-+91-9937148622 |

prerana_bgr@rediffmail.com |

  Wednesday 29th July 2026 |

| | | |

R.N.I. Regd No. ODIODI/2010/46693

Breaking News

*ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   (29-Jul-2026)       ||      ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   (28-Jul-2026)       ||      "ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   (28-Jul-2026)       ||      ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ    (28-Jul-2026)       ||      ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   (28-Jul-2026)       ||      ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   (28-Jul-2026)       ||      ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (28-Jul-2026)       ||      ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (28-Jul-2026)       ||      ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||      ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ    (27-Jul-2026)       ||      ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   (27-Jul-2026)       ||      ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   (27-Jul-2026)       ||      ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   (27-Jul-2026)       ||      *ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   (27-Jul-2026)       ||      ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   (27-Jul-2026)       ||      ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (26-Jul-2026)       ||      ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||     

HOME   ରାଜ୍ୟ

ଓଷ୍ଟା ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ୨୦୨୪ ରେ ଯୋଗ ଦେବାପାଇଁ କଟକ ଗ୍ରସ୍ତରେ ବରଗଡ଼ ର ୧୦ ଜଣ ଛାତ୍ର ଛାତ୍ରୀ ଓ ଗାଇଡ ଶିକ୍ଷକ

26-Dec-2024



ଅତାବିରା (ଆକାଶ ମିଶ୍ର): ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ ପକ୍ଷରୁ  ୧୯୭୯ ମସିହାରୁ  ଆରମ୍ଭ ହୋଇଥିବା ଶିଶୁ ପ୍ରତିଭା ଅନ୍ୱେଷଣ କାର୍ଯ୍ୟକ୍ରମ "ଶିଶୁ ଉତ୍ସବ " ର ରାଜ୍ୟ  ସ୍ତରୀୟ ଶିଶୁ ଉତ୍ସବ ୨୦୨୪ ଓଷ୍ଟା  ର ମୁଖ୍ୟ କାର୍ଯ୍ୟାଳୟ  କଟକ ରେ ଆୟୋଜିତ ହେବାକୁ ଯାଉଛି  ।  । ଆସନ୍ତା ୨୭ ତାରିଖରୁ   ୩୦ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ଏହି  ରାଜ୍ୟସ୍ତରୀୟ ଶିଶୁ ଉତ୍ସବ ରେ  ଯୋଗ ଦେବା ପାଇଁ ଓଷ୍ଟା ଜିଲ୍ଲା   ସଭାପତି ନନ୍ଦଲାଲ ନାୟକ ଙ୍କ ତତ୍ତ୍ଵାବଧାନରେ ବରଗଡ଼ ଜିଲ୍ଲା ର ବିଭିନ୍ନ

ବିଦ୍ୟାଳୟ ରୁ  ୧୦ ଜଣ ଛାତ୍ର ଛାତ୍ରୀ ଆଜି ବାହାରିଛନ୍ତି କଟକ  ଗସ୍ତରେ ।  ଏମାନଙ୍କ ସହ ଗାଇଡ  ଶିକ୍ଷକ ଭାବରେ ରହିଛନ୍ତି ଜିଲ୍ଲା ଉପ ସଭାପତି ଅନୁସୂୟା ଦେବତା ଓ  ଚୂଳ ସୁନ୍ଦର୍ ମେହେର,  ସହ ସମ୍ପାଦକ ସଚ୍ଚିଦାନନ୍ଦ ପ୍ରଧାନ, ଜିଲ୍ଲା ଉପଦେଷ୍ଟା   ପ୍ରିତିରଞ୍ଜନ ପ୍ରଧାନ ଓ ଗୋକୁଳାନନ୍ଦ ଡନସନା, କାର୍ଯ୍ୟକାରୀ ସଭ୍ୟ  ଭାଗିରଥି ପ୍ରଧାନ ପ୍ରମୁଖ ରହିଛନ୍ତି । ଜିଲ୍ଲା ସ୍ତରରେ ହୋଇଥିବା ଶିଶୁ ମେଳା ରେ ତର୍କ, କଣ୍ଠ ସଙ୍ଗୀତ, ଆବୃତ୍ତି, ଚିତ୍ରାଙ୍କନ, ଗଳ୍ପ ଲିଖନ, କବିତା ଲିଖନ, ଏକକ ଅଭିନୟ, ଏକକ ନୃତ୍ୟ  ସାଧାରଣ ଜ୍ଞାନ ଓ ବୁଦ୍ଧି ପରୀକ୍ଷା ଆଦି ଦଶ ଟି ବିଷୟରେ ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ର ଛାତ୍ରୀ ମାନେ ରାଜ୍ୟସ୍ତର ରେ ପ୍ରତିଯୋଗୀତା କରିବା ପାଇଁ ଆଜି  ଯାଉଛନ୍ତି । ରାଜ୍ୟ କାର୍ଯ୍ୟକାରୀ ସଭାପତି ନୀଳମଣି ପୁରୋହିତ,  ସହ ସଂପାଦକ ଆଶୁତୋଷ ପ୍ରସାଦ ରଥ ଜିଲ୍ଲା  ସମ୍ପାଦକ ସଞ୍ଜୟ ସିଂ , ଛାତ୍ରଛାତ୍ରୀ ମାନଙ୍କ ସଫଳତା କାମନା କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   29-Jul-2026
  ଜିଲ୍ଲା  
ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   28-Jul-2026
  ଜିଲ୍ଲା  
"ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   28-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ   28-Jul-2026
  ରାଜ୍ୟ  
ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   28-Jul-2026
  ରାଜ୍ୟ  
ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   28-Jul-2026
  ଜିଲ୍ଲା  
ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   28-Jul-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   28-Jul-2026
  ଜିଲ୍ଲା  
ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   27-Jul-2026
  ଜିଲ୍ଲା  
ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   27-Jul-2026
  ଜିଲ୍ଲା  
ପାଣି ଘେରରେ ଲୋଇସିଂହା ବ୍ଲକ   27-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   27-Jul-2026

You Might Also Like