-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ବରପାଲି ମହାବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ପାଳନ ଉପଲକ୍ଷେ ସାମ୍ବାଦିକ ସମ୍ମିଲନି ।

27-Dec-2024



(ସୁଦାମ ଦୀପ )
 ବରଗଡ଼ ଜିଲ୍ଲା ବରପାଲି ମହାବିଦ୍ୟାଳୟର ସମ୍ମିଲନି କକ୍ଷ ଠାରେ ସୁବର୍ଣ୍ଣ ଜୟନ୍ତୀ  ପାଳନ କରିବା ନିମନ୍ତେ ସାମ୍ବାଦିକ ସମ୍ମିଲନି ଅନୁଷ୍ଠିତ ହୋଇଯାଇଛି । ତିନିଦିନ ବ୍ୟାପି ମହାସମାରୋହରେ ଅଂଚଳର ବିଶିଷ୍ଟ ବ୍ୟକ୍ତିତ୍ବ ମାନଙ୍କୁ ସମ୍ବଦ୍ଧିତ କରିବାର କାର୍ଯ୍ୟକ୍ରମ ସାଂସ୍କୃତିକ କାର୍ଯ୍ୟକ୍ରମ ନାଟକ ତଥା ମନୋରଞ୍ଜନ କାର୍ଯ୍ୟକ୍ରମ ପରିବେଶିତ ହେବ ବୋଲି କମିଟିର ସଭାପତି ଡ. ରବିନ୍ଦ୍ର ଗଡତିଆ ସୂଚନା ଦେଇଛନ୍ତି ।
ଆସନ୍ତା ୨୮ ତାରିଖ ବିଜେପୁର ବିଧାୟକ ସନତ ଗଡତିଆ, ଆଇ ଆଇ ଏମ୍ ସମ୍ବଲପୁରର ନିର୍ଦ୍ଦେଶକ ପ୍ରଫେସର ଡ. ମହାଦେବ ଜଓ୍ୱାଲ, ଡ. ପ୍ରଭାସ ସିଂ ପୂର୍ବତନ ସାଂସଦ, ବରଗଡ ଲୋକସଭା ରୀତା ସାହୁ, ପୁର୍ବତନ ମନ୍ତ୍ରୀ ଯୋଦେବାର କାର୍ଯ୍ୟକ୍ରମ ରହିଥ‌ିବା ବେଲେ ଛାତ୍ରଛାତ୍ରୀ ମାନଙ୍କ ଦ୍ବାରା ନାଟକ ପ୍ରଦର୍ଶିତ ହେବ । ଦ୍ଵିତୀୟ ଦିନ ବରଗଡ ଲୋକସଭା ସାଂସଦ ପ୍ରଦିପ ପୁରୋହିଦ, ଡ. ବିଧୁଭୂଷଣ ମିଶ୍ର, କୁଳପତି ସମ୍ବଲପୁର ବିଶ୍ଵବିଦ୍ୟାଳୟ, ଡ. ନୃପରାଜ ସାହୁ, କୂଳସଚିବ ସମ୍ବଳପୁର ବିଶ୍ବବିଦ୍ୟାଳୟ, ପ୍ରଶନ୍ନ କୁମାର ପାଣ୍ଡେ, ଉପ ଜିଲ୍ଲାପାଳ, ବରଗଡ ଏବଂ ଦେବେଶ ଆଚାର୍ଯ୍ୟ, ସୁଶାନ୍ତ ସିଂ, ସ୍ନେହାଙ୍ଗିନି ଛୁରିଆ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ଏହି ପରିପେକ୍ଷିରେ କ୍ରିଷ୍ଣା ଗ୍ରୁପ୍, ବଲାଙ୍ଗିର ଓ କଳାଜିବି, ବରଗଡ ତରଫରୁ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଅନ୍ତିମ ଦିନରେ ଡ. ଏନ୍ ନାଗାରାଜୁ, କୁଳପତି ଗଙ୍ଗାଧର ମେହେର ବିଶ୍ବବିଦ୍ୟାଳୟ, ଡ. ଉମାଚରଣ ପତି, କୁଳସଚିବ ଗଙ୍ଗାଧର ମେହେର ବିଶ୍ବବିଦ୍ୟାଳୟ, ଡ. ସୁକୁମାର ମିଶ୍ର, ନିର୍ଦ୍ଦେଶକ ଆଇ ଆଇ ଟି ଧନବାଦ, ଡ. କ୍ଷମାନିସ୍ ଅଦାବର, କେନ୍ଦ୍ରିୟ ବିଶ୍ବବିଦ୍ୟାଳୟ ଗାନ୍ଧିନଗର ତଥା ବରଗଡ ବିଧାୟକ ଅଶ୍ବିନୀ ଷଡଙ୍ଗୀ, ଅତାବିରା ବିଧାୟକ ନିହାର ମହାନନ୍ଦ, ଭଟଲୀ ବିଧାୟକ ଇରାସିସ ଆଚାର୍ଯ୍ୟ ଏବଂ ପଦ୍ମପୁର ବିଧାୟିକା ବର୍ଷା ସିଂ ବରିହା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ବୋଲି କମିଟିର ଡ. ସରୋଜ ଦାଶ ସୂଚନା ଦେଇଛନ୍ତି । ଏହି ସାମ୍ବାଦିକ ସମ୍ମିଲନିରେ ସୁବଳ ମେହେର, କମିଟିର ସମ୍ପାଦକ, ବରପାଲି ମହାବିଦ୍ୟାଳୟ ପୂର୍ବତନ ଛାତ୍ର ସଂସଦ ସଭାପତି ପ୍ରଦ୍ୟୁମ୍ନ ତ୍ରିପାଠୀ, ମହାବିଦ୍ୟାଳୟର ଅଧ୍ୟକ୍ଷା ଜୟନ୍ତି ଦାଶ, ତେଜରାଯ ଭୋଇ, ସୁଦାମ ସାହୁ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like