-+91-9937148622 |

prerana_bgr@rediffmail.com |

  Saturday 20th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ    (19-Jun-2026)       ||      ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ    (19-Jun-2026)       ||      ବାହାର ଜିଲ୍ଲାରୁ ଆସୁଛି ଧାନ !   (19-Jun-2026)       ||      *ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   (19-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   (19-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   (19-Jun-2026)       ||      *ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   (19-Jun-2026)       ||      ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||     

HOME   ଜିଲ୍ଲା

ସାମ୍ବାଦିକଙ୍କ ମାତୃ ବିୟୋଗ

27-Dec-2024



ସମ୍ବଲପୁର: ପ୍ରଗତିବାଦୀର ସମ୍ବଲପୁର ଜ଼ିଲ୍ଲା ପ୍ରତିନିଧି ସାମ୍ବାଦିକ ସୁବାଶିଷ ପାଢ଼ୀ (ପିଣ୍ଟୁ)ଙ୍କ ମାଆ ନିଶାଖା ପାଢ଼ୀ (୮୮) ଙ୍କ ଆଜି ଅପରାହ୍ନ ରେ ପରଲୋକ ହୋଇଯାଇଛି। ଶ୍ରୀମତୀ ନିଶାଖା ପାଢ଼ୀ ଦୀର୍ଘ ଦିନ ଧରି ବାର୍ଦ୍ଧକ୍ୟଜନିତ ରୋଗ ରେ ପୀଡ଼ିତ ହୋଇ ମହାନଗର ନିଗମ ୱାର୍ଡ ନଂ ୪୦ ଅନ୍ତର୍ଗତ ରାସନପୁର ଗ୍ରାମ ସ୍ଥିତ ନିଜ ବାସଭବନରେ ଥିଲେ I ଆଜି ଅପରାହ୍ନ ରେ ଏହି ଦୁଃଖଦ ଖବର ଗ୍ରାମରେ ପ୍ରଚାରିତ ହେବା ପରେ ସ୍ଥାନୀୟ ଅଞ୍ଚଳର ବହୁ ମାନ୍ୟ ଗଣ୍ୟ ବ୍ୟକ୍ତି ଶୁଭେଚ୍ଛୁ ରାସନପୁର ବାସଭବନରେ ପହଞ୍ଚି ଅନ୍ତିମ ଦର୍ଶନ କରିବା ସହ ଶୋକ ସନ୍ତପ୍ତ ପରିବାରକୁ ସମବେଦନା ଜଣାଇଥିଲେ I ମୃତ୍ୟୁ ଶଯ୍ୟା ନିକଟରେ ୨ ପୁଅ ହରିଶଙ୍କର , ସାମ୍ବାଦିକ ସୁବାଶିଷ, ୩ ଝିଅ ଲକ୍ଷ୍ମୀପ୍ରିୟା, ବିଷ୍ଣୁ ପ୍ରିୟା, ସୁପ୍ରିୟା, ବୋହୂ, ନାତି ନାତୁଣୀ ଓ ଜ୍ଞାତି କୁଟୁମ୍ବ ମାନେ ଉପସ୍ଥିତ ଥିଲେ I ମର ଶରୀରକୁ ଗ୍ରାମ ପରିକ୍ରମା କରାଯାଇ ସ୍ଥାନୀୟ ମାନେଶ୍ଵର ଶ୍ମଶାନ ଘାଟରେ ଅନ୍ତିମ ସଂସ୍କାର କରାଯାଇଥିଲା I ପୁଅ ସୁବାଶିଷ ପାଢ଼ୀ ମୁଖାଗ୍ନି ଦେଇଥିଲେ। ଏହି ଦୁଃଖଦ ଖବର ରେ ଓଡିଶା ସାମ୍ବାଦିକ ସଂଘ (ଓଜେୟୁ) ପକ୍ଷରୁ ଶୋକ ପ୍ରକାଶ କରାଯିବା ସହ ଶୋକ ସନ୍ତପ୍ତ ପରିବାରକୁ ସମବେଦନା ଜଣାଯାଇଛି I ଏହି ଅବସର ରେ ବରିଷ୍ଠ ସାମ୍ବାଦିକ ଶିବ ଶଙ୍କର ନନ୍ଦ, ପ୍ରିୟ ରଞ୍ଜନ ସାହୁ, ଓଜେୟୁ ଜ଼ିଲ୍ଲା ସାଧାରଣ ସମ୍ପାଦକ ସରୋଜ ସାହୁ, ବିଶିଷ୍ଟ ଚାଷୀ ନେତା ହରି ଶଙ୍କର ପୁରୋହିତ, ସଂଜିପ ପାଣିଗ୍ରାହୀ, ବିଶ୍ୱ ରଞ୍ଜନ ସାହୁ, ଫକିର ପାଣିଗ୍ରାହୀ, ରିକୁ ବେହେରା, ଜୟନ୍ତ ପ୍ରଧାନ, ସମ୍ପୂର୍ଣI ନନ୍ଦ ସାହୁ, ରଶ୍ମି ରଞ୍ଜନ ହୋତା, କିଶୋର ହୋତା ପ୍ରମୁଖ ଶ୍ରଦ୍ଧା ସୁମନ ଅର୍ପଣ ପୂର୍ବକ ଅନ୍ତିମ ଦର୍ଶନ କରିଥିଲେ।
(ଜମନକିରାରୁ ନଗମା ବେଗମଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ   19-Jun-2026
  ଜିଲ୍ଲା  
ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ   19-Jun-2026
  ଜିଲ୍ଲା  
ବାହାର ଜିଲ୍ଲାରୁ ଆସୁଛି ଧାନ !   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   19-Jun-2026
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   19-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   19-Jun-2026
  ଜିଲ୍ଲା  
ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା   19-Jun-2026
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026
  ଜିଲ୍ଲା  
ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ   19-Jun-2026

You Might Also Like