-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଧର୍ମଗଡ଼ ବିଧାନସଭା ମଣ୍ଡଳୀ ବିକାଶ କମିଟି ବୈଠକ

27-Dec-2024



ଧର୍ମଗଡ଼(ଦୁଷ୍ମନ୍ତ କୁମାର ପଣ୍ଡା): ଧର୍ମଗଡ଼ ବିଧାନସଭା ମଣ୍ଡଳୀ ବିକାଶ କମିଟି ବୈଠକ  ଧର୍ମଗଡ଼ ପଞ୍ଚାୟତ ସମିତି କାର୍ଯ୍ୟାଳୟ ସଭାଗୃହ ଠାରେ ବିଧାୟକ, ଧର୍ମଗଡ଼ ସୁଧୀର ରଞ୍ଜନ ପାଟଯୋଷୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି I ଏହି ସମୀକ୍ଷା ବୈଠକରେ ଶିକ୍ଷା, ସ୍ୱାସ୍ଥ୍ୟ, ପାନୀୟ ଜଳ, ଅନୁସୂଚିତ ଜାତି, ଜନଜାତି,, ଖାଦ୍ୟ ସୁରକ୍ଷା, ସହର ଏବଂ ଗ୍ରାମ୍ୟ ସ୍ୱଚ୍ଛତା ଏବଂ ଅନ୍ୟାନ୍ୟ ଉନ୍ନୟନ ମୂଳକ କାର୍ଯ୍ୟ,ଖଣି ସମସ୍ୟା, ଶ୍ରମିକ ସମସ୍ୟା, ଗମନାଗମନ, ସାମାଜିକ ସୁରକ୍ଷା, ପଶୁପାଳନ, କୃଷି,ମତ୍ସ, ଜଳସେଚନ, ଧାନକ୍ରୟ ବିକ୍ରୟର ସୁବ୍ୟସ୍ଥା ଉପରେ ଆଲୋଚନା କରାଯାଇଥିଲା l ଧର୍ମଗଡ ବିଧାନସଭା ମଣ୍ଡଳୀର ବିଭିନ୍ନ ସମସ୍ୟା ଓ ତାରା ସମାଧାନ ସମ୍ପର୍କରେ ବିଧାୟକ ଶ୍ରୀ ପାଟଯୋଷୀ ବୈଠକରେ ଦୃଷ୍ଟି ଆକର୍ଷଣ କରିଥିଲେ।  ଧର୍ମଗଡ ନିର୍ବାଚନମଣ୍ଡଳୀ କ୍ଷେତ୍ରର ସର୍ବାଙ୍ଗୀନ ଉନ୍ନତି ଓ ବିକାଶ ନିମନ୍ତେ ବିଶେଷ କରି ଶିକ୍ଷା, ସ୍ୱାସ୍ଥ୍ୟ, କୃଷି, ପାନୀୟ ଜଳ, ଜଳସେଚନ, ଗମନାଗମନ ଇତ୍ୟାଦି କ୍ଷେତ୍ରରେ ଉନ୍ନତି ଓ ବିକାଶ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନେ ଅଧିକ ଯତ୍ନବାନ ହୋଇ ଲୋକଙ୍କ ହିତରେ ସେବା ମନୋଭାବ ନେଇ କାମ କରିବା ପାଇଁ ବିଧାୟକ ଶ୍ରୀ ପାଟଯୋଷୀ ପରାମର୍ଶ ଦେଇଥିଲେ। ବର୍ତ୍ତମାନର ସରକାର ହେଉଛନ୍ତି ଲୋକଙ୍କର ସରକାର, ଜନସାଧାରଣଙ୍କ ହିତରେ ସମସ୍ତ ସରକାରୀ ଅଧିକାରୀ କର୍ତ୍ତବ୍ୟନିଷ୍ଠ ଭାବରେ କାର୍ଯ୍ୟ କରିବା ପାଇଁ  ବିଧାୟକ ପରାମର୍ଶ ଦେଇଥିଲେ। ବିଶେଷ କରି ବିକାଶ ମୂଳକ କାର୍ଯ୍ୟରେ ବିଭାଗୀୟ ଆଧିକାରୀ ମାନେ ବିଶେଷ ଗୁରୁତ୍ୱ ଦେବାକୁ ଶ୍ରୀ ପାଟଯୋଷୀ ପରାମର୍ଶ ଦେଇଥିଲେ l ଏହି ବୈଠକରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ, ମୁଖ୍ୟ ଉନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧକାରୀ, ଜିଲ୍ଲାପରିଷଦ, ଦୟାମୟ ପାଢି, ଡି ଏଫ୍ ଓ, କଲାଇ ବନାନ୍, ଉପଜିଲ୍ଲାପାଳ ଧର୍ମଗଡ଼ ଧିମାନ ଚାକମା, ଉପନିର୍ଦେଶକ, ଜିଲ୍ଲା ଯୋଜନା ଓ ସମନ୍ଵୟ ବିଭାଗ, ଶ୍ରୀକାନ୍ତ ଦଲେଇ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା ସୁଚେତା ପାଣି, ମୁଖ୍ୟ ଜିଲା କୃଷି ଅଧିକାରୀ ମଳୟ କୁମାର ପରିଡା, ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ପବିତ୍ର ମୋହନ ସାହୁଙ୍କ ସମେତ ସମସ୍ତ ଜ଼ିଲ୍ଲାସ୍ତରୀୟ ପଦାଧିକାରୀ, ବ୍ଲକ ଉନ୍ନୟନ ଅଧକାରୀ, ତହସିଲଦାର, ଧର୍ମଗଡ଼, କୋକସରା,କଲମପୁର,ଜୟପାଟଣା, କାର୍ଯ୍ୟନିର୍ବାହୀ ଅଧିକାରୀ ଏନ.ଏ.ସି, ଧର୍ମଗଡ଼ ପ୍ରମୁଖ ଉପସ୍ଥିତ ଥିଲେ। ଶେଷରେ ଉପନିର୍ଦେଶକ ଜିଲ୍ଲା ଯୋଜନା ଓ ସମନ୍ଵୟ ବିଭାଗ ଶ୍ରୀ ଦଲେଇ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like