-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

କରଞ୍ଜିଆ ଠାରେ ବିଜେଡିର ୨୮ତମ ପ୍ରତିଷ୍ଠା ଦିବସରେ  ସାମିଲ ବହୁ ସଂଖ୍ୟକ ମହିଳା

26-Dec-2024



ମୟୁରଭଞ୍ଜ:  ୧୯୯୭ ମସିହାରେ ଗଠନ ହୋଇଥିଲା ପାର୍ଟି । ୨୦୦୦ ମସିହାରୁ ଦଳ ସରକାରରେ ରହି ଆସିଥିଲା। ଆଜି ଡିସେମ୍ବର ୨୬ ଦଳକୁ ୨୭ ପୂରି ୨୮ ଚାଲିଲା। ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ବିକଶିତ ଓଡିଶାର ସ୍ୱପ୍ନକୁ ସାକାର କରିବାରେ ନବୀନଙ୍କ ଭୂମିକା ଖୁବ୍‌ ଗୁରୁତ୍ୱପୂର୍ଣ୍ଣ ରହିଛି । ଏଥିପାଇଁ ଦଳର ପ୍ରତିଷ୍ଠା ଦିବସକୁ ଧୁମ୍ ଧାମରେ ପାଳନ କରିବା ପାଇଁ ଦଳୀୟ କର୍ମୀଙ୍କ ମଧ୍ୟରେ ଉତ୍ସାହ ଦେଖାଯାଇଛି। ଦେଶର ଏକ ଶକ୍ତିଶାଳୀ ଆଞ୍ଚଳିକ ଦଳ ଭାବେ।ପ୍ରଥମ ଥର ପାଇଁ ସରକାରରୁ ହଟିିବା ପରେ ପ୍ରତିଷ୍ଠା ଦିବସ ପାଳନ କରୁଛି ବିଜେଡି। ୨୭ ବର୍ଷର ସେବା ଦେଇଥିବା ବିଜେଡି ଦଳର ପ୍ରତିଷ୍ଠା ଦିବସ ଉପଲକ୍ଷେ ବିଭିନ୍ନ ସ୍ଥାନରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି । ଏହି ପାରିପେଖିରେ କରଞ୍ଜିଆ ନିର୍ବାଚନ ମଣ୍ଡଳ ସ୍ତରୀୟ ୨୮ତମ ପ୍ରତିଷ୍ଠା ଦିବସ ପାଳନ ହୋଇଯାଇ ଅଛି। ଦିବା ୧୧ଘଟିକା ୩୦ମିନିଟ୍ ସମୟରେ କରଞ୍ଜିଆ ଏନ୍ଏସି କଲ୍ୟାଣୀ ମଣ୍ଡପ ଠାରେ ମୁଖ୍ୟଅତିଥି

ଭାବେ ପୂର୍ବତନ ବିଧାୟିକା ତଥା ମିଶନ ଶକ୍ତି ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ ଯୋଗ ଦେଇ ପ୍ରଥମେ ଅତିଥିଗଣ ପ୍ରଭୂ ଜଗତର ନାଥ ଜଗନ୍ନାଥଙ୍କ ଫୋଟ ଚିତ୍ର ଏବଂ ବିଜୁ ପଟ୍ଟନାୟକଙ୍କ ଫୋଟ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରି ସଭା ଆରମ୍ଭ କରିଥିଲେ। ଆଜି କରଞ୍ଜିଆ ଏନ୍ ଏ ସି କଲ୍ୟାଣ ମଣ୍ଡପ ଠାରେ ଯେଉଁ ସମାବେଶ ଅନୁଷ୍ଠିତ ହୋଇଥିଲା ଏହି ସମାବେଶରେ ବହୁ ସଂଖ୍ୟକ ମହିଳାଙ୍କ ଉପସ୍ଥିତି ପରିଲକ୍ଷିତ ହୋଇଥିଲା । ତେବେ ସମାବେଶର ଆୟୋଜନ ସହିତ ସଭାମଞ୍ଚରେ ଉପସ୍ଥିତ ନେତାମାନଙ୍କ ଭାଷଣ ବିଜେଡି କର୍ମୀମାନଙ୍କୁ ବେଶ ଉତ୍ସାହିତ କରିଥିଲା ।

(ମୟୂରଭଞ୍ଜ ରାଇରଙ୍ଗପୁରରୁ ଶ୍ଯାମଳେନ୍ଦୁ ପରିଡାଙ୍କ  ରିପୋର୍ଟ)


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like