-+91-9937148622 |

prerana_bgr@rediffmail.com |

  Wednesday 29th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   (28-Jul-2026)       ||      "ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   (28-Jul-2026)       ||      ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ    (28-Jul-2026)       ||      ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   (28-Jul-2026)       ||      ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   (28-Jul-2026)       ||      ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (28-Jul-2026)       ||      ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (28-Jul-2026)       ||      ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||      ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ    (27-Jul-2026)       ||      ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   (27-Jul-2026)       ||      ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   (27-Jul-2026)       ||      ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   (27-Jul-2026)       ||      *ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   (27-Jul-2026)       ||      ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   (27-Jul-2026)       ||      ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (26-Jul-2026)       ||      ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||      *ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   (26-Jul-2026)       ||     

HOME   ଜିଲ୍ଲା

ଏ.ସି.ଇ. କମ୍ପ୍ୟୁଟର ସେଣ୍ଟର ରେ  ସମ୍ବର୍ଦ୍ଧନା ସମାରୋହ ଆୟୋଜିତ 

26-Dec-2024



ସମ୍ବଲପୁର ଜିଲ୍ଲା କୁଚିଣ୍ଡା ସ୍ଥିତ ଆଜି ଏକାଡେମି ଅଫ କମ୍ପ୍ୟୁଟର ଏଜୁକେସନ ଶିକ୍ଷାନୁଷ୍ଠାନ ରେ ସମ୍ବର୍ଦ୍ଧନା ସମାରୋହ ପାଳିତ ହୋଇଯାଇଛି । କୁଚିଣ୍ଡା ନିବାସୀ ଅନୁଭବ ଅଗ୍ରୱାଲ ସମଗ୍ର ଭାରତ ରେ ଅଗ୍ରୀମ ଜେ.ଇ. ପରିକ୍ଷାରେ ସ୍ତର-୬୪୮୩ ଆଣି ଏବେ ଆଇ.ଆଇ.ଟି. ଧନବାଦ ରେ ପାଠ ପଢୁଛନ୍ତି,ଏବଂ କୁଚିଣ୍ଡା ନିବାସୀ ରୁପାଲୀ ପଣ୍ଡା ଭାରତ ସରକାରଙ୍କ ଦ୍ୱାରା ଆୟୋଜିତ ଦିଲ୍ଲୀ ସ୍ଥିତ କର୍ତ୍ତବ୍ୟ ପଥ ରେ ହେବାକୁ ଥିବା ଗଣତନ୍ତ୍ର ଦିଵସ ୨୦୨୫ ପ୍ୟାରେଡ (ନୂଆ ଦିଲ୍ଲୀ )ପାଇଁ ମନୋନୀତ ହୋଇ ଥିବାରୁ ରୂପାଲୀ ପଣ୍ଡା ତଥା ଉକ୍ତ ଦୁଇ ଜଣଙ୍କୁ ସମ୍ୱର୍ଦ୍ଧିତ କରାଯାଇଛି । ଏହି ବୈଠକରେ ରେ ସ୍ଥାନୀୟ ଏକାଡେମି ଅଫ କମ୍ପ୍ୟୁଟର ଏଜୁକେସନ ର ଡାଇରେକ୍ଟର ଶ୍ରୀଯୁକ୍ତ ରାଜେଶ ଶର୍ମା  ଙ୍କ ସଭାପତିତ୍ୱ  କରିଥିବାବେଳେ ଏହି ସଭା ରେ ମୁଖ୍ୟ ଅତିଥି ଭାବେ କୁଟୂରାଚୁଆଁ କଲେଜ ଅଧ୍ୟକ୍ଷ ନୀଳାଚଳ ତିୱାରୀ ,ଏବଂ ଅବସରପ୍ରାପ୍ତ ମୁଖ୍ୟ ମ୍ୟାନେଜେର ଶ୍ରୀଯୁକ୍ତ କିଶୋର ପ୍ରଧାନ ଯୋଗ ଦେଇ  ଦୁଇ ଜଣଙ୍କୁ ସମ୍ବର୍ଦ୍ଧିତ କରିଥିଲେ । ଅଧ୍ୟାପିକା ଝୁନି ବେହେରା ଉକ୍ତ ସଭା କୁ ପରିଚାଳନା କରିଥିବାବେଳେ । ଏ.ସି.ଇ. ର ଅଧ୍ୟାପକ ମଞ୍ଜିତ ପଳେଇ, ଅଧ୍ୟାପିକା ଭାରତୀ କୁସୁମ ଏବଂ ଏ.ସି.ଇ. ର ସମସ୍ତ ଛାତ୍ରଛାତ୍ରୀ ଏହି ସମ୍ବର୍ଦ୍ଧନା ସଭାରେ ଉପସ୍ଥିତ ରହିଥିଲେ।
(ସମ୍ବଲପୁର କୁଚିଣ୍ଡାରୁ ସିଲୁ ସୁନାନୀଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   28-Jul-2026
  ଜିଲ୍ଲା  
"ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   28-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ   28-Jul-2026
  ରାଜ୍ୟ  
ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   28-Jul-2026
  ରାଜ୍ୟ  
ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   28-Jul-2026
  ଜିଲ୍ଲା  
ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   28-Jul-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   28-Jul-2026
  ଜିଲ୍ଲା  
ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   27-Jul-2026
  ଜିଲ୍ଲା  
ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   27-Jul-2026
  ଜିଲ୍ଲା  
ପାଣି ଘେରରେ ଲୋଇସିଂହା ବ୍ଲକ   27-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   27-Jul-2026
  ଜିଲ୍ଲା  
ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ   27-Jul-2026

You Might Also Like