-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

କଣ୍ଟାମାଳରେ ପାଳିତ ହେଲା ବିଜେଡିର ୨୮ତମ ପ୍ରତିଷ୍ଠା ଦିବସ

26-Dec-2024



କଣ୍ଟାମାଳ(ଜୟ କୁମାରମହାରଣା): କଣ୍ଟାମାଳ ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳ ପକ୍ଷରୁ   ବିଜେଡିର ୨୮ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । ଜିଲ୍ଲା ବିଜେଡି ସଭାପତି ତଥା ପୂର୍ବତନ କଣ୍ଟାମାଳ ବିଧାୟକ ମହୀଧର ରଣା ସମେତ ଅନ୍ୟମାନେ ଆଜି ସକାଳ ୧୦ଘଣ୍ଟା ସମୟରେ ସତସଙ୍ଗ ବିହାର ଛକ ଠାରେ ଥିବା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ  l  ପରେ କଣ୍ଟାମାଳ

ବ୍ଲକ ବିଜେଡି ସଭାପତି ପ୍ରେମରାଜ ରଣା ଙ୍କ ସଂଯୋଜନା ରେ ଆୟୋଜିତ ସଭାରେ  ମୁଖ୍ୟଅତିଥିଭାବେ କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ଲୋକପ୍ରିୟ ପୂର୍ବତନ ବିଧାୟକ ତଥା ବୌଦ୍ଧ ଜିଲ୍ଲା ବିଜେଡି ସଭାପତି ମହୀଧର ରଣା ମୁଖ୍ୟଅତିଥି ଓ ସମ୍ମାନିତ ଅତିଥିଭାବେ କଣ୍ଟାମାଳ ବ୍ଲକ  ଅଧ୍ୟକ୍ଷା ଶ୍ରୀମତୀ ସସ୍ମିତା ସେନାପତି,ବ୍ଲକ ଉପାଧ୍ୟାକ୍ଷ ମହେନ୍ଦ୍ର ରଣା,ଯୁବ ବିଜେଡି

 

ସଭାପତି ଶମ୍ଭୁ ପ୍ରସାଦ ସାହୁ,ଘନଶ୍ୟାମ ବୁଡ଼ାଇକ,ରାଧାବଲ୍ଲଭ ପ୍ରଧାନ ସମେତ ବହୁ ତୁଙ୍ଗ ନେତା ପ୍ରମ୍ମୁଖ ସମ୍ମାନୀତ ଅତିଥି ଭାବେ ଯୋଗଦେଇ ବିଜେଡି ଶାସନ ସମୟରେ ହୋଇଥିବା ବିକାଶ ମୂଳକ ଯୋଜନାର ପ୍ରଶଂସା କରିଥିବା ବେଳେ ବିଜେପିର ଡବଲ ଇଞ୍ଜିନ ସରକାର ର ବିଭିନ୍ନ ବିଫଳତା ସମ୍ପର୍କରେ ବକ୍ତବ୍ୟ ରଖିଥିଲେ ।  ପ୍ରଶାନ୍ତ ରଣା ଅତିଥି ପରିଚୟ ଓ ଧନ୍ୟବାଦ ଅର୍ପଣ କରିଥିଲେ  l ଏହି ପ୍ରତିଷ୍ଠା ଦିବସରେ ଉପସ୍ଥିତି ଥିବା ବିଜେଡି ଦଳର ବରିଷ୍ଟ ନେତାମାନେ ଲୋକଙ୍କ ପାଖକୁ ସେବା ଓ ବିକାଶ ପହଞ୍ଚାଇବାକୁ ପ୍ରତିଶୃତି ନେଲେ ଯେଭଳି ଆଗାମୀ ନିର୍ବାଚନ ରେ ଆଉ ବିଜୁ ଜନତା ଦଳକୁ ପରାଜୟର ମୁହଁ ଦେଖିବାକୁ ନପଡେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like