶୋକର ଛାୟା   (20-Apr-2026)       ||      ଜିଲ୍ଲାସ୍ତରୀୟ କବି ଶ୍ରୀଜୟଦେବ ଜୟନ୍ତୀ ଉତ୍ସବ ପାଳିତ    (20-Apr-2026)       ||      ବଲାଙ୍ଗିରରେ ଅକ୍ଷୟ ତୃତୀୟା, କୃଷକ ଦିବସ ଓ ଅକ୍ଷିମୁଠି ଅନୁକୂଳ ପାଳନ   (20-Apr-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଥାଳଉଠା ସମ୍ପନ୍ନ   (20-Apr-2026)       ||      ଅଜଣା ଗାଡ଼ି ଧକ୍କା ରେ ବାଇକ ଚାଳକ ମୃତ -   (20-Apr-2026)       ||      ବରପାଲିର ବରିଷ୍ଠ ସାମ୍ୱାଦିକ ପ୍ରଭୁ ଚରଣ ମହାନ୍ତିଙ୍କ ପତ୍ନୀ ବିୟୋଗ   (20-Apr-2026)       ||      ବାଗଡିଆରେ ନାମଯଜ୍ଞ ନେଇ କଳସ ଶୋଭାଯାତ୍ରା   (20-Apr-2026)       ||      ଡ଼ଭଲାରେ ରାତ୍ରିକାଳୀନ କ୍ରିକେଟ ମ୍ୟାଚ   (20-Apr-2026)       ||      ବ୍ରହ୍ମ ସମାଜ ପକ୍ଷରୁ ବିନିକାରେ ପର୍ଶୁରାମ ଜୟନ୍ତୀ ପାଲିତ   (20-Apr-2026)       ||      ଜିଲ୍ଲା ବିଜେପି ପକ୍ଷରୁ ମଲିକୁଦରେ ଡଃ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ ।   (20-Apr-2026)       ||      *ଯୋରନ୍ଦାରୁ ୨୧ ଦିନର ପାଦଯାତ୍ରାରେ ମହିମା ଧର୍ମର ସାଧୁଙ୍କ ପାଦଯାତ୍ରା – ସାଧୁସନ୍ଥ ସେବାରେ ଯୁବକଙ୍କ ସହଯୋଗ*   (20-Apr-2026)       ||      ସୁଶ୍ରୀ ଅନୁଷ୍କାଙ୍କ କୃତିତ୍ୱ ଲାଗି ସମ୍ବର୍ଦ୍ଧନା   (20-Apr-2026)       ||      ବାଲି ମାଫିଆଙ୍କ ବାଲି ଚୋରି , ଚାଷୀଙ୍କ ଉପରେ ଦାଦାଗିରି    (20-Apr-2026)       ||      ଡଭଲା ଗ୍ରାମ ଠାରେ ଚତୁର୍ଥ ମା ମାହେଶ୍ୱରୀ ଦୁଇ ଦିନିଆ କ୍ରିକେଟ ମ୍ୟାଚ ଉଦଘାଟିତ    (19-Apr-2026)       ||      ସାଇଟ ନର୍ସିଂ କଲେଜରେ ଶପଥ ଗ୍ରହଣ ଉତ୍ସବ   (19-Apr-2026)       ||      ଶତ ପ୍ରତିଶତ ନମ୍ବର ରଖି ଜିଲ୍ଲା ପାଇଁ ସୁନାମ ଆଣିଲେ କୁମାର ଅଭିନବ*- *ଶୁଭେଛା ଜଣାଇଲେ ଜିଲ୍ଲାପାଳ   (19-Apr-2026)       ||     

HOME   ଜିଲ୍ଲା

ପାହାଡ଼ରୁ ବିବାହିତ ପ୍ରେମୀ ଯୁଗଳଙ୍କ ଝୁଲନ୍ତା ମୃତଦେହ ଠାବ

26-Dec-2024



 ବ୍ରହ୍ମପୁର ସଦର ଥାନା ଅଲାରିଗଡ ଗ୍ରାମ ନିକଟ ପାହାଡ ଉପରୁ ବିବାହିତ ପ୍ରେମୀ ଯୁଗଳଙ୍କ ଝୁଲନ୍ତା ମୃତଦେହ ଠାବ ହୋଇଛି । ମୃତ ପ୍ରେମୀ ଯୁଗଳମାନେ ହେଲେ ପାଟପୁର ଥାନା ପାଟପୁର ଗ୍ରାମର ସନ୍ତୋଷ ସାହୁଙ୍କ ସ୍ତ୍ରୀ ସୁମିତ୍ରା ସାହୁ ଓ ପୁରୁଷ ଜଣଙ୍କ ହେଲେ ପାଟପୁର ଥାନା ରାଧାଦେଈପୁର ଗ୍ରାମର ସିମାଞ୍ଚଳ ସାହୁଙ୍କ ପୁଅ ରାଜେନ୍ଦ୍ର ସାହୁ ।  ମୃତ ମହିଳା ଙ୍କ ୩ଟି ଛୁଆ ଥିବା ବେଳେ ଉଭୟଙ୍କ ମଧ୍ୟରେ ବହୁ ଦିନରୁ ପ୍ରେମ ସମ୍ପର୍କ ଗଢିଥିଲା ।ଉଭୟ ଗତ ଡିସେମ୍ବର ୧୯ତାରିଖରୁ ନିଖୋଜ ଥିଲେ। ଏନେଇ ପାଟପୁର ଥାନାରେ ଅଭିଯୋଗ ହୋଇଥିଲା । ଆଜିର ଏହି ଅଘଟଣ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଉଦ୍ଧାର କରି ପଞ୍ଚନାମା ପରେ ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ପଠାଇବେ ବୋଲି ଜଣାପଡିଛି।

(କୈଳାଶ ଚନ୍ଦ୍ର ଚୌଧୁରୀଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
*ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   20-Apr-2026
  ଜିଲ୍ଲା  
*କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   20-Apr-2026
  ଜିଲ୍ଲା  
ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   20-Apr-2026
  ଜିଲ୍ଲା  
ଠିକାଦାର ଓ ପୂର୍ତ୍ତ ବିଭାଗ ବଳପୂର୍ବକ କାମଆରମ୍ଭ କରିବା ପ୍ରତିବାଦରେ କ୍ଷତିଗ୍ରସ୍ତ ଜମିମାଲିକମାନେ ବରୀ ତହସିଲକାର୍ଯ୍ୟାଳୟ ସମ୍ମୁଖରେ ଧାରଣା   20-Apr-2026
  ଜିଲ୍ଲା  
ସୁଦିପ୍ତା ମହାନ୍ତିଙ୍କ ବିୟୋଗରେ ପ୍ରବାସୀ ଓଡ଼ିଆ ମହଲରେ ଶୋକର ଛାୟା   20-Apr-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ କବି ଶ୍ରୀଜୟଦେବ ଜୟନ୍ତୀ ଉତ୍ସବ ପାଳିତ   20-Apr-2026
  ଜିଲ୍ଲା  
ବଲାଙ୍ଗିରରେ ଅକ୍ଷୟ ତୃତୀୟା, କୃଷକ ଦିବସ ଓ ଅକ୍ଷିମୁଠି ଅନୁକୂଳ ପାଳନ   20-Apr-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଥାଳଉଠା ସମ୍ପନ୍ନ   20-Apr-2026
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କା ରେ ବାଇକ ଚାଳକ ମୃତ -   20-Apr-2026
  ଜିଲ୍ଲା  
ବରପାଲିର ବରିଷ୍ଠ ସାମ୍ୱାଦିକ ପ୍ରଭୁ ଚରଣ ମହାନ୍ତିଙ୍କ ପତ୍ନୀ ବିୟୋଗ   20-Apr-2026
  ଜିଲ୍ଲା  
ବାଗଡିଆରେ ନାମଯଜ୍ଞ ନେଇ କଳସ ଶୋଭାଯାତ୍ରା   20-Apr-2026
  ଜିଲ୍ଲା  
ଡ଼ଭଲାରେ ରାତ୍ରିକାଳୀନ କ୍ରିକେଟ ମ୍ୟାଚ   20-Apr-2026

You Might Also Like