-+91-9937148622 |

prerana_bgr@rediffmail.com |

  Wednesday 29th July 2026 |

| | | |

R.N.I. Regd No. ODIODI/2010/46693

Breaking News

*ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   (29-Jul-2026)       ||      ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   (28-Jul-2026)       ||      "ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   (28-Jul-2026)       ||      ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ    (28-Jul-2026)       ||      ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   (28-Jul-2026)       ||      ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   (28-Jul-2026)       ||      ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (28-Jul-2026)       ||      ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (28-Jul-2026)       ||      ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||      ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ    (27-Jul-2026)       ||      ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   (27-Jul-2026)       ||      ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   (27-Jul-2026)       ||      ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   (27-Jul-2026)       ||      *ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   (27-Jul-2026)       ||      ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   (27-Jul-2026)       ||      ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (26-Jul-2026)       ||      ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||     

HOME   ଜିଲ୍ଲା

ଝାରମୁଣ୍ଡା ଠାରେ ବିଜେଡ଼ି ର ନିର୍ବାଚନ ମଣ୍ଡଳୀ ସ୍ତରୀୟ ୨୮ ତମ ପ୍ରତିଷ୍ଠା ଦିବସ ପାଳିତ

26-Dec-2024



ଲୋଇସିଂହା, (ବିନୋଦ ଦୀପ) ଆଜି ବଲାଙ୍ଗୀର ଜିଲ୍ଲା ଲୋଇସିଂହା ନିର୍ବାଚନ ମଣ୍ଡଳୀ ତଥା ଲୋଇସିଂହା ବ୍ଲକ ଅନ୍ତର୍ଗତ ଝାରମୁଣ୍ଡା ଠାରେ ବିଜେଡ଼ି ର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ ହୋଇ ଯାଇଛି l ଲୋଇସିଂହା ବ୍ଲକ୍ ସଭାପତି ଶ୍ରୀ ହୃଦାନନ୍ଦ ବେହେରା ଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ଉକ୍ତ ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବରେ ଲୋଇସିଂହା ନିର୍ବାଚନ ମଣ୍ଡଳୀ ବିଜେଡ଼ି ପ୍ରାର୍ଥୀ ଶ୍ରୀ ନିହାର ରଞ୍ଜନ ବେହେରା ଯୋଗ ଦେଇଥିଲେ l ତା ସହିତ ଲୋଇସିଂହା ବ୍ଲକ୍ ବିଜେଡ଼ି ସଭାପତି ଶ୍ରୀ ହୃଦାନନ୍ଦ ବେହେରା, ଆଗଲପୁର ବ୍ଲକ ବିଜେଡ଼ି ସଭାପତି ଶ୍ରୀ ପଞ୍ଚୁ ପଧାନ୍, ପୁଇନ୍ତଲା ବ୍ଲକ ଅଧ୍ୟକ୍ଷ ଶ୍ରୀ ସରୋଜ ପଧାନ୍ ଓ ପୁଇନ୍ତଳା ବ୍ଲକ ବିଜେଡ଼ି ବିଷ୍ଣୁ ପଟେଲ ଉପସ୍ଥିତ ଥିଲେ l ଏହାସହ ଆଗଲପୁର ବ୍ଲକ ଉପାଧ୍ୟକ୍ଷା ଶ୍ରୀମତୀ ନିରୁପମା ପଧାନ୍, ଲୋଇସିଂହା ଜୋନ 33 ର ଜିଲ୍ଲାପରିଷଦ ସଭ୍ୟା ଶ୍ରୀମତୀ ଲିଲିମା ବେହେରା, ଜୋନ 2 ର ଜିଲ୍ଲାପରିଷଦ ସଭ୍ୟା ଶ୍ରୀମତୀ ବୀଣାପାଣି ଦାସ, ଜିଲ୍ଲା ପରିଷଦ ସଭ୍ୟା ସଂଯୁକ୍ତା ବରିହା ଉପସ୍ଥିତ ଥିଲେ l

ଲୋଇସିଂହା ବ୍ଲକ୍ ର ବିଜେଡ଼ି ମହିଳା ସଭାନେତ୍ରୀ ଶ୍ରୀମତୀ ଜୋତ୍ସ୍ନାମୟୀ ନାଗ ମଧ୍ୟ ଯୋଗ ଦେଇଥିଲେ l ଆଗଲପୁର ବ୍ଲକ ବିଜେଡ଼ି ଯୁବ ସଭାପତି ଶ୍ରୀ ନାରାୟଣ ସାହୁ ଓ ଲୋଇସିଂହା ବ୍ଲକ୍ ଯୁବ ସଭାପତି ଶ୍ରୀ ପ୍ରକାଶ ମହାରଣା, ବିଜେଡି ଛାତ୍ର ଉପ ସଭାପତି ତିବଳୁ କଦମ ଯୋଗ ଦେଇଥିଲେ l ବିଭିନ୍ନ ପଂଚାୟତ ର ସରପଞ୍ଚ ଓ ସମିତି ସଭ୍ୟ ମାନେ ମଧ୍ୟ ଯୋଗ ଦେଇଥିଲେ l ଏହାସହ ଶତାଧିକ ସଂଖ୍ୟାରେ ବିଜେଡ଼ି କର୍ମୀ ମାନେ ଯୋଗ ଦେଇ ପ୍ରତିଷ୍ଠା ଦିବସ ରେ ସାମିଲ ହୋଇଥିଲେ l ଶେଷରେ ଝାରମୁଣ୍ଡା ଏଥେଲେଟିକ ଆସୋସିଏସନ୍ ସଭାପତି ଶ୍ରୀ ଶ୍ୟାମସୁନ୍ଦର୍ ମେହେର ଧନ୍ୟବାଦ୍ ଅର୍ପଣ କରିଥିଲେ l ଆଗକୁ ଦଳ କିପରି ଆହୁରି ମଜବୁତ୍ ହୋଇ ଦୃଢ଼ ସଂଗଠିତ ହୋଇ କିପରି ସୁଦୃଢ ହୋଇ ପାରିବ ସେ ବିଷୟରେ ସମସ୍ତ ଅତିଥି ମତାମତ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   29-Jul-2026
  ଜିଲ୍ଲା  
ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   28-Jul-2026
  ଜିଲ୍ଲା  
"ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   28-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ   28-Jul-2026
  ରାଜ୍ୟ  
ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   28-Jul-2026
  ରାଜ୍ୟ  
ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   28-Jul-2026
  ଜିଲ୍ଲା  
ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   28-Jul-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   28-Jul-2026
  ଜିଲ୍ଲା  
ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   27-Jul-2026
  ଜିଲ୍ଲା  
ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   27-Jul-2026
  ଜିଲ୍ଲା  
ପାଣି ଘେରରେ ଲୋଇସିଂହା ବ୍ଲକ   27-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   27-Jul-2026

You Might Also Like