-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ବାଲିଆ କାଳୀ କମିଟି ସେଚ୍ଛାସେବୀ ଅନୁଷ୍ଠାନର ରକ୍ତ ଦାନ ଶିବିର,୭୫ ୟୁନିଟ ରକ୍ତ ସଂଗ୍ରହ

27-Dec-2024



ପୁରୁଷୋତ୍ତମପୁର(ଶୁଭଙ୍କର ଦାଶ): ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ଅନ୍ତର୍ଗତ ବାଗ୍ ଦେବୀ ମନ୍ଦିର ପରିସରରେ ମେଗା ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି ।  ପୂର୍ବତନ ପ୍ରଧାନ ମନ୍ତ୍ରୀ ଯୋଗଜନ୍ମା ଭାରତ ରତ୍ନ ସ୍ବର୍ଗତ ଅଟଳ ବିହାରି ବାଜପେୟୀ ଙ୍କ ଜନ୍ମ ଶତବାର୍ଷିକି ଉପଲକ୍ଷେ ବାଲିଆ  କାଳୀ କମିଟି ଅନୁଷ୍ଠାନ ପକ୍ଷରୁ ସେଚ୍ଛାସେବି ସଂଘଠନ ସଭାପତି ଦେବାଶିଷ ପାତ୍ର ଙ୍କ ସଂଯୋଜନାରେ ଆୟୋଜିତ ଶିବିରରେ ବ୍ଲକ ଅଧ୍ୟକ୍ଷା ପିଙ୍କି ବେହେରା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଅରୁଣ କୁମାର ପଣ୍ଡା, ଗୋପାଳପୁର ନିର୍ବାଚମଣ୍ଡଳୀରୁ ଯୁବ ବିଜେପି ନେତା ବିଭୂତି ବିଷୋୟୀ ପୁରୁଷୋତ୍ତମପୁର ବିଜ୍ଞାପିତ ଅଞ୍ଚଳ ପରିଷଦର କାଉନସିଲର ତଥା ସାମ୍ୱାଦିକ ଭାସ୍କର ବେହେରା, ପୂର୍ବତନ ସରପଞ୍ଚ କୈଳାସ ଗୌଡ଼, ପୂର୍ବତନ ସମିତିସଭ୍ୟ ରବି ବେହେରା, ଅଛୁଲି ମଣ୍ଡଳ ସଭାପତି ମାନସ ରଞ୍ଜନ ଗୌଡ଼, ଦୀପିକା ପାଣି ଯୋଗ ଦେଇ ଶିବିରକୁ ଉତ୍ସାହିତ କରିଥିଲେ । ସ୍ଵେଚ୍ଛାକୃତ ରକ୍ତ ଦାନ ଶିବିରରେ ୭୫ ୟୁନିଟ ରକ୍ତ ସଂଗ୍ରହ ହୋଇଥିଲା, ବ୍ରହ୍ମପୁର ରକ୍ତ ଭଣ୍ଡାର  ଡକ୍ଟର ଚିନ୍ମୟ ଚରଣ ସ୍ୱାଇଁ ଙ୍କ ସହ ବିଭାଗୀୟ କର୍ମଚାରି ମାନେ ଯୋଗଦେଇ ରକ୍ତ ସଂଗ୍ରହ କରିଥିଲେ । କାଳୀ କମିଟି ଓ  ବିଜେପି ଯୁବ ମୋର୍ଚ୍ଚା ର କର୍ମକର୍ତ୍ତା ସୂର୍ଯ୍ୟନାରାୟଣ ବେହେରା, କୃଷ୍ଣ ଚନ୍ଦ୍ର ବେହେରା, ପ୍ରଭାକର ଆଚାର୍ଯ୍ୟ, ଜିତେନ୍ଦ୍ର ସେଠି, ହରେକୃଷ୍ଣ ବେହେରା, ଗୋବିନ୍ଦ ଦାଶ, ଆଲୋକ ବେହେରାଙ୍କ ସହ ବହୁ ଉତ୍ସାହି ଯୁବ ସହଯୋଗୀ  ମାନେ ସହଯୋଗ କରି ଶିବିରକୁ ସଫଳ କରାଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like