-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର: ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ଅବସରରେ ପ୍ରସ୍ତୁତି ବୈଠକ

26-Dec-2024



ବଲାଙ୍ଗିର(ପ୍ରେରଣା ଖବର):  ଆଜି ଅପରାହ୍ନରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଅତିରିକ୍ତ ଜିଲ୍ଲାପାଳ ଡ଼ ବିଜୟାନନ୍ଦ ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି । ଏହି ବୈଠକରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଜି ଏନ ମଲ୍ଲିକ, ବଲାଙ୍ଗିର ଉପଜିଲ୍ଲାପାଳ ଆଲୋକ ପଟେଲ, ଉପଖଣ୍ଡ ଆରକ୍ଷୀ ଅଧିକାରୀ ପ୍ରଦୀପ ସାହୁଙ୍କ ସମେତ ସହରର ମାନ୍ୟଗଣ୍ୟ ବ୍ୟକ୍ତି, ବୁଦ୍ଧିଜୀବୀ ,ବିଭିନ୍ନ ବିଭାଗର ଅଧିକାରୀ, ସାଂସ୍କୃତିକ ଓ ସାମାଜିକ ଅନୁଷ୍ଠାନ ର କର୍ମକର୍ତ୍ତା ,ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟର କର୍ମକର୍ତ୍ତା ଓ ଗଣମାଧ୍ୟମର ପ୍ରତିନିଧି ମାନେ ଉପସ୍ଥିତ ଥିଲେ। ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସେଠୀ ସମସ୍ତଙ୍କୁ ସ୍ଵାଗତ ଜଣାଇବା ସହ ଜିଲ୍ଲା ସ୍ତରୀୟ ସ୍ବାଧୀନତା  ଦିବସକୁ ମହାସମାରୋହରେ ପାଳନ କରିବା ନିମନ୍ତେ ସମସ୍ତଙ୍କର ସହଯୋଗ କାମନା କରିଥିଲେ। ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସରୋଜ କୁମାର ସାହୁ ଆଲୋଚ୍ୟ ବିଷୟ ଉପସ୍ଥାପନ କରିଥିଲେ । ବୈଠକର ନିଷ୍ପତ୍ତି ପ୍ରକାରେ ସ୍ୱତନ୍ତ୍ରତା ଦିବସ ଦିନ ପ୍ରାତଃ ୪ ଘଟିକା ସମୟରେ ରାମଧୁନ ,ସକାଳ ୬ ରୁ ୭ ଘଟିକା ମଧ୍ୟରେ ସମସ୍ତ ବିଦ୍ୟାଳୟ ର ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ପ୍ରଭାତ ଫେରି , ସରକାରୀ ,ବେସରକାରୀ ଅନୁଷ୍ଠାନ ଓ ଶିକ୍ଷାନୁଷ୍ଠାନ ମାନଙ୍କରେ ଜାତୀୟ ପତାକା ଉତ୍ତୋଳନ ,ସହରରେ ଥିବା ମହାପୁରୁଷ ମାନଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ଏବଂ ସକାଳ ୮.୩୦ ସମୟରେ ମନୋହରପୁର ରିଜର୍ଭ ପୋଲିସ ପଡିଆ ରେ ଆନୁଷ୍ଠାନିକ ଜିଲ୍ଲା ସ୍ତରୀୟ ସ୍ୱତନ୍ତ୍ରତା ଦିବସ ପାଳନ କରାଯିବ । ଦିବସର ମୁଖ୍ୟ ଅତିଥି  ଆନୁଷ୍ଠାନିକ ଉତ୍ସବରେ ଜାତୀୟ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କରିବେ । ସମ୍ମିଳିତ ପ୍ୟାରେଡ ରେ ହୋମ ଗାର୍ଡ ,ଏନସିସି ,ସ୍କାଉଟ ,ଗାଇଡ,ରେଡକ୍ରସ ଓ ସିଭିଲିଆନ ଦଳ ଅଂଶଗ୍ରହଣ କରିବେ । ସାଧାରଣତନ୍ତ୍ର ଦିବସ ପାଳନ ଉପଲକ୍ଷେ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀ

ମାନଙ୍କ ମଧ୍ୟରେ ଦେଶାତ୍ମବୋଧକ ସଂଗୀତ, ଚିତ୍ରାଙ୍କନ, ସ୍ଵାଧୀନତା ସଂଗ୍ରାମୀ ବେଶ,ଓଡିଆ,ଇଂରାଜୀ ପ୍ରବନ୍ଧ ଓ ବକ୍ତୃତା, ହିନ୍ଦୀ ବକ୍ତୃତା  ପ୍ରତିଯୋଗିତା ଅନୁଷ୍ଠିତ ହେବ। ଏତଦବ୍ୟତୀତ ସ୍ୱତନ୍ତ୍ରତା  ଦିବସ ପାଳନ ଉପଲକ୍ଷେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରି ଜିଲ୍ଲାକୁ ଗର୍ବାନ୍ଵିତ କରିଥିବା ପ୍ରତିଭା ମାନଙ୍କୁ ପୁରସ୍କୃତ କରାଯିବ । ପ୍ୟାରେଡ ଉତ୍ସବ ପରେ ଜିଲ୍ଲା କାରାଗାରର ଅନ୍ତେବାସୀ,ଭୀମ ଭୋଇ ମେଡିକାଲ କଲେଜ ଓ ହସ୍ପିଟାଲରେ ଚିକିତ୍ସାଧୀନ ରୋଗୀଙ୍କୁ ଫଳ ଓ ମିଷ୍ଠାନ୍ନ ବଣ୍ଟନ ସହ ପୁଇଁତଳା ସ୍ଥିତ କୁଷ୍ଠ କଲୋନୀ ଅନ୍ତେବାସୀଙ୍କୁ ବସ୍ତ୍ର ବଣ୍ଟନ କରାଯିବ। ବୈଠକ ଶେଷରେ ଜିଲ୍ଲା ସଂସ୍କୃତି ଅଧିକାରୀ  ରଶ୍ମିରଞ୍ଜନ ମିଶ୍ର ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like