-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଅମିତ ଶାହଙ୍କ କୁଶପୁତ୍ତଳିକା ଦାହ ଓ ବିଡ଼ିଓ ଙ୍କୁ ଦାବୀ ପତ୍ର ପ୍ରଦାନ 

26-Dec-2024



ତରଭା(କପିଳାସ ସେଠ୍)କେନ୍ଦ୍ରଗୃହ ମନ୍ତ୍ରୀ ଅମିତ ଶାହ  ସାଂସଦ ଭବନ ରେ ସମ୍ମିଧାନ ପ୍ରଣେତା ବାବାସାହେବ ଡ଼ଃ ଆମ୍ବେଦକରଙ୍କ ପ୍ରତି ଅପମାନ ଜନକ ମନ୍ତବ୍ୟ ବିରୋଧ ରେ  ଅନୁସୂଚିତ ଜାତି, ଜନଜାତି, ପଛୁଆ ବର୍ଗ ଓ ସଂଖ୍ୟା ଲଘୁ ସମୁନ୍ନୟ ସମିତି ଓଡିଶା ତରଭା ଶାଖା ପକ୍ଷରୁ ଆଜି ତରଭା ବ୍ଲକ ସମ୍ମୁଖରେ ଅମିତ ଶାହ ଙ୍କ କୁଶ ପୁତ୍ତଳିକା ଦାହ କରାଯିବା ସହ ଦେଶର ଉପରାଷ୍ଟ୍ରପତି ଙ୍କଉଦେଶ୍ୟରେ ତରଭାବିଡ଼ିଓ ଗଙ୍ଗାରାମ ବୁଡ଼େକ ଙ୍କୁ ୨ ଦଫା ଦାବୀପତ୍ର ପ୍ରଦାନ କରାଯାଇଥିଲା I ତରଭା ବ୍ଲକ ର ବିଭିନ୍ନ ଅଂଚଳ ରୁ ଆସିଥିବା ଏହି ସମ୍ପ୍ରଦାୟ ବ୍ୟକ୍ତି, ନେତା ସଂଗଠକ ଏକତ୍ରିତ ହୋଇ ବାବା ସାହେବ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟା ଅର୍ପଣ କରାଯାଇ ବିଭିନ୍ନ ଅମିତ ଶାହ ବିରୋଧ ସ୍ଲୋଗାନ ଦେବା ସହ ମତ ରଖିଥିଲେ ଓ କୁଶ ପୁତ୍ତଲିକା ଦାହ କରିଥିଲେ Iଦାବୀ ପତ୍ର ପ୍ରଦାନ ଓ କୁଶ ପୁତ୍ତଳିକା ଦାହ ସମୟରେ ତରଭା ବ୍ଲକ ଆମ୍ବେଦକର ସାମାଜିକ ସେବା ସଂଘ ର ସଭାପତି ବୈକୁଣ୍ଠଶ୍ୱର ବାରିକଙ୍କ ନେତୃତ୍ୱ ନେଇ ଥିଲେ I  ଜିଲ୍ଲା ଏସ ସି ଏସଟି ମିଳିତ ସଂଘ ସଭାପତି ଅଚୁତ ଛତର, ବିନିକା ବ୍ଲକ ଏସ ସି ଏସଟି ସଂଘ ସଭାପତି ମହେନ୍ଦ୍ର ସୁନା ବିଏମପୁର ଭୀମ ଆର୍ମି ସଭାପତି ପ୍ରଦୀପ ଜାଲ, ପଶ୍ଚିମ ଓଡିଶା ନାରୀ ସଂଗଠନ ଏସ ସି ଏସ ଟି ସଭାପତି ମନୀଷା ଦୀପ, ଓ ବାସନ୍ତୀ ମହାନନ୍ଦଙ୍କ ସହ ପ୍ରକାଶ ହରିପାଳ, କୁଶଳେଶ୍ୱର ସୁନା, ନକୁଳ ନନ୍ଦ,ରତ୍ନା ତାଣ୍ଡି, ସୁଶୀଳ ମଲ୍ଲିକ ପ୍ରମୁଖ ଶତାଧିକ ସଭ୍ୟ ଉପସ୍ଥିତ ଥିଲେ  I 
ତରଭା


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like