-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ଉପଖଣ୍ଡସ୍ତରୀୟ କୃଷି ଯନ୍ତପାତି ମେଳା ଉଦଘାଟିତ

27-Dec-2024



କୁଚିଣ୍ଡା: କୁଚିଣ୍ଡା କଲେଜ ପଡ଼ିଆ ଠାରେ ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା କୁଚିଣ୍ଡା ଉପଜିଲ୍ଲାପାଳ ଗୈାରବ ମୟ ପ୍ରଧାନ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଫିତା କାଟି  ଉଦଘାଟନ କରିଥିଲେ। ୩୫ ଗୋଟି ଷ୍ଟଲ ଏହି ମେଳାରେ ଲାଗିଥିଲା ଓ ଏହା ଡିସେମ୍ବର  ୨୭,୨୮ ଓ‌ ୨୯ ତାରିଖ ତିନି ଦିନ ଧରି ହେବାକୁ ଥିବା ଏହି କାର୍ଯ୍ୟକ୍ରମ ରେ‌ ଉନ୍ନତ କୃଷି ଯନ୍ତ୍ରପାତି ପ୍ରଦର୍ଶନ ଓ ବିକ୍ରୟ ଏବଂ ବିଭିନ୍ନ କୃଷି ଯନ୍ତ୍ରପାତି ପାଇଁ ସରକାରୀ ଆର୍ଥିକ ସହାୟତା ର ସଚେତନତା,କୃଷି ଓ ଆନୁସଙ୍ଗିକ ବିଭାଗ ଦ୍ବାରା କାର୍ଯ୍ୟକାରୀ ହେଉଥିବା ଯୋଜନା ଗୁଡିକର ପ୍ରଚାର ଓ ପ୍ରସାର, ବ୍ୟାଙ୍କ ସହାୟତା କେନ୍ଦ୍ର ମାଧ୍ୟମରେ କୃଷି ଯନ୍ତ୍ରପାତି ପାଇଁ ଋଣ ର ସୁଯୋଗ, ନିର୍ଧାରିତ ସରକାରୀ ରିହାତିରେ କୃଷି ଯନ୍ତ୍ରପାତି କ୍ରୟ ନିମନ୍ତେ ଆଗରୁ ବୁକିଂ ବ୍ୟବସ୍ଥା ବିଷୟରେ ସୂଚନା ତଥା ଏହି କୃଷି ଯନ୍ତ୍ରପାତି ମେଳା ର ମୂଳ ଲକ୍ଷ ହେଲା ଚାଷୀ ମାନେ କମ୍ ସମୟ ରେ ଅଧିକ କାର୍ଯ୍ୟ ସମ୍ପାଦନ କରି ଚାଷ କାର୍ଯ୍ୟ ରେ ଦ୍ଵିଗୁଣିତ ଲାଭବାନ ହେବେ ସେ ସବୁ ବିଷୟରେ ସୂଚନା ପ୍ରଦାନ କରିଥିଲେ। ଏହି ମେଳାରେ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ହେମନ୍ତ କୁମାର ଜେନା ସଭାପତିତ୍ବ କରିଥିଲାବେଳେ ମୁଖ୍ୟ ଅତିଥି ଭାବେ କୁଚିଣ୍ଡା ଉପଜିଲ୍ଲାପାଳ ଗୈାରବ ମୟ ପ୍ରଧାନ, ସମ୍ମାନିତ ଅତିଥି ଭାବେ ମୁଖ୍ୟ କୃଷି ଯନ୍ତ୍ରି ମୁକ୍ତି କାନ୍ତ ମହାପାତ୍ର, କୁଚିଣ୍ଡା ବ୍ଲକ ଚେୟାରମେନ ଭୁବନେଶ୍ୱର କିସାନ, ବାମରା ବ୍ଲକ ଚେୟାରମେନ ପିଙ୍କି ଧରୁଆ, ଜିଲ୍ଲା ପରିଷଦ ସଭ୍ୟ ଦିବ୍ୟ ରାଜ କିସାନ,କୃଷ୍ଣ ଚନ୍ଦ୍ର ଟପ୍ପୋ , ସାଂସଦ ପ୍ରତିନିଧି ରୁଦ୍ର ପ୍ରତାପ ଦେଓ , ସୁପରିଟେଣ୍ଡେଣ୍ଟ୍ ଅଭିମନ୍ୟୁ ଜେନା ଅତିଥି ଭାବରେ ଯୋଗଦେଇ ବିଭିନ୍ନ ଷ୍ଟଲ ଗୁଡିକ ପ୍ରଦର୍ଶନ କରି ସଫଳ ଚାଷୀ ମାନଙ୍କୁ ସମ୍ମାନିତ କରି ପୁରସ୍କାର ପ୍ରଦାନ କରିଥିଲେ, ସେମାନଙ୍କ ମଧ୍ୟରୁ ଅଗ୍ରଣୀ ଚାଷୀ ଭାବରେ ମାଁ ଭୈରବୀ ଏସ୍.ଏଚ୍.ଜି. କୁଚିଣ୍ଡା, ଉଦ୍ୟାନ କୃଷି ର ସଫଳ ଚାଷୀ ଭାବରେ କଳ୍ପନା ନାଏକ ଜମନକିରା, ମତ୍ସ୍ୟ ବିଭାଗରେ ସଫଳ ଚାଷୀ ଭାବରେ ସମିର ପଟେଲ ବାମରା, ପ୍ରାଣୀ ସମ୍ପଦ ର ସଫଳ ଚାଷୀ ଭାବରେ ଅନୁପ ଚୈ|ଧୁରୀ ବାମରା, ସଫଳ ଚାଷୀ ଭାବରେ ଜଗତ ରାମ କୁଜୁର, ମିତ୍ରଭାନୁ ପଟେଲ ଆଦି ଚାଷୀ ଙ୍କୁ ସମ୍ମାନିତ କରାଯାଇଥିଲା । ସଭା ପ୍ରାରମ୍ଭରେ ପ୍ରଥମେ ମାଁ ସମଲେଶ୍ଵରୀ ଙ୍କ ତୈଳ ଚିତ୍ର ପାର୍ଶ୍ଵରେ ପ୍ରଦୀପ ପ୍ରଜ୍ଜ୍ୱଳନ କରିବା ପରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ ଙ୍କ ବିୟୋଗରେ ଗୋଟିଏ ମିନିଟ ନିରବ ପ୍ରାର୍ଥନା କରିଥିଲେ।ଏହି ଅବସରରେ କୁଚିଣ୍ଡା ବିଡ଼ିଓ ଜୟନ୍ତ ସାହୁ, ତହସିଲଦାର ମିତାଲି ମଧୁସ୍ମିତା ଦଲେଇ,ଏସଡିଭିଓ ପ୍ରସନ୍ନ ସାମଲ, କୁଚିଣ୍ଡା ହର୍ଟିକଲଚରିଷ୍ଟ ପ୍ରମୁଖ ଉପସ୍ଥିତ ରହିଥିଲେ। କୁଚିଣ୍ଡା କୃଷି ଅଧିକାରୀ ଏଡିଓ‌ ପ୍ରସନ୍ନ‌ କୁମାର ସ୍ବାଇଁ ଏହି ସଭାରେ ସ୍ବାଗତ ଅତିଥି ପରିଚୟ ସହିତ ଧନ୍ୟବାଦ ଅର୍ପଣ କରିଥିଲେ ।
(ସମ୍ବଲପୁର କୁଚିଣ୍ଡାରୁ ସିଲୁ ସୁନାନୀଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like