-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

*ଜାନୁଆରୀ ୧ ରୁ ୩ ହେବ ପଏଁରୀ ତିହାର ରୌପ୍ୟ ଜୟନ୍ତୀ ଉତ୍ସବ - ୨୦୨୫ - ଯୋଗଦେବେ ଅନେକ ରାଜ୍ୟ ର କଳାକାର*-

27-Dec-2024



(ମନୋରଞ୍ଜନ ତ୍ରିପାଠୀ )
ସୁବର୍ଣ୍ଣପୁର ଜିଲ୍ଲାର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ପଏଁରୀ ତିହାର ର ରୌପ୍ୟ ଜୟନ୍ତୀ ଅବସର ରେ ଅନୁଷ୍ଠାନ ପକ୍ଷରୁ ଆଜି ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଟିତ ହୋଇ ଯାଇଛି l ଚଳିତ ବର୍ଷ ପଏଁରୀ ତିହାର ର ୨୫ ବର୍ଷ ପୂର୍ତ୍ତି ଉପଲକ୍ଷେ  ଅନୁଷ୍ଠାନ ତାର ସିଲଭର ଜୁବଲି ମହା ସମାରୋହରେ ପାଳିବାକୁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି l ଏଥି ପାଇଁ ସୋନପୁର ପୁରୁଣା ଟାଉନ ହଲ ଠାରେ ଚାଲିଛି ସଜବାଜ l ଅନୁଷ୍ଠାନ ର ସଭାପତି ଲଡ଼ୁକିଶୋର ମଲ୍ଲିକ ଙ୍କ ଅଧ୍ୟକ୍ଷତା ରେ ହୋଇଥିବା ଆଜିର ସାମ୍ୱାଦିକ ସମ୍ମିଳନୀ ରେ ଅନୁଷ୍ଠାନ ର ଉପଦେଷ୍ଟା ଅଭିମନ୍ୟୁ କୁଶଳ, ଉପସଭାପତି ପ୍ରଫୁଲ୍ଲ ନାଏକ ପ୍ରମୁଖ ଉପସ୍ଥିତ ଥିଲେ l ତେଵେ ଆସନ୍ତା ୧ରୁ ୩ ପର୍ଯ୍ୟନ୍ତ ହେବାକୁ ଥିବା ଏହି ତିହାର ରେ ପ୍ରତ୍ୟେକ ସନ୍ଧ୍ୟା ରେ ସ୍ଥାନୀୟ ତଥା ରାଜ୍ୟର ପ୍ରତିଷ୍ଠିତ ନେତା, ପ୍ରସାଶନିକ ଅଧିକାରୀ, ବରିଷ୍ଠ କଳାକାର , ଓ ବହୁ ବିଶିଷ୍ଟ ବ୍ୟକ୍ତି ମାନେ ଅତିଥି ଭାବେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି l ଜାନୁଆରୀ ୧ ତାରିଖ ନୂଆଁ ବର୍ଷ ର ପ୍ରଥମ ଦିନ ସକାଳ ୯ଟା ରୁ ସୁବର୍ଣ୍ଣପୁର ର ଇଷ୍ଟଦେଵୀ ମା ସୁରେଶ୍ୱରୀ ଙ୍କ ପୂଜାର୍ଚନା ପରେ ଏକ ବିଶାଳ ସାଂସ୍କୃତିକ ଶୋଭାଯାତ୍ରା ସହର ପରିକ୍ରମା କରି  ପୁରୁଣା ଟାଉନହଲ ପଡିଆ ରେ ପହଂଚିବ l  ପରେ ବରିଷ୍ଠ କଳାକାର ଶ୍ରୀ କରମ ଚାନ୍ଦ ମହାନ୍ତି ଙ୍କ ଦ୍ୱାରା କାର୍ଯ୍ୟକ୍ରମ କୁ ଉଦଘାଟନ କରାଯିବ l ଓ  ଜିଲ୍ଲାର ବିଭିନ୍ନ ବ୍ଲକ ରୁ ଆସିଥିବା କଳାକାରଙ୍କ ଦ୍ୱାରା ସଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବ l ୧ ତାରିଖ ସନ୍ଧ୍ୟା ରେ ଅତିଥି ଙ୍କ ଦ୍ବାରା ରୌପ୍ୟ ଜୟନ୍ତୀ ର ସ୍ମରଣିକା ଉନ୍ମୋଚନ କରାଯିବା ସହ ତିନି ଦିନ ବ୍ୟାପି ପ୍ରତ୍ୟେକ ସଂନ୍ଧ୍ୟାରେ  ଲୋକ ଗୀତ ସହ ଓଡିଶା ତଥା ଓଡିଶା ବାହାରୁ ଆସିଥିବା ସଂlସ୍କୃତିକ ଦଳ କଳାକାର ଙ୍କ ଦ୍ୱାରା ଲୋକ ନୃତ୍ୟ ଗୀତ ସଂlସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବ l ଚଳିତ ବର୍ଷ ଦଣ୍ଡ କଳାକାର ସନାତନ ରଣବିଡା ଙ୍କୁ କୁନ୍ଦୁରୁ କୁଶଳ ସ୍ମୃତି ସମ୍ମାନ, କଣ୍ଠଶିଳ୍ପୀ ସୁଜାତା ଗିରି ଙ୍କୁ ବୃନ୍ଦାବନ ନାଏକ ସ୍ମୁତି ସମ୍ମାନ, ବାଦ୍ୟକାର ଗଙ୍ଗାଧର ଗରଡ଼ିଆ ଙ୍କୁ ପୁରନ୍ଦର ବାରିକ ସ୍ମୁତି ସମ୍ମାନ ସହ ବୌଦ୍ଧ ଜିଲ୍ଲାର ଗୁପ୍ତେଶ୍ୱର ଖେତୀ ଙ୍କୁ ପଏଁରୀ ଯୁବ ପ୍ରତିଭା ସମ୍ମାନ ପ୍ରଦାନ କରାଯିବ ଓ ଜିଲ୍ଲାର ବିଭନ୍ନ କ୍ଷେତ୍ର ରେ ଖ୍ୟାତି ଅର୍ଜନ କରିଥିବା ବ୍ୟକ୍ତି ବିଶେଷଙ୍କୁ ସମ୍ବର୍ଦ୍ଧନା ଦିଆଯିବ ବୋଲି ସମ୍ପାଦକ ଚୌଧୁରୀ ବିଭାର ସମ୍ମିଳନୀରେ ସୂଚନା ଦେଇଛନ୍ତି  l ଓ ପଏଁରି କୁ ସାରା ଭାରତ ରେ ପରିଚିତ କରାଇବାରେ ଓ ଆଜି ରୋପ୍ୟ ଜୟନ୍ତୀ ପାଳନ କରିବାରେ ସମସ୍ତ ଗଣ ମାଧ୍ୟମ ର ଭୂମିକା ଖୁବ୍ ଗୁରୁତ୍ଵ ପୂର୍ଣ୍ଣ ଅଟେ ବୋଲି ଶ୍ରୀ ଚୌଧୁରୀ କୃତଜ୍ଞତା ଜଣାଇଥିଲେ l ସଭା କୁ ଅନୁଷ୍ଠାନ ର କୋଷାଧ୍ୟକ୍ଷ ସୁଶାନ୍ତ ସାହୁ ସଂଯୋଜନା କରିଥିବା ବେଳେ ଉପ ସଭାପତି ଶ୍ରୀ ପ୍ରଫୁଲ୍ଲ ନାଏକ ଧନ୍ୟବାଦ ଅର୍ପଣ କରିଥିଲେ l  ଅନୁଷ୍ଠାନ ର ସହ ସମ୍ପାଦକ ପୃଥ୍ୱୀରାଜ ବାଘ, ସନ୍ତୋଷ ମିଶ୍ର,  ସଞ୍ଜୟ ସାହୁ, ଗୋପାଳ ମେହେର, ସୌମ୍ୟ ରଞ୍ଜନ ସେଠି, ସଭ୍ୟ ଅମିତ ସାହୁ, ଲଳିତ ମେହେର, ଅଭିଷେକ ମେହେର,ସୁରଜ ମେହେର,ରୋଶନ ସାହୁ, ରାଘବ ସୁନା ପ୍ରମୁଖଙ୍କ ସହ ଅନୁଷ୍ଠାନ ର ସମସ୍ତ ସଦସ୍ୟ ସହଯୋଗ କରିଥିଲେ l ବିଭିନ୍ନ  ସଂସ୍ଥା ରୁ ୩୦ ରୁ ଉର୍ଦ୍ଧ୍ବ ଗଣମାଧ୍ୟମ ପ୍ରତିନିଧି ଏଠାରେ ଯୋଗ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like