-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ସରସ୍ବତୀ ପୂଜା ପାଇଁ ପ୍ରସ୍ତୁତି ବୈଠକ 

26-Dec-2024



ଜମନକିରା ରାଧାକୃଷ୍ଣ ପଡ଼ା ମାଁ ବୀଣାପାଣି କ୍ଲବ ପକ୍ଷରୁ ସରସ୍ବତୀ ପୂଜା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠିତ ବୈଠକ ରେ କ୍ଲବ ପକ୍ଷରୁ ହେଉଥିବା ୩୫ ତମ ସରସ୍ବତୀ ପୂଜା ର ସଭାପତି ଭାବେ ମଳୟ ବଢ଼େଇ, ସମ୍ପାଦକ ରାଜକୁମାର ରଣା, ସହ ସଭାପତି ଲିଟନ ନାଏକ, ସହ ସମ୍ପାଦକ ବିନୋଦ ବରିହା, କୋଷାଧକ୍ଷ ଦେବବ୍ରତ ନାଏକ ଓ ରାଜା ସାହୁଙ୍କୁ ଚୟନ କରାଯାଇଥିଲା। ସାଗର ଗୁପ୍ତା ଙ୍କ ସଭାପତି ତ୍ବ ରେ ଅନୁଷ୍ଠିତ ହୋଇଥିବା ଏହି ପ୍ରସ୍ତୁତି ବୈଠକ ରେ ଆସନ୍ତା ଫେବୃଆରୀ ୨ ତାରିଖରୁ ୮ ତାରିଖ ପର୍ଯ୍ୟନ୍ତ ଜମନକିରା ରାଧାକୃଷ୍ଣ ପଡ଼ା ବାଭମ ଗୁଡ଼ା ପଡିଆରେ ଖୁବ ଧୁମ ଧାମ ରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ କରାଯିବା ସହିତ ବିଭିନ୍ନ ଖେଳ ପ୍ରତିଯୋଗିତା ନୃତ୍ୟ ଓ ସଂଗୀତ ପ୍ରତିଯୋଗିତା ସହିତ ରଙ୍ଗା ରଙ୍ଗ କାର୍ଯ୍ୟକ୍ରମ ଅନୁଷ୍ଠିତ ତାରିଖ ଧାର୍ଯ୍ୟ ପ୍କରାଯାଇଛି। ବୈଠକ ରେ ରାଧାକୃଷ୍ଣ ପଡ଼ା ର ଅନେକ ଯୁବକ ସହିତ ମନୋଜ ଲୁହା, ଜିତେନ୍ଦ୍ରର ଗର୍ଡିଆ, ରାଜେନ୍ଦ୍ର ନାଏକ, ଶ୍ରୀକାନ୍ତ ବାଘ, ଟିଟୁ କାଲୋ ପ୍ରମୁଖ ବୈଠକ ରେ ଉପସ୍ଥିତ ଥିଲେ।
(ଜମନକିରା ରୁ ନଗମା ବେଗମଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like