-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

*କୋଶଳ ଉଚ୍ଚ ବିଦ୍ୟାଳୟ ର ଦଶମ ବାର୍ଷିକୋତ୍ସବ ଧୁମଧାମ ରେ ପାଳିତ*- *ଯୋଗ ଦେଲେ ସୋନପୁର ର ବିଧାୟକ*-

26-Dec-2024



ସୋନପୁର (ମନୋରଞ୍ଜନ ତ୍ରିପାଠୀ ) ସୋନପୁର କୋଶଳ ଉଚ୍ଚ ବିଦ୍ୟାଳୟ ଠାରେ ୧୦ ତମ ବାର୍ଷିକ ଉତ୍ସବ ମହା ସମାରୋହରେ ପାଳିତ ହୋଇଛି l ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବରେ ସୋନପୁର ବିଧାୟକ ତଥା ପ୍ରାକ୍ତନ ଅର୍ଥ ମନ୍ତ୍ରୀ ଶ୍ରୀ ନିରଞ୍ଜନ ପୂଜାରୀ ଯୋଗ ଦେଇ ଭଲ ମଣିଷ ହେବାକୁ ପ୍ରେରଣା ପ୍ରଦାନ କରିଥିଲେ l ବିଭିନ୍ନ କ୍ଷେତ୍ର ରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ର ଛାତ୍ରୀ ଙ୍କୁ  ପୁରସ୍କୃତ କରିଥିଲେ l ମୁଖ୍ୟ ବକ୍ତା ଭାବରେ ଖୋଲାଫର୍ଦ ଖବର କାଗଜର ମୁଖ୍ୟ ପରିଚାଳକ ତଥା ଚିପ୍ ଏଡିଟର ବିମଳ କୁମାର ଭଞ୍ଜଦେଓ ସମ୍ମାନୀତ ଅତିଥି ଯୋଗଦେଇଥିବାବେଳେ  ପ୍ରାକ୍ତନ ମତ୍ସ୍ୟ ନିଗମ ଅଧ୍ୟକ୍ଷ ଶ୍ରୀଯୁକ୍ତ ଅଭିମନ୍ୟୁ କୁଶଳ, ସୁବର୍ଣ୍ଣପୁର ଜିଲ୍ଲା ତଥା ସମଗ୍ର ଓଡ଼ିଶାରେ ସୁପରିଚୟ ସୃଷ୍ଟି କରିଥିବା ବିଦ୍ୟାଳୟ ସଭାପତି ଶ୍ରୀଯୁକ୍ତ ଶ୍ରୀବତ୍ସ ମଲ୍ଲିକ ଯୋଗ ଦେଇ ଥିଲେ l ଛାତ୍ରଛାତ୍ରୀ ଙ୍କ ଦ୍ଵାରା ଚିତାକର୍ଶକ ସାଂସ୍କୃତିକ କାର୍ଯ୍ୟକ୍ରମ ଗୀତ ନାଚ ପରିବେଷଣ କରଯାଇଥିଲା l ଛାତ୍ରଛାତ୍ରୀଙ୍କ ଜୀବନରେ ଅଜ୍ଞାନ ରୂପକ ଅନ୍ଧକାର ଦୂରିଭୂତ କରିବା ସହିତ କିପରି ବିଦ୍ୟାଳୟ ଜ୍ଞାନର ପ୍ରକାଶରେ ଛାତ୍ରଛାତ୍ରୀଙ୍କ ଭବିଷ୍ୟତକୁ ଉଜ୍ଜଳମୟ କରୁଛି ସେ ସଂପର୍କରେ ତାଙ୍କ ଅଭିଭାଷଣ ପ୍ରଦାନ କରିଥିଲେ ମୁଖ୍ୟ ଅତିଥି  ।ଛାତ୍ରଛାତ୍ରୀମାନେ ସମୟାନୁବର୍ତ୍ତିତା ହେବା ସହିତ ନିଷ୍ଠାର ସହିତ ଜ୍ଞାନ ଆହରଣ ପାଇଁ କଠିନ ଶ୍ରମ ବଳରେ ନିଜ ,ନିଜ ପରିବାର ଓ ସଂପର୍କିୟ ତଥା ସାମାଜିକ ସ୍ତରରେ କିପରି ନିଜକୁ ପ୍ରତିଷ୍ଠା କରିବା ସହିତ ପରୋପକାରୀ ମଣିଷ ଭାବେ ନିଜକୁ ଗଢି ତୋଳିବେ ସେ ସଂପର୍କରେ ଛାତ୍ରଛାତ୍ରୀଙ୍କ ଭିତରେ ଅଧ୍ୟୟନ ପ୍ରତି ଅହେତୁକ ଆକର୍ଷଣ ଜନ୍ମାଇବାର ପ୍ରୟାସ କରିଥିଲେ।ପୁନଃ ଦ୍ବିତୀୟ ଅଧିବେଶନରେ ସୁବର୍ଣ୍ଣପୁର ଜିଲ୍ଲାର ଉପଜିଲ୍ଲାପାଳ ଡକ୍ଟର ସୋମ୍ୟରୁପା ରଥ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଶିଶୁ ଶିକ୍ଷକଙ୍କ ପାଇଁ ଆଗ୍ରହୀ ଓ ଉତ୍ସୁକିତ ବାଣୀ ପ୍ରଦାନ କରି ଉଲ୍ଲଷିତ କରିଥିଲେ | ସମ୍ମାନିତ ଅତିଥି ଭାବରେ  ସୁବର୍ଣ୍ଣପୁର ଜିଲ୍ଳାର ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ଶ୍ରୀମତୀ ମଞ୍ଜୁଳାତ ଭୋଇ ଉପସଭାପତି ଶ୍ରୀଯୁକ୍ତ ପ୍ରଫୁଲ୍ଲ କୁମାର ନାଏକ ପ୍ରମୁଖ ଉପସ୍ଥିତ ରହି ବିଦ୍ୟାଳୟକୁ ସୋନପୁରର ଶ୍ରେଷ୍ଠ ବିଦ୍ୟାଳୟ କରିବାର ବାର୍ତ୍ତା ଦେଇଥିଲେ |ଏହି କାର୍ଯ୍ୟକ୍ରମରେ ଅନେକ ମାନ୍ୟଗଣ୍ୟ ତଥା ବିଦ୍ୟାଳୟର ଶୁଭେଚ୍ଛା ଓ ଅଗ୍ରଗତିର ପଥ ପ୍ରଦର୍ଶକମାନଙ୍କୁ ମାନପତ୍ର ଦେଇ ସମ୍ମାନିତ କରାଯାଇଥିଲା |କାର୍ଯ୍ୟକ୍ରମ ପ୍ରାରମ୍ଭରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ପରମା ନାଏକ ସ୍ୱାଗତ ଅଭିଭାଷଣ, ଅତିଥି ପରିଚୟ ରଖିବା ସଙ୍ଗେ ବାର୍ଷିକ ବିବରଣୀ ପଠନ କରିଥିଲେ |ସମ୍ପାଦକ ଶ୍ରୀଯୁକ୍ତ ସଞ୍ଜୟ କୁମାର ସାହୁ ସଭିଙ୍କ ଉଦ୍ଧେଶ୍ୟରେ ଧନ୍ୟବାଦ ପ୍ରଦାନ କରିଥିଲେ | ଶ୍ରୀଯୁକ୍ତ ପିତାମ୍ବର ମହାପାତ୍ର ବିଦ୍ୟାଳୟର ପ୍ରମୁଖ ଉପଦେଷ୍ଟା ସମସ୍ତ କାର୍ଯ୍ୟକ୍ରମର ରୂପରେଖ ପ୍ରଦାନ କରିଥିବାବେଳେ ସହ ପ୍ରଧାନ ଆଚାର୍ଯ୍ୟା ସୁଶ୍ରୀ ସ୍ମିତାରାଣୀ ନାୟକ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ | ବିଦ୍ୟାଳୟର ପ୍ରମୋଦ ସାହୁ, କିଷାନ ମାଝୀ, ତତ୍ତ୍ୱଦର୍ଶୀ ମେଣ୍ଡିଲି ରୋହିତ ଭୋଇନା, ଦୀପ୍ତି ପଲିଆ, ସୁଜାତା ନାଏକ, ବୁଲି ବିଶ୍ୱାଳ, କାମିନୀ ଜେନା, ଗୌରୀ ବଗର୍ତ୍ତୀ, ଦିପ୍ତିମୟୀ ରଥ, ରମିଲା ସାହୁ, ଦୁଶିଲା ପଧାନ, ମନୀଷା ସାହୁ, ଲଷ୍ମୀ ସାହୁ,ପ୍ରତିଭା ନାଏକ, ଜ୍ୟୋତିରଞ୍ଜନ ଭୋଇ, ଆନିଷ ନାରାୟଣ ପୁଟେଲ ପ୍ରଭୁତି ଶିକ୍ଷକ ଶିକ୍ଷୟତ୍ରୀ  ଛାତ୍ରଛାତ୍ରୀ କାର୍ଯ୍ୟକ୍ରମର ସଫଳ ରୂପାୟନ କରିଥିଲେ |


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like