-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

କାମରେ ଲାଗୁନି ଗଭୀର ନଳକୂପ, ହୋଇନାହିଁ ବିଦ୍ୟୁତ୍ ସଂଯୋଗ,ଜିଲ୍ଲାପାଳଙ୍କ ଠାରେ ଅଭିଯୋଗ

27-Dec-2024



କଣ୍ଟାମାଳ(ଜୟ କୁମାର ମହାରଣା): ଗଭୀର ନଳକୂପରେ ବିଦ୍ୟୁତ ସଂଯୋଗ ହୋଇ ନ ଥିବା ବେଳେ ମୋଟର ଲାଗି ନ ଥିବାରୁ ଏହାର ସମଧାନ ନେଇ ଗଡ଼ଫେସପେରଡ଼ି ଗ୍ରାମର ଚାଷୀ ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି | ସୂଚନା ଅନୁସାରେ ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଲମ୍ବସରୀ ପଞ୍ଚାୟତ ଗଡ଼ଫେସପେରଡ଼ି ଗ୍ରାମରେ ଗଭୀର ନଳକୂପ ବାଟବଣା ହୋଇଛି। ଗଭୀର ନଳକୂପ ଖନନ ହେବାର ୪ବର୍ଷ ପରେ ମଧ୍ୟ ଏହା କାର୍ଯ୍ୟକ୍ଷମ ହୋଇନଥିବା ଅଭିଯୋଗ ହେଉଛି। ଚାଷୀମାନେ ଗଭୀର ନଳକୂପ ଖନନ ପାଇଁ ଧାର କରଜ କରି ଟଙ୍କା ଜମା କରି ହାତବାନ୍ଧି ନିରାଶାରେ ବସିଛନ୍ତି। ଯାହାକୁ ନେଇ ଚାଷୀମହଲରେ ଅସନ୍ତୋଷ ପ୍ରକାଶ ପାଉଛି। ୪ବର୍ଷ ହେଲା ଖୋଲାଯାଇଥିବା ଗଭୀର ନଳକୂପ ଅଧାପନ୍ତରିଆ ଭାବେ ପଡ଼ିରହିଛି। ନଳକୂପ ଖୋଲାଯାଇଛି ସତ କିନ୍ତୁ ମୋଟର ବସିନାହଁ କି ବିଦ୍ୟୁତ୍ ମଧ୍ୟ ସଂଯୋଗ ହୋଇ ନାହିଁ। କେବଳ ବିଦ୍ୟୁତ୍ ଖୁଣ୍ଟ ପୋତା ଯାଇଥିବା ବେଳେ ତାର ଟଣା ଯାଇ ନାହିଁ କି ଟ୍ରାନ୍ସଫର୍ମର ବି ବସିନାହିଁ। କ୍ଷେତରେ ଖୋଲାଯାଇଥିବା ନଳକୂପ ପୋତି ହେବାକୁ ବସିଲାଣି। କ୍ଷେତରେ ପାଣି ଆବଶ୍ୟକ ଥିବା ବେଳେ ଚାଷୀ ମରୁଡି ସମସ୍ୟା ସାମ୍ନା କରିବାକୁ ପଡୁଛି। ସରକାର ଚାଷୀ ମାନଙ୍କ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ବିଭାଗୀୟ ଅଧିକାରୀ ଙ୍କ ଅବହେଳା ଯୋଗୁଁ ଏଭଳି ସମସ୍ୟା ଦେଖାଯାଉ ଥିବା ଅଭିଯୋଗ ହୋଇଛି | ଚାଷୀ ସତ୍ୟବାଦୀ ପ୍ରଧାନଙ୍କ ନେତୃତ୍ୱରେ ହିତାଧିକାରୀ ମାନେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିରରେ ଅଭିଯୋଗ କରିଛନ୍ତି। ଜିଲ୍ଲା ପ୍ରଶାସନ ତୁରନ୍ତ ପଦକ୍ଷେପ ଗ୍ରହଣ କରି ଚାଷୀଙ୍କ ସମସ୍ୟାର ସମାଧାନ କରିବା ପାଇଁ ଚାଷୀ ଦାବୀ କରିଛନ୍ତି


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like